ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ, ସତର୍କତା ଅବଲମ୍ବନ କରିବାକୁ ଆଇଏମଡିର ପରାମର୍ଶ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୧୦ଟି ଜିଲ୍ଲାକୁ ଏକ ସତର୍କ ସୂଚନା ଜାରି କରିଛି।ଘଡ଼ଘଡ଼ି ଏବଂ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସତର୍କତା ଜାରି କରାଯାଇଛି। ମଙ୍ଗଳବାର ସକାଳେ ଜାରି ହୋଇଥିବା ସତର୍କତା ଅନୁଯାୟୀ, ଆଗାମୀ ତିନି ଘଣ୍ଟା ମଧ୍ୟରେ…

ଆସିକା ଏସ୍ଡ଼ିପିଓଙ୍କ ନେତୃତ୍ୱରେ ନଳବଣ୍ଟା ଗ୍ରାମ ଉପରେ ଚଢ଼ାଉ ବିପୁଳ ପରିମାଣର ବାଣ ଜବତ !

ଆସିକା : ଗଞ୍ଜାମ ଜିଲ୍ଲାର ମିନିଶିବକାସି ରୂପେ ପରିଚିତ ନଳବଣ୍ଟା ଗ୍ରାମ। ଏଠାରେ ବର୍ଷ ତମାମ ବିଭିନ୍ନ କିସମର ବାଣ ଘରେ ଘରେ ପ୍ରସ୍ତୁତ ହୁଏ।ଏଠିକାର ବାଣର ଚାହିଦା ଜିଲ୍ଲା ସମେତ ଜିଲ୍ଲା ବାହାରେ ବି ରହିଛି। ଆସିକା ଏସ୍ଡ଼ିପିଓ ସୌରଭ ରଞ୍ଜନ ପ୍ରଧାନ ଓ ଥାନା ଅଧିକାରୀ ସୁଧୀର କୁମାର…

ମାଲକାନଗିରି ବୈଦ୍ୟୁତିକ ଶ୍ରମିକ ସଂଘ ପକ୍ଷରୁ ସ୍ଥାନୀୟ ବୈଦ୍ୟୁତିକ ପ୍ରକଳ୍ପଗୁଡ଼ିକରେ ସ୍ଥାନୀୟ ଶ୍ରମିକମାନଙ୍କୁ…

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ହେଉଥିବା ସମସ୍ତ ସ୍ଥାନୀୟ ୱାୟାରିଂ ଏବଂ ମରାମତି ପ୍ରକଳ୍ପଗୁଡ଼ିକରେ ସ୍ଥାନୀୟ ଟେକ୍ନିସିଆନ୍ ଓ ଶ୍ରମିକମାନଙ୍କୁ ସର୍ବାଧିକ ପ୍ରାଥମିକତା ଦେବା ପାଇଁ "ମା ଭୈରବୀ ବୈଦ୍ୟୁତିକ ଶ୍ରମିକ ସଂଘ" ମାଲକାନଗିରି ଜିଲ୍ଲାପାଳ ଓ ଦୌରା ଜଜ୍‌ଙ୍କୁ ଆନୁଷ୍ଠାନିକ…

ଛିନତାଇ ବେଳେ ବାଇକରୁ ଖସିପଡ଼ିଲା ଲୁଟେରା, କାବୁ କଲେ ଲୋକେ…

ଭୁବନେଶ୍ୱର : ଲୁଟ୍ କରୁଥିଲେ, ଗଳି ପଡ଼ିଲେ । ମହିଳାଙ୍କ ବେକରୁ ଚେନ୍ ଲୁଟ୍ ଉଦ୍ୟମ ପଣ୍ଡ । ବାଇକରୁ ଖସି ପଡ଼ିଲା ଲୁଟେରା । ଭୁବନେଶ୍ବର ଏମ୍ସ ହସ୍ପିଟାଲ ସମ୍ମୁଖରେ ଘଟଣା ଘଟିଛି । ରୋଗୀଙ୍କୁ ଏମ୍ସ ହସ୍ପିଟାଲ ନେଇ ଆସିଥିବା ମହିଳାଙ୍କୁ ଟାର୍ଗେଟ କରିଥିଲେ ଲୁଟେରା । ମହିଳାଙ୍କ ବେକରୁ…

ଆସିକା ଭୂ-ବନ୍ଦୋବସ୍ତ କେବଳ ଧର୍ମକୁ ଆଖିଠାର ବଡ଼ ବଡ଼ିଆ ମାନଙ୍କୁ ପଟ୍ଟା ଦିଆ ଯାଉଛି…..!

