Sign in
Sign in
Recover your password.
A password will be e-mailed to you.
ନୀତୀଶ କୁମାର ଓ ବିଜେପି: କେନ୍ଦ୍ରରେ କୋଳାକୋଳି, ମଣିପୁରରେ କଳି!
ନୂଆଦିଲ୍ଲୀ :ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପଲଟୁ ରାମ ଭାବେ ବେଶ ପରିଚିତ। କେତେବେଳେ ସେ କେନ୍ଦ୍ର ସପକ୍ଷରେ ତ କେତେବେଳେ କେନ୍ଦ୍ର ବିପକ୍ଷରେ। ଏବେ ସେ କେନ୍ଦ୍ରରେ କ୍ଷମତାସୀନ ଏନଡିଏର ଅଂଶ ବିଶେଷ। ତାଙ୍କ ଦଳ ଜେଡିୟୁର କିଛି ସଦସ୍ୟ କେନ୍ଦ୍ରରେ ମନ୍ତ୍ରୀ ବି ହୋଇଛନ୍ତି। ଜେଡିୟୁ ଓ!-->…
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ମୁମ୍ବାଇ : ହସ ଖୁସିରେ ଟ୍ରେନରେ ଯାତ୍ରା କରୁଥିଲେ। ନିଜର ଗନ୍ତବ୍ୟ ସ୍ଥଳରୁ ସମସ୍ତେ ଅପେକ୍ଷା କରି ରହିଥିଲେ। ହେଲେ ଅଧା ବାଟରେ ଘଟିଲା ଅଘଟଣ। ଟ୍ରେନରେ ନିଆଁ ଲାଗି ଯାଇଥିବା ଭାବି କିଛି ଲୋକ ଚେନ୍ ଭିଡ଼ି ଏହାକୁ ଅଟକାଇ ଦେଲେ। ବାସ୍ ଗୁଜବରେ ବିଶ୍ୱାସ କରି କିଛି ଲୋକ ଟ୍ରେନରୁ ତଳକୁ ଡେଇଁ!-->…
ବରଫ ପାଲଟିଲା ଆମେରିକା: ପ୍ରବଳ ତୁଷାରପାତ ଯୋଗୁ ୨୧୦୦ ବିମାନ ଉଡ଼ାଣ ବାତିଲ
ୱାଶିଂଟନ: ନିକଟରେ ଆମେରିକାର କେତେକ ଅଞ୍ଚଳରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଥିଲା। ଅନ୍ୟପକ୍ଷରେ, ଦକ୍ଷିଣ ଆମେରିକାରେ ଅତ୍ୟଧିକ ଥଣ୍ଡା ଅନୁଭୂତ ହେଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରବଳ ତୁଷାରପାତ ଯୋଗୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଦକ୍ଷିଣ ଆମେରିକାରେ ପ୍ରବଳ ତୁଷାରପାତ ଯୋଗୁ!-->…
ଟ୍ରମ୍ପ ରାଷ୍ଟ୍ରପତି ହେବାର ଦୁଇ ଦିନ ମଧ୍ୟରେ ଅଶୋଧିତ ତୈଳ ମୂଲ୍ୟରେ ବ୍ୟାରେଲ ପିଛା ପ୍ରାୟ ୨ ଡଲାର ହ୍ରାସ
ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବେ କ୍ଷମତା ଗ୍ରହଣ କରିବା ପରଠାରୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ୨ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି। ଯାହା ପରେ ମୂଲ୍ୟ ବ୍ୟାରେଲ ପିଛା ୭୯ଡଲାରକୁ ଖସି ଆସିଛି। ବିଶେଷଜ୍ଞମାନଙ୍କ ଅନୁସାରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପରେ!-->…
କେଜ୍ରିୱାଲ ନା ଫର୍ଜିୱାଲ? ଏମିତି କହି ଆପକୁ କଡା ଟାର୍ଗେଟ କଲେ କଂଗ୍ରେସ ନେତା
ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ଦଳମାନଙ୍କ ମଧ୍ୟରେ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଫେବୃଆରୀ ୫ ତାରିଖରେ ଭୋଟ ଗ୍ରହଣ କରାଯିବ। ନିର୍ବାଚନ ଫଳାଫଳ ଫେବୃଆରୀ ୮ ତାରିଖରେ ଘୋଷଣା କରାଯିବ। ଏହି ସମୟରେ, ବିଜେପି, ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ପରସ୍ପରକୁ କଡ଼ା ଟାର୍ଗେଟ!-->…
ଅଯୋଗ୍ୟ ରାସନ୍ କାର୍ଡଧାରୀ ସରେଣ୍ଡର୍ କରନ୍ତୁ, ନଚେତ୍ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ଵର : ଅଯୋଗ୍ୟ ରାସନ୍ କାର୍ଡ ହିତାଧିକାରୀଙ୍କୁ ତାଗିଦ୍ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଯଦି କେହି ଅଯୋଗ୍ୟ ହିତାଧିକାରୀ ଅଛନ୍ତି, ତେବେ ତୁରନ୍ତ ସରେଣ୍ଡର କରିଯାଆନ୍ତୁ। ଯଦି ସରେଣ୍ଡର ନକରିବେ , ତାହାଲେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ!-->…
ଆଖି ନାହିଁ କାନ ନାହିଁ ବାଜିଗଲେ ଦୋଷ ନାହିଁ ନୀତି ରେ ଦୁର୍ଘଟଣା ଘଟାଇଥିବା ଚୋରା ବାଲି ବୋଝେଇ ହାଇୱା…
ଦୁର୍ଘଟଣା ଗାଡିଟିକୁ ଛାଡି ଦେବାକୁ ପୋଲିସ କରୁଛି ଫିକ୍ସଙ୍ଗ....!!
ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି
ଭୁବନେଶ୍ବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା!-->…
ଇ.କେ.ୱାଇ.ସି ନାମରେ ସୁଭଦ୍ରା ହିତାଧିକାରୀ ମାନଙ୍କୁ ପ୍ରଶାସନ ପକ୍ଷରୁ ବାରମ୍ବାର ଫୋନ କଲ ….!
ହିତାଧିକାରୀଙ୍କ ମଧ୍ୟର ଅସନ୍ତୋଷ ବୃଦ୍ଧି …..!
ବ୍ରହ୍ମପୁର: ନୂତନ ସରକାରଙ୍କ ନୂଆ ଯୋଜନା ସୁଭଦ୍ରା ପ୍ରଥମ କିସ୍ତି ଟଙ୍କା ଦେବାର ବିଭିନ୍ନ ଆଳ ଯୋଗୁଁ ହିତାଧିକାରୀ ମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ସୁଭଦ୍ରା ଯୋଜନା ରୁ ଏବେବି ବହୁ ହିତାଧିକାରୀ ଟଙ୍କା ପାଇନାହାନ୍ତି। ପ୍ରଶାସନ!-->!-->!-->…
ରାଜ୍ୟ କ୍ୟାବିନେଟ୍ରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସହ ଅନ୍ୟ ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ!-->…