ଫେକ ଵିଜ୍ଞାପନ ପ୍ରତି ସରକାରଙ୍କ ଲଗାମ ନାହିଁ, ଠକାମୀର ଶିକାର ହେଉଛନ୍ତି ସାଧାରଣ ଜନତା…

ବ୍ରହ୍ମପୁର : ଆଜି କାଲି ସବୁ ବର୍ଗର ଲୋକେ ଅନଲାଇନ ମରୀଚିକା ପଛରେ ପଡିଛନ୍ତି। ବିଭିନ୍ନ ପ୍ରକାରର ପ୍ରଲୋଭନ ଦେଖାଇ ଜାକ ଜମକ ଲାଇଟ ବ୍ୟବହାର କରି ନିମ୍ନ ମାନର ସାମଗ୍ରୀ କୁ ରିହାତି ଦରରେ ଦେବାର ଵିଜ୍ଞାପନ ଦେଇ ଲୋକଙ୍କୁ ଶୋଷଣ କରୁଥିବା ଘଟଣା ଦିନକୁ ଦିନ ବଢ଼ିବା ରେ ଲାଗିଛି। ଏହାର ସୁଯୋଗ…

ପ୍ରକାଶ ମିଶ୍ରଙ୍କ ବହି ବିରୋଧରେ ବିକ୍ଷୋଭ କୁଶପୁତ୍ତଳିକା ଦାହ

ହିଞ୍ଜିଳିକାଟୁ : ପୂର୍ବତନ ଆଇପିଏସ୍ ଅଧିକାରୀ ପ୍ରକାଶ ମିଶ୍ରଙ୍କ "କମେଡି ଇନ୍ ଖାକି" ପୁସ୍ତକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ହିଞ୍ଜିଳି ଉପରେ ବେରୁଚିକର ଲେଖା ପାଇଁ ହିଞ୍ଜିଳିକାଟୁରେ ଶୁକ୍ରବାର ପ୍ରତିବାଦ ଓ ବିକ୍ଷୋଭ ରାଲି ଆୟୋଜିତ ହୋଇଛି। ଦୀର୍ଘ ୨୫ ବର୍ଷ ଧରି…

ଆମେରିକା ଛାଡ଼ିବେ ୧୮ ହଜାର ଭାରତୀୟ

ବେଆଇନ ପ୍ରବାସୀ ମାମଲାରେ ପ୍ରବାସୀଙ୍କ ମାମଲାରେ ଭାରତର ଆଭିମୁଖ୍ୟ ସ୍ଥିର ଏବଂ ନୀତିଗତ ରହିଛି। ବେଆଇନ ଭାବେ ଆମେରିକାରେ ରହୁଥିବା ଭାରତୀୟଙ୍କୁ ଫେରାଇ ନେବାକୁ ଦେଶ ପ୍ରସ୍ତୁତ ଅଛି। ତେବେ ସେମାନେ ଭାରତୀୟ ନାଗରିକ ହୋଇଥିବା ସ୍ପଷ୍ଟ ହେବା ଦରକାର। ଆମେରିକା ଗସ୍ତରେ ଥିବା ବୈଦେଶିକ ମନ୍ତ୍ରୀ…

ଶୀଘ୍ର ପିସିସି ସଭାପତିଙ୍କ ନାମ ଘୋଷଣା କରାଯାଉ : ସୋଫିଆ ଫିର୍ଦୋସ

କଟକ :ରାଜ୍ୟର ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ସଭାପତି କିଏ ହେବ ତାହାକୁ ନେଇ ଦ୍ବନ୍ଦ୍ବ ଲାଗି ରହିଛି । ରାଜ୍ୟର ପରବର୍ତ୍ତୀ ବିଜେପି ସଭାପତି କିଏ ହେବ ? ନିର୍ବାଚନ ପରଠାରୁ ଗତ ୭ ମାସ ହେଲା ଏହି ଚର୍ଚ୍ଚା ଲାଗି ରହିଛି । ଆଉ ଅନ୍ୟପଟେ ପ୍ରାୟ ୮ ମାସ ହେବ ପିସିସି ସଭାପତି ଚୌକି ଫାଙ୍କା…

