Sign in
Sign in
Recover your password.
A password will be e-mailed to you.
ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ!
ଛତ୍ରପୁର: ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ ଜଣ ଓ ପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ!-->…
ଟ୍ରମ୍ପଙ୍କ ଧମକ ପରେ ନରମିଲା ରୁଷ, କହିଲା ଆଲୋଚନା ପାଇଁ ପ୍ରସ୍ତୁତ
ମସ୍କୋ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ପରେ ଯୁଦ୍ଧ ଶେଷ କରିବାକୁ ରୁଷକୁ କହିଛନ୍ତି। ଏହାପରେ ରୁଷର ବୟାନ ଆସିଛି । ରୁଷ୍ ମଧ୍ୟ ଏବେ ଯୁଦ୍ଧ ଶେଷ କରିବାକୁ ପ୍ରସ୍ତୁତ ବୋଲି କହିଥିବା ବେଳେ ଏଭଳି ଆଲୋଚନା ପାରସ୍ପରିକ ସମ୍ମାନ ଉପରେ ଆଧାରିତ ହେବା ଉଚିତ ବୋଲି!-->…
ରାଜପାଲ ଯାଦବଙ୍କ ସମେତ ୪ କଳାକାରଙ୍କୁ ହତ୍ୟା ଧମକ, ପାକିସ୍ତାନରୁ ଆସିଲା ଇମେଲ
ମୁମ୍ବାଇ ୨୩।୦୧; ୪ ବଲିଉଡ ଷ୍ଟାରଙ୍କୁ ହତ୍ୟା ଧମକ ମିଳିଛି । ପାକିସ୍ତାନରୁ ଇ-ମେଲ ଜରିଆରେ ହତ୍ୟା ଧମକ ଦିଆଯାଇଥିବା ସୂଚନା ରହିଛି । କପିଲଙ୍କ ସମେତ କମେଡିଆନ ରାଜପାଲ ଯାଦବ, ସୁଗନ୍ଧା ମିଶ୍ରା ଓ ଡାନ୍ସ କୋରିଓଗ୍ରାଫର ରେମୋ ଡିସୁଜାଙ୍କୁ ମଧ୍ୟ ହତ୍ୟା ଧମକ ଆସିଥିବା ଖବର ମିଳିଛି ।!-->…
ସୁରକ୍ଷାକର୍ମୀଙ୍କୁ ସଫଳତା, ମାଲକାନଗିରି ସୀମାନ୍ତରୁ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ
ମାଲକାନଗିରି ୨୩।୦୧ : ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଅସ୍ତ୍ରଶସ୍ତ୍ର ତିଆରି କାରଖାନା ଠାବ ହୋଇଛି। ଏହାସହ ଏକ ଅସ୍ତ୍ର ଶସ୍ତ୍ର ତିଆରି ଉପକରଣ ମଧ୍ୟ ଜବତ କରିଛନ୍ତି ସୁରକ୍ଷା କର୍ମୀ ।ଖବର ଅନୁଯାୟୀ, ଛତିଶଗଡ଼ ସୁକମା ଜିଲ୍ଲାରେ!-->…
ସୀମା ଟପିଗଲା ସ୍ୱାମୀର ବର୍ବରତା, ସ୍ତ୍ରୀକୁ ମାରି କୁକରରେ ରାନ୍ଧିଲା, ଅବିଶିଷ୍ଟାଂଶକୁ ଭସାଇଲା ହ୍ରଦରେ
ହାଇଦ୍ରାବାଦ ୨୩/୦୧: ସୀମା ଟପିଗଲା ସ୍ୱାମୀର ବର୍ବରତା । ସ୍ତ୍ରୀକୁ ମାରି କୁକରରେ ରାନ୍ଧିଲା । ଖାଲି ରାନ୍ଧିଲାନି ତ ଅବିଶିଷ୍ଟାଂଶକୁ ଭସାଇଦେଲା ହ୍ରଦରେ । ହାଇଦ୍ରାବାଦରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ଘଟାଇଛନ୍ତି ଏପରି ଜଘନ୍ୟ କାଣ୍ଡ । ହାଇଦ୍ରାବାଦ ମୀରପେଟ୍ ଥାନା ଅଞ୍ଚଳରେ!-->…
୨ ଗୁଣା ସ୍ପିଡ୍ରେ ବଢିବ ଡିଜିଟାଲ ଅର୍ଥନୀତି, ୨୦୩୦ ସୁଦ୍ଧା GDPରେ ଯୋଗଦାନ ଏକ-ପଞ୍ଚମାଂଶ: ଆଇଟି ମନ୍ତ୍ରଣାଳୟ