ବିଧାୟକଙ୍କୁ ଖୁସି କରିବାକୁ ସର୍ଭେ ଓ ପଟ୍ଟା ପ୍ରଦାନ ସାଧାରଣ ଲୋକ ଜଳକା …..?ବ୍ରହ୍ମପୁର :ଆସିକା ସହର ରେ ଦେଶ ସ୍ୱାଧୀନତା ପର ଠାରୁ ଭୂ ବନ୍ଦୋବସ୍ତ ହୋଇନଥିବା ଯୋଗୁଁ ସାଧାରଣ ଜନତା ନାହିଁ ନଥିବା ସମସ୍ୟା ଦେଇ ଗତିକରୁଛନ୍ତି।କିଛି ମାସ ପୂର୍ବେ ରାଜସ୍ୱ ବିଭାଗ ପକ୍ଷରୁ ଲୋକଙ୍କୁ ଭୁଆଁ…

ନୂଆଗାଁ ବ୍ଲକ ପରିସରରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର : ୮୭ଟି ଅଭିଯୋଗ ମଧ୍ୟରୁ ୨୭ଟିର…

ନୟାଗଡ଼: ନୟାଗଡ଼ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଏବଂ ଆରକ୍ଷୀ ଅଧୀକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ଉପସ୍ଥିତ ରହି…

ବିମାନ ଟିକେଟ ମହଙ୍ଗା ନେଇ ସୁପ୍ରିମକୋର୍ଟ କଡ଼ା ଭର୍ତ୍ସନା, ଧାର୍ଯ୍ୟ ନିୟମ ପାଳନ କରିନପାରିଲେ ଉଡ଼ାଣ ବନ୍ଦ କର

ନୂଆଦିଲ୍ଲୀ : ପର୍ବପର୍ବାଣୀ ଏବଂ ଛୁଟି ସମୟରେ ବିମାନ ଟିକେଟ ଦାମ୍ ମହଙ୍ଗା ହେବା ମାମଲାରେ ସୁପ୍ରିମକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି । ଜଷ୍ଟିସ ବିକ୍ରମ ନାଥ ଏବଂ ସନ୍ଦୀପ ମେହତାଙ୍କ ପୀଠ କହିଛି କି, ଯଦି ଏୟାରଲାଇନ୍ସ ଧାର୍ଯ୍ୟ ନିୟମ ପାଳନ କରିପାରୁନାହିଁ, ତେବେ ଉଡ଼ାଣ ବନ୍ଦ କରିଦେଉ…

ଯାଜପୁରରେ ବନ୍ୟା ସ୍ଥିତି ଗମ୍ଭୀର: ଆସନ୍ତା କାଲି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

ଯାଜପୁର: ରାଜ୍ୟରେ ଲଗାଣ ବର୍ଷା ଓ ଉପରମୁଣ୍ଡରୁ ଆସୁଥିବା ବନ୍ୟା ଜଳ କାରଣରୁ ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଯାଜପୁର ଜିଲ୍ଲା ପ୍ରଶାସନ ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୮ ତାରିଖରେ ଜିଲ୍ଲାର ସମସ୍ତ ସରକାରୀ ଓ…

ନିତିନ ନବୀନଙ୍କ ନୂଆ ଟିମ୍ ଘୋଷଣା, ବସୁନ୍ଧରା ଏବଂ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ : ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ନୂଆ ଟିମ୍ ଘୋଷଣା କରିଛନ୍ତି । ରାଷ୍ଟ୍ରୀୟ ଉପସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକଙ୍କଠାରୁ ଆରମ୍ଭ କରି ବିଭିନ୍ନ ମୋର୍ଚ୍ଚାର ସଭାପତି ପର୍ଯ୍ୟନ୍ତ ସାଂଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ ହୋଇଛି । ନିତିନ ନବୀନଙ୍କ ନୂଆ…

ବିରାଜ ପ୍ରୋଫାଇଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ଅନେକ ଶ୍ରମିକ ଆହତ

ମହାରାଷ୍ଟ୍ର : ପାଲଘରର ବୋଇସର ଏମଆଇଡିସିରେ ଭଙ୍କର ବିସ୍ଫୋରଣ । ବୋଇସର ତାରାପୁର ଏମଆଇଡିସି ସ୍ଥିତ ବିରାଜ ପ୍ରୋଫାଇଲ କମ୍ପାନୀରେ ବିସ୍ଫୋରଣ ହୋଇଛି । ପ୍ରାଥମିକ ସୂଚନା ମୁତାବକ, ଉତ୍ପାଦନ ବନ୍ଦ ରହିଥିବା ବେଳେ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ଅନେକ ଆହତ ହୋଇଥିବା ଆଶଙ୍କା…