Sign in
Sign in
Recover your password.
A password will be e-mailed to you.
ଗଞ୍ଜାମ ଜିଲ୍ଲାର ପୁରୁଖା ବିଜେପି ନେତା ଗଲେ କୁଆଡ଼େ…?
ବିଜେପି ଦଳ ପାଇଁ ପୁରୁଣା ମୁହଁ ଆଜି ଅଲୋଡ଼ା..!
ନିଟ୍ ୟୁଜି ପରୀକ୍ଷା ପ୍ୟାଟର୍ଣ୍ଣରେ ବଡ଼ ପରିବର୍ତ୍ତନ, ବିକଳ୍ପ ପ୍ରଶ୍ନ ହଟିଲା, ହ୍ରାସ ପାଇଲା ସମୟ
ନୂଆଦିଲ୍ଲୀ: ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍ ୟୁଜିର ଏକ୍ଜାମ୍ ପ୍ୟାଟର୍ଣ୍ଣରେ ବଡ଼ ପରିବର୍ତ୍ତନ କରିଛି । ଏନ୍ଟିଏ ଘୋଷଣା ଅନୁସାରେ ଏବେ ନିଟ୍ ୟୁଜି ପରୀକ୍ଷାର ପ୍ରଶ୍ନ ପତ୍ରର ପ୍ୟାଟର୍ଣ୍ଣ ଏବଂ ସମୟ କୋଭିଡ୍ ପୂର୍ବପରି ହୋଇଯିବ । ଏବେ କୌଣସି ସେକ୍ସନ!-->…
ବିତ୍ତୀୟ ପରିଚାଳନାରେ ଓଡ଼ିଶା ସର୍ବଶ୍ରେଷ୍ଠ ରାଜ୍ୟ, ନୀତି ଆୟୋଗ ରିପୋର୍ଟରେ ଖୁଲାସା
ଭୁବନେଶ୍ୱର ୨୫/୦୧: ବିତ୍ତୀୟ ପରିଚାଳନାରେ ଓଡ଼ିଶା ସର୍ବଶ୍ରେଷ୍ଠ ରାଜ୍ୟ । ଯେଉଁଥିପାଇଁ ରାଜ୍ୟର ବିତ୍ତୀୟ ସ୍ୱାସ୍ଥ୍ୟ ଅନ୍ୟ ସମସ୍ତ ରାଜ୍ୟଠାରୁ ଢେର ତଗଡ଼ା । ନୀତି ଆୟୋଗ ଏକଥା ସ୍ପଷ୍ଟ କରିଛି । ରାଜ୍ୟ ଗୁଡିକର ବିତ୍ତୀୟ ସ୍ୱାସ୍ଥ୍ୟ ସମ୍ପର୍କରେ ନୀତି ଆୟୋଗ ପକ୍ଷରୁ ପ୍ରକାଶ!-->…
ଅମିତ ଶାହା ଜାରି କଲେ ବିଜେପିର ସଂକଳ୍ପ ପତ୍ର
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପିର ସଂକଳ୍ପ ପତ୍ରର ତୃତୀୟ ଭାଗ ପ୍ରକାଶ କରିଛନ୍ତି। ଏହି ସମୟରେ ସେ କହିଥିଲେ ଯେ ଆମେ ଯାହା ପ୍ରତିଜ୍ଞା କରୁ, ଆମେ ତାହା ପୂରଣ କରୁ, ଆମେ କେବଳ ଅନ୍ୟମାନଙ୍କ ପରି ପ୍ରତିଜ୍ଞା କରୁନାହୁଁ। ଏହି!-->…
ପ୍ରତ୍ୟର୍ପଣ ତାଲିକାରେ ବହୁ ନାମ ରହିଛି: ତହବୁର ରାଣାଙ୍କୁ ନେଇ ସଞ୍ଜୟଙ୍କ ମନ୍ତବ୍ୟ
ମୁମ୍ବାଇ: ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତ ତହବୁର ରାଣାଙ୍କୁ ଶୀଘ୍ର ଭାରତକୁ ଅଣାଯାଇପାରେ। ଏହି ଘଟଣାରେ ୧୬୪ଜଣଙ୍କର ମୃତ୍ୟୁ ଘଟିଥିଲା। ଆକ୍ରମଣରେ ନିଜ ଭୂମିକା ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ପାକିସ୍ତାନୀ ମୂଳ ବ୍ୟବସାୟୀ ତହବୁର ହୁସେନ୍ ରାଣା ବର୍ତ୍ତମାନ!-->…
ୟୁନୁସ୍ କ୍ଷମତା ଛାଡିଲେ ବାଂଲାଦେଶର ସ୍ଥିତି ସୁଧୁରିବ: ହସିନା ସରକାରଙ୍କ ପୂର୍ବତନ ମନ୍ତ୍ରୀ