ନୂଆଦିଲ୍ଲୀ: ଭାରତର ଡିଜିଟାଲ୍ ଅର୍ଥନୀତି ବର୍ତ୍ତମାନ ପ୍ରାୟ ୧୧.୮ ପ୍ରତିଶତ ହାରରେ ବଢୁଛି ବୋଲି ଆଇଟି ମନ୍ତ୍ରଣାଳୟ ସୂଚନା ଦେଇଛି । କେବଳ ଏତିକି ନୁହେଁ, ଆଗାମୀ ୬ ବର୍ଷରେ ଏହା ଦ୍ୱିଗୁଣା ସ୍ପିଡ୍ରେ ବଢିବ । ଡିଜିଡାଲ୍ ଅର୍ଥନୀତି ଉପରେ ଆଇଟି ମନ୍ତ୍ରଣାଳୟ ପକ୍ଷରୁ ଜାରି ରିପୋର୍ଟରେ!-->…
ଟୋରେସ ପୋଞ୍ଜି ସମ୍ପର୍କିତ ମନିଲଣ୍ଡ୍ରିଂ ମାମଲାରେ ED କାର୍ଯ୍ୟାନୁଷ୍ଠାନ, ମୁମ୍ବାଇ ଓ ଜୟପୁରର ୧୦ରୁ ଅଧିକ ସ୍ଥାନରେ…
ମୁମ୍ବାଇ ୨୩।୧ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଟୋରେସ ନିବେଶ ନାମକ ଏକ ଠକେଇ ମାମଲାରେ କାର୍ଯ୍ୟାନୁଷ୍ଠାନ କରିଛି। ଏହି ମାମଲାରେ ଅନେକ ନିବେଶକ କଥିତ ରୂପେ ଠକେଇର ଶିକାର ହୋଇଛନ୍ତି। ଏଥି ପାଇଁ ମୁମ୍ବାଇ ଓ ଜୟପୁରର ୧୦ରୁ ୧୨ଟି ସ୍ଥାନରେ ଚଢଉ ହୋଇଛି। ଉଲ୍ଲେଖଯୋଗ୍ୟ ଯେ!-->…
ପୁରୁଷମାନେ ସମ୍ମୁଖୀନ ହେଉଥିବା ଚ୍ୟାଲେଞ୍ଜଗୁଡ଼ିକୁ ଅଣଦେଖା କରିବା ଉଚିତ୍ ନୁହେଁ: ହାଇକୋର୍ଟ
ବେଙ୍ଗାଲୁରୁ: ଏକ ଛାଡପତ୍ର ମାମଲାର ଶୁଣାଣି କରିବା ସମୟରେ, କର୍ଣ୍ଣାଟକ ହାଇକୋର୍ଟର ଜଣେ ମହିଳା ବିଚାରପତି ଲିଙ୍ଗ ସମାନତା ଏବଂ ପୁରୁଷମାନଙ୍କ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଥିଲେ। ମହିଳା ବିଚାରପତି କହିଛନ୍ତି ଯେ ସମାଜରେ ପୁରୁଷମାନେ ସମ୍ମୁଖୀନ ହେଉଥିବା ଚ୍ୟାଲେଞ୍ଜଗୁଡ଼ିକୁ!-->…
୩,୨୭୨ କୋଟି ଟଙ୍କାର ୫ଟି ମେଗା ଲିଫ୍ଟ ଇରିଗେସନ୍ ଟେଣ୍ଡର ରଦ୍ଦ…
ଭୁବନେଶ୍ୱର : ଦୀର୍ଘବର୍ଷ ଧରି ଯେଉଁ ପିଟିସନକୁ ବିଭାଗ ଗୁରୁତ୍ୱ ନଦେଇ ଡଷ୍ଟବିନକୁ ଫିଙ୍ଗି ଦେଉଥିଲା, ଏବେ ସେହି ପିଟିସନକୁ ଆଳ କରି ୩୨୭୨.୧୮ କୋଟି ଟଙ୍କାର ୫ଟି ମେଗା ଲିଫ୍ଟ ଇରିଗେସନ୍ ଟେଣ୍ଡରକୁ ବାତିଲ କରିଛି। ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ରାଜ୍ୟ ବାହାରର ଠିକାଦାରୀ ସଂସ୍ଥାକୁ!-->…
ଭାରତ ସୀମାରେ ବଙ୍କର ତିଆରି କଲା ବାଂଲାଦେଶର ବର୍ଡର ଗାର୍ଡ୍ସ
ମାଲଦା: ବାଂଲାଦେଶର ଦୁଃସାହସ ଦିନକୁ ଦିନ ବଢିଚାଲିଛି। ପୂର୍ବରୁ ସୀମାରେ ଭାରତର ବାଡ଼ ନିର୍ମାଣ କାମରେ ପ୍ରତିବନ୍ଧକ ସୃଷ୍ଟି କରିବା ପରେ ବାଂଲାଦେଶର ସୀମା ସୁରକ୍ଷା ବାହିନୀ (ବର୍ଡର ଗାର୍ଡ୍ସ) ଏବେ ସୀମାରେ ବଙ୍କର ନିର୍ମାଣ କାମ ଆରମ୍ଭ କରିଛି । ଏହା ସହିତ ସୀମାବର୍ତ୍ତି ଇଲାକାର!-->…