Sign in
Sign in
Recover your password.
A password will be e-mailed to you.
ରାଜଧାନୀରେ ପୁଣି ଏଟିଏମ୍ ଲୁଟ୍ : ଟଙ୍କା ସହ ତାଡ଼ି ନେଲେ ମେସିନ୍
ଭୁବନେଶ୍ବର: ଟଙ୍କା ସହ ତାଡ଼ି ନେଇଗଲେ ଏଟିଏମ୍। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗର ସ୍ଥିତ ଏସବିଆଇ ଏଟିଏମ୍ ତାଡ଼ି ନେଲେ ଦୁର୍ବୃତ୍ତ। ଏଟିଏମ ମେସିନ୍ ତାଡି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ସୂଚନା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସର ଛାନବିନ ଆରମ୍ଭ କରିଛି ।!-->…
ଦିନ ମଜୁରିଆଙ୍କ ଉପରେ ୧.୯୬ କୋଟି ଟଙ୍କାର ଟ୍ୟାକ୍ସ ଲଗାଇଲା ଜିଏସଟି ବିଭାଗ
ନୂଆଦିଲ୍ଲୀ: ଜଣେ ଦିନ ମଜୁରିଆଙ୍କ ଉପରେ ୧କୋଟି ୯୬ଲକ୍ଷ ଟଙ୍କାର ଟ୍ୟାକ୍ସ ଲଗାଇଛି ଜିଏସଟି ବିଭାଗ। ଯାହାର ରୋଜଗାର ମାସକୁ ମାତ୍ର ୧୬ ହଜାର ଟଙ୍କା ତାଙ୍କୁ ନିକଟକୁ ପୁଣି ଆସିଛି ପାଖାପାଖି ୨କୋଟିର ଇନକମ୍ ଟ୍ୟାକ୍ସ ନୋଟିସ୍। ଏହା କିପରି ସମ୍ଭବ ? ଗୁଜରାଟର ପାଟଣା ଜିଲ୍ଲାରୁ!-->…
ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ୫ ଓ ୬ ରେ କାଉଣ୍ଟରରେ ଏବଂ ୨ ରେ ଅନଲାଇନରେ ଟିକେଟ ବିକ୍ରି
କଟକ : ଫେବ୍ରୁଆରୀ ୯ରେ ବାରବାଟୀରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ୍ । ଆସନ୍ତା ଫେବୃୟାରୀ ମାସ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ। ଅନଲାଇନ୍ ମୋଡ ରେ ବିକ୍ରି ହେବ ମୋଟ ୪ ହଜାର ଟିକେଟ। ଫେବୃଆରୀ ମାସ ୭,୮,୯ ତାରିଖରେ ଅନଲାଇନ୍ ବୁକ୍ କରିଥିବା!-->…
ଓଡ଼ିଶା ସୀମାରେ ହାଇ ଆଲର୍ଟ, ମାଓବାଦୀଙ୍କ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ମାଓଦମନ ଲାଗି ରାଜ୍ୟ ପୋଲିସର ନିରନ୍ତର ପ୍ରୟାସ ଜାରି ରହିଛି। କିଛି ଦିନ ପୂର୍ବେ ଓଡିଶା ସୀମାନ୍ତ ଗରିଆବନ୍ଧରେ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଥିଲେ। ଏହାପରେ ପରେ ଅନେକ ସ୍ଥାନରୁ ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି। ନିରନ୍ତର ମାଓ ବିରୋଧୀ ଅପରେସନ ହେଉଛି। ମାଓ!-->…
ଉତ୍ତରାଖଣ୍ଡରେ ଦୁଇ ଥର ଭୂକମ୍ପ ଝଟକା
ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ସୀମାନ୍ତ ଜିଲ୍ଲା ଉତ୍ତରକାଶୀରେ ଭୂମିକମ୍ପ ଝଟକା ଅନୁଭୂତ । ଶୁକ୍ରବାର ସକାଳ ପ୍ରାୟ ୭.୪୨ ମିନିଟରେ ହୋଇଥିବା ବେଳେ ୮.୨୧ ମିନିଟରେ ଦୁଇଟି ଭୂକମ୍ପ ଝଟକା ହୋଇଥିଲା। ଦ୍ୱିତୀୟ ଥର ଭୂମିକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଲେ। ସେହି!-->…
ରାଜ୍ୟରେ ଆବାସ ସର୍ଭେ ଆରମ୍ଭ, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର : ମନ୍ତ୍ରୀ
ପିପିଲି : ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ଆବାସ ପ୍ଲସ ମୋବାଇଲ୍ ଆପ୍ ଜରିଆରେ ସର୍ଭେ କରାଯିବ । ପିପିଲିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ଆରମ୍ଭ କରି ଏପରି କହିଲେ ମନ୍ତ୍ରୀ ରବିନାରାୟଣ ନାୟକ। ପ୍ରଥମ!-->…
ନୟାଗଡ଼ ଜିଲ୍ଲା ବିଜେପି ସଭାପତି ଘୋଷଣା କୁ ନେଇ ଦ୍ଵନ୍ଦ..!
ନୟାଗଡ଼: ନୟାଗଡ଼ ଜିଲ୍ଲା ବିଜେପି ସଭାପତି କିଏ ହେବ ସେଥିପାଇଁ ଆରମ୍ଭ ହୋଇଛି କସରତ । ଜିଲ୍ଲା ବିଜେପି ସଭାପତି ପଦ ପାଇଁ ୩ ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ଏହି ପଦବୀ ପାଇଁ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସଦସ୍ୟ ତଥା ଯୁବ ଓ କୃଷକ ନେତା ସନ୍ତୋଷ ପ୍ରଧାନ ନାମାଙ୍କନ ଦାଖଲ କରିଥିବା!-->…
ଛତିଶଗଡ଼ରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ଜଣେ କଟକ ନିଆଳିର ଚିହ୍ନଟ
ଭୁବନେଶ୍ୱର: ଛତିଶଗଡ଼ରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ।ଏନ୍କାଉଣ୍ଟରରେ ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ ଓଡ଼ିଆ ଚିହ୍ନଟ ହୋଇଛନ୍ତି। ମୃତ ମାଓବାଦୀ ଜଣଙ୍କ କଟକ ନିଆଳିର ଆଲୋକ ଓରଫ୍ ମୁନ୍ନା ବୋଲି ଜଣାପଡିଛି।
ଆଉ ୨ ଜଣ ନୂଆପଡା ଓ କଳାହାଣ୍ଡିରେ ଛଦ୍ମବେଶରେ!-->!-->!-->…
ଆସିକା ବିଜ୍ଞାପିତ ଅଞ୍ଚଳ : ୮୦ ବର୍ଷର ବୃଦ୍ଧ ବୃଦ୍ଧା ମାନଙ୍କୁ ଭତ୍ତା ବଣ୍ଟନ ରେ ହେଉଛି ପାତର ଅନ୍ତର…..!
ପ୍ରକୃତ ହିତାଧିକାରୀ ପାଉନାହାନ୍ତି ଭତ୍ତା...
ସଦର ମହକୁମା ସୁଭାଷ ଛକ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ
ମାଲକାନଗିରି : ଜିଲ୍ଲାରେ ବିଭିନ୍ନ ସ୍ଥାନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ସଦରରେ ଥିବା ସୁବାସବୋଷ ଛକରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅରପଣ କରାଯାଇ ତାଙ୍କର ସ୍ମୂର୍ତି ଚାରଣ କରାଯାଇଛି। ସେହିପରି!-->…