ଢାକା: ବାଂଲାଦେଶର ପୂର୍ବତନ ଗୃହମନ୍ତ୍ରୀ ଆଜାଦୁଜମାନ ଖାନ କମଲ ଦେଶରେ ଶେଖ ହସିନା ସରକାରଙ୍କ ପତନ ଏବଂ ମହମ୍ମଦ ୟୁନୁସ୍ କ୍ଷମତାକୁ ଆସିବା ପରେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ କହିଛନ୍ତି। ବରିଷ୍ଠ ଆୱାମୀ ଲିଗ୍ ନେତା ଆଜାଦୁଜମାନ କମଲ କହିଛନ୍ତି ଯେ, ସେନା ଏବଂ ମୌଳବାଦୀମାନେ ତାଙ୍କ!-->…
ଚୀନ-ଆମେରିକା ବିଦେଶ ମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି
ଓ୍ବାସିଂଟନ : ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଶୁକ୍ରବାର ଆମେରିକାର ନୂତନ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଫୋନରେ କଥାବାର୍ତ୍ତା କରିଥିଲେ । କିନ୍ତୁ ଏହି ସମୟରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲେ । ଏପରିକି ଚୀନ ବିଦେଶମନ୍ତ୍ରୀ ନିଜର ଆମେରିକୀୟ ପ୍ରତିପକ୍ଷଙ୍କୁ ଧମକ!-->…
ନିଜ ଭାଇଙ୍କ ବିରୁଦ୍ଧରେ ବିଷୋଦ୍ଗାର କଲେ ସୁରଙ୍କ ସାନ ପୁଅ ମନ୍ମଥ
ଭୁବନେଶ୍ବର ୨୫।୧: ଦାଣ୍ଡରେ ପଡ଼ିଲା ସୁରଙ୍କ ଘର କଳି । ବଡ଼ ଭାଇଙ୍କ ଉପରେ ବର୍ଷିଲେ ସାନ ଭାଇ ମନ୍ମଥ । ନିଜ ଭାଇଙ୍କ ବିରୁଦ୍ଧରେ ବିଶୋଦଗାର କଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ । କହିଲେ ସୁର ରାଉତରାୟଙ୍କ ଘରେ ଜଣେ ବ୍ୟକ୍ତି ବାରମ୍ବାର ନବୀନ ଓ ପାଣ୍ଡିଆନଙ୍କୁ ଗାଳି କରୁଛନ୍ତି । ଦିନେ!-->…
ସାମୂହିକ ଶପଥପାଠ କରାଇଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର:୧୫ ତମ ଜାତୀୟ ମତଦାତା ଦିବସ ପାଳନର ରାଜ୍ୟସ୍ତରୀୟ ସମାରୋହ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପଠାରେ ମହାସମାରୋହରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମତଦାତା ସଂକଳ୍ପ ପାଠ କରାଇଥିଲେ ।ମତଦାତା ସଚେତନତା ଓ ଭାରତକୁ ଏକ!-->…
ସରକାରଙ୍କ ପ୍ରତିଶ୍ରୁତି: ବଣ୍ଡାଙ୍କ କୁଡ଼ିଆ ଘର ହେବ ପକ୍କା ଘର
ମାଲକାନଗିରି: ଜିଲ୍ଲାର ଆଦିମ ଜନଜାତି ବଣ୍ଡାଙ୍କ ଉନ୍ନତି ନେଇ ରାଜ୍ୟ ସରକାର ବହୁ ଯୋଜନା ପ୍ରଣୟନ କରିଥିଲେ ମଧ୍ୟ ଆଜି ବି ଏହି ଜନଜାତି ଆଧୁନିକ ସଭ୍ୟତା ଠାରୁ ବହୁ ଦୁରରେ ରହିଛନ୍ତି। ବଣ୍ଡାଘାଟିରେ ରହିଥିବା ଦୁଇଟି ପଞ୍ଚାୟତର ୩୧ଟି ଗ୍ରାମରେ ବିକାଶ ଆଜି ବି ଘାଟି ଚଢି ପାରୁନାହିଁ। ପ୍ରଥମ!-->…