ସମ୍ଭଲ ଯାତ୍ରା ବେଳେ ହାଇଡ୍ରାମା; ରାହୁଲ ଓ ପ୍ରିୟଙ୍କାଙ୍କୁ ଅଟକାଇଲା ପୁଲିସ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ସମ୍ଭଲରେ ଘଟିଥିବା ହିଂସାକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ଆଜି (ବୁଧବାର) କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଧରି ସମ୍ଭଲ ଯାତ୍ରାରେ ବାହାରିଥିଲେ ମଧ୍ୟ ଏହି ଯାତ୍ରା ସଫଳ ହୋଇପାରିନାହିଁ।

ବ୍ରହ୍ମପୁର ମହାମାୟୀ ମହିଳା ମହାବିଦ୍ୟାଳୟର ଇତିହାସର ବିଭାଗର ପାଠଚକ୍ର ଅନୁଷ୍ଠିତ…

ବ୍ରହ୍ମପୁର : ତା୦୪/୧୨/୨୦୨୪ ରିଖ ମହାମାୟୀ ମହିଳା ମହାବିଦ୍ୟାଳୟ ର ଇତିହାସ ବିଭାଗରେ ଇତିହାସ ବିଭାଗ ର ପାଠଚକ୍ର  ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼ ନିବେଦିତା ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭାଗୀୟ ଛାତ୍ରୀମାନେ "ରେନାସାଁ- ମଧ୍ୟଯୁଗୀୟ ପୁନର୍ଜାଗରଣ ଓ ପୁନରୁତ୍ଥାନ

ସ୍କୁଲରେ ୬ଷ୍ଠ ଶ୍ରେଣୀ ଛାତ୍ରକୁ ହତ୍ୟା, ୧୨ ବର୍ଷୀୟ ବାଳକ ଅଟକ

ନୂଆଦିଲ୍ଲୀ : ଦିଲ୍ଲୀର ଏକ ଘରୋଇ ସ୍କୁଲରେ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ରକୁ ହତ୍ୟା କରାଯାଇଛି। ଅନ୍ୟ ଜଣେ ଛାତ୍ର ପୀଡ଼ିତ ଛାତ୍ରକୁ ମାଡ଼ ମାରିବା ସହିତ ତଣ୍ଟି ଚିପି ହତ୍ୟା କରିଛି। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ୧୨ ବର୍ଷୀୟ ଛାତ୍ରକୁ ଅଟକ ରଖି ତଦନ୍ତ ଚଳାଇଛି। ଘଟଣା ପ୍ରତିବାଦରେ ଅଭିଭାବକଙ୍କ

ଗୁଳିକାଣ୍ଡ ପଛରେ ‘ଷଡ଼ଯନ୍ତ୍ର’ ଥିବା କହିଲେ କେଜ୍ରିୱାଲ, ବର୍ଷିଲା ବିଜେପି

ନୂଆଦିଲ୍ଲୀ : ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରକୁ ଗୁଳିମାଡ଼ ଉଦ୍ୟମକୁ ନେଇ ଜୋର ଧରିଛି ରାଜନୀତି। ବିଶେଷ କରି ଦିଲ୍ଲୀ ଓ ପଞ୍ଜାବରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ମୁହାଁମୁହିଁ ହୋଇଛନ୍ତି ଆମ୍ ଆଦମୀ ପାର୍ଟି ଓ ବିଜେପି।

ଫଡ଼ନାବିସ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ, ଆସନ୍ତାକାଲି ଶପଥଗ୍ରହଣ

ମୁମ୍ବାଇ : ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭାରତୀୟ ଜନତା ପାର୍ଟିର ଦେବେନ୍ଦ୍ର ଫଡ଼ନାବିସ। ଆଜି ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ପାର୍ଟିର ନେତାମାନେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ହେବେ ଶିବସେବାର ଏକନାଥ ସିନ୍ଦେ ଓ ଏନସିପିର

ସ୍ୱର୍ଣ୍ଣ ମନ୍ଦିରରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରକୁ ଗୁଳିମାଡ଼

ଚଣ୍ଡୀଗଡ : ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ସ୍ୱର୍ଣ୍ଣ ମନ୍ଦିର ଫାଟକ ନିକଟରେ ଆଜି ସକାଳେ ଘଟିଛି ଏହି ଘଟଣା। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ।ଗୁଳି ମାରିଥିବା ବ୍ୟକ୍ତି

ଚାକିରୀ କରାଇବା ନା ରେ ଯୁବକ ଓ ଯୁବତୀଙ୍କ ଠାରୁ କୋଟି କୋଟି ଟଙ୍କା ଠକେଇ, ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା…

୨ କୋଟି ଟଙ୍କାର ବ୍ୟାଙ୍କ ଏକାଉଣ୍ଟକୁ ଅଚଳ କରିଛି ପୁଲିସ, ବହୁ କମ୍ପାନୀ ଏବଂ ସରକାରୀ ଅଫିସର ନକଲି ନିଯୁକ୍ତି ପତ୍ର ଜବତ.. ବ୍ରହ୍ମପୁର : ଚାକିରୀ ପାଇବା ପ୍ରଲୋଭନରେ ଫସିଲେ ଯୁବକ ଯୁବତୀ।କୋଟି କୋଟି ଟଙ୍କା ଠକେଇର ହେଲେ ଶିକାର। ଚାକିରୀ ଖୋଜା ବେକାରୀ

ଯୋଗଯୁକ୍ତ ହୋଇ ରୋଗମୁକ୍ତ ହୋଇପାରିବା: ରାଷ୍ଟ୍ରପତି

ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆୟୁର୍ବେଦ ଏକ ପ୍ରାଚୀନ, ବିଶ୍ୱସ୍ତ ଏବଂ ପୂର୍ଣ୍ଣାଙ୍ଗ ଚିକିତ୍ସା ପାଇଁ ବିଜ୍ଞାନ। ଚଳିତ ଦଶନ୍ଧିରେ ଆମର ଏହି ପ୍ରାଚୀନ

ଶ୍ରୀସେତୁ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ପୁରୀ : ପୁରୀ ଟାଉନ୍ ଥାନା ଅନ୍ତର୍ଗତ ବିଶ୍ୱେଶ୍ୱରୀ ମନ୍ଦିର ନରେନ୍ଦ୍ର କୋଣ ଶ୍ରୀସେତୁ ତଳୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ପୁରୀ ଖଣ୍ଡିଆ ବନ୍ଧର ସୁଦର୍ଶନ ସାହୁ ।ସୁଦର୍ଶନ ମାର୍କେଟ ଛକ ନିକଟରେ ଦହିଵରା ବିକ୍ରି କରନ୍ତି। ଗତକାଲି ରାତିରେ ଦୋକାନ

ଚାଲି ଚାଲି ଯାଇ କଳା ଠାକୁରଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ : ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରୁ ଚାଲି ଚାଲି ଯାଇ କଳା ଠାକୁରଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ ପୁରୀ ସାଂସଦ ସମ୍ବିତ ପାତ୍ର ମଧ୍ୟ ଚାଲି ଚାଲି ଯାଇ ଶ୍ରୀଜିଉଙ୍କ