୧୧ ଶହ ଟଙ୍କା ପାଇଁ ନିଜ ଭୋଟକୁ ବିକ୍ରି କରନାହିଁ : କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଏବେ ଜୋରସୋରରେ ଚାଲିଛି । ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ଲୋଭନୀୟ ପ୍ରତିଶ୍ରୁତି ଦେବାରେ ଲାଗିଛନ୍ତି । ତେବେ ନିଜର ଭୋଟ ବିକ୍ରି କରିବା ବଦଳରେ ବିକାଶ ପାଇଁ ଭୋଟ ଦେବାକୁ ଆମ୍ ଆଦମୀ ପାର୍ଟି…

୨୮ରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ

ଭୁବନେଶ୍ୱର: ଆସନ୍ତା ୨୮ରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ। ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ଏହି ବୈଠକ ବସିବ। ଏଥିରେ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି। ୭ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ନବୀନ । …

ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘର ଜିଲ୍ଲା ସ୍ତରୀୟ ବୈଠକ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘ ପକ୍ଷରୁ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଭାରତୀୟ ମଜଦୂର ସଂଘ ର ଜିଲ୍ଲା ଊପସଭାନେତ୍ରୀ ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ ଏବଂ ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁଙ୍କ ନେତୃତ୍ୱରେ ବିଦ୍ୟା ନଗର ସ୍ଥିତ ମହିଳା ସଂସ୍କୃତି…

ଅବସର ପରେ ମେରାଇନ ପୁଲିସ ନିଯୁକ୍ତି

ଭୁବନେଶ୍ୱର: ତଟ ସୁରକ୍ଷା ଉପରେ ଓଡ଼ିଶା ପୁଲିସ ଗୁରୁତ୍ୱ ଦେବ ବୋଲି ମହାନିର୍ଦେଶକ ୱାଇ.ବି.ଖୁରାନିଆ ସୂଚନା ଦେଇଛନ୍ତି। ତଟ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବୋର୍ଡ ଗଠନ ହେବ। ଏହି ବୋର୍ଡରେ ଓଡ଼ିଶା ପୁଲିସ ଏବଂ କୋର୍ଡଗାର୍ଡର ଅଧିକାରୀ ରହିବେ। ଅବସରପ୍ରାପ୍ତ କୋଷ୍ଟଗାର୍ଡ ଏବଂ ନ୍ୟାଭି…

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଓଡ଼ିଆ ଚଳଚ୍ଚିତ୍ର ରଙ୍ଗଶୁରର ନିର୍ମାତା ଓ କଳାକାର…

ଭୁବନେଶ୍ୱର :ବାଘ ନାଚ ଉପରେ ଆଧାରିତ ତଥା ନାରୀ ସଶକ୍ତିକରଣ ଓ ଜଙ୍ଗଲ ବଞ୍ଚାଅ ଅଭିଯାନର ବାର୍ତ୍ତାକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର “ରଙ୍ଗଶୁର”ର ପ୍ରଯୋଜକ ସଚ୍ଚିକାନ୍ତ ଜେନା, ପ୍ରଶାନ୍ତ ବେହେରା, ପ୍ରଯୋଜକ ବିନି ପଟ୍ଟନାୟକ, ନିର୍ଦ୍ଦେଶକ ପ୍ରତାପ ରାଉତ, କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ,…

ପୂଜ୍ୟପୂଜା ସମିତି ପକ୍ଷରୁ ନେତାଜୀ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ

ବ୍ରହ୍ମପୁର : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ଆଜି ଅପରାହ୍ନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଓ ବୀର ସୁରେନ୍ଦ୍ର ସାଏଙ୍କ ୨୧୬ତମ ଜୟନ୍ତୀ ପାଳନ ହୋଇଯାଇଛି l ଏଥି ଅବସରରେ ଉଭୟ ବୀର ଯୋଦ୍ଧାଙ୍କ ଫୋଟଚିତ୍ରରେ ଯଥା ମର୍ଯ୍ୟାଦାର ସହ ମାଲ୍ୟାର୍ପଣ…