ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମ‌ୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ।…

କଟକର ବିଡ଼ାନାସୀ ପଡ଼ିଆରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କଟକ : ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।…

ଆଇପିଏସ୍ କରାଇଦେବେ କହି ଠକିନେଲେ ୩୦ ଲକ୍ଷ ଟଙ୍କା, ବ୍ରହ୍ମପୁରରୁ ଯୁବକକୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ବ୍ରହ୍ମପୁର: ସରକାରୀ ଚାକିରିର ଲୋଭ । ଟଙ୍କା ଦେଇ ଆଇପିଏସ୍ ହୋଇଯିବାର ସ୍ୱପ୍ନ । କିନ୍ତୁ ହୋଇଗଲେ ଠକାମୀର ଶିକାର । ଆଇପିଏସ୍ କରାଇ ଦେବା ନାଁରେ ନେଇଗଲେ ଲକ୍ଷ ଲକ୍ଷ ଟଙ୍କା । ଠକାମୀର ଶିକାର ପଶ୍ଚିମବଙ୍ଗର ହୋଇଥିବା ବେଳେ ଠକେଇ କରିଥିବା ବ୍ୟକ୍ତି ଓଡ଼ିଶାର । ଶେଷରେ ଅଭିଯୁକ୍ତକୁ ଗିରଫ…

ଦୁର୍ବୃତ୍ତଙ୍କ ଆତଙ୍କରାଜ, ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବ୍ରହ୍ମପୁର : ବିଜୁପୁର କାଳୀ ମନ୍ଦିର ନିକଟରେ ଅଘଟଣ । ଦୁଇ ଯୁବକଙ୍କୁ ଖଣ୍ଡାରେ ହାଣିବା ସହ ଫାଙ୍କାରେ ଗୁଳିଚାଳନା କଲେ ଦୁର୍ବୃତ୍ତ । ଖଣ୍ଡା ଚୋଟରେ ଗୁରୁତର ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ବିଜୁପୁର କାଳୀ ମନ୍ଦିର…

ଛତ୍ରପୁର ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ଼ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ମିଳିତ ପ୍ୟାରେଡ଼ରେ…

ପଂଚାୟତସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ପଦର ଗ୍ରାମ ପଂଚାୟତ ରେ ପଂଚାୟତ ସ୍ତରୀୟ ୭୬ତମ ସାଧାରଣ ଦିବସ ଉତ୍ସବ ଧୂମଧାମ ପାଳନ କରାଯାଇଛି l କାର୍ଯ୍ୟକ୍ରମ ସଭାପତି ଭାବରେ ସରପଞ୍ଚ ଶ୍ରୀମତୀ ସ୍ୱପ୍ନା ଖିଲ,ମୁଖ୍ୟ ଅତିଥି ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ…

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପ ଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ

ଭଞ୍ଜନଗର : ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ 76ତମ ସାଧାରଣ ତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନିଲ କୁମାର ସେଠୀ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ଶାନ୍ତି, ମୈତ୍ରୀ,…

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମେରୀ ଜାନ୍…

ବ୍ରହ୍ମପୁର : ସ୍ଥାନୀୟ ବ୍ରହ୍ମା ନଗର ୧ମ ସାରଣୀ ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ 'ମେରୀ ଜାନ୍ ହିନ୍ଦୁସ୍ତାନ -୨୦୨୫"' ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପ୍ରେକ୍ଷାଳୟ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି।…

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର…

ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ…

ବ୍ରହ୍ମପୁର : ୭୬ତମ ସାଧାରଣତନ୍ତ୍ର ଦିବସରେ ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ପଡିଆ ଠାରେ ଗଞ୍ଜାମ ଜିଲ୍ଳାର ଅତିରିକ୍ତ ଜିଲ୍ଲାପାଳ , ଡକ୍ଟର ପ୍ରମୋଦ କୁମାର ପୃଷ୍ଟି, ଯୋଗଦେଇ ସ୍ବାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରି ଜାତି ଉଦ୍ଦେଶ୍ୟରେ…