ପୁଣି ଥରେ ବ୍ରହ୍ମପୁର ମହାନଗର ନିଗମର କର୍ପୋରେଟର ଦୁଇ ଗୋଷ୍ଠୀ ମଧ୍ୟରେ ଚକାପଞ୍ଜା, କର୍ପୋରେସନ ବୈଠକକୁ ନେଇ ବଢୁଛି…

ବ୍ରହ୍ମପୁର : କିଛି ଦିନରେ ବ୍ୟବଧାନ ପରେ ବ୍ରହ୍ମପୁର ମହାନଗର ନିଗମରେ କର୍ପୋରେଟର ଙ୍କ ମଧ୍ୟରେ ତେଜୁଛି ଅସନ୍ତୋଷ।ପରିଷଦ ବୈଠକକୁ ନେଇ ଆରମ୍ଭ ହୋଇଛି ଆରପପ୍ରତ୍ୟରୋପ। କିଛିଦିନ ତଳେ ରାମଲିଙ୍ଗେଶ୍ୱର ଉଦ୍ୟାନକୁ ନେଇ ହୋଇଥିଲା ଚକାପଞ୍ଜା। ଶଙ୍ଖ ଭବନରୁ ହସ୍ତକ୍ଷେପ ପରେ ପଡିଥିଲା…

ଫେବୃଆରୀ ୧୩ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶ‌ନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍‌ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍‌ ଉପସ୍ଥାପନ…

ଏଣିକି ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ ଏମବିଏ (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ । ଏନେଇ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଆଇଜିଏନଓୟୁ) ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ଏମବିଏପୁସ୍ତକ ପ୍ରସ୍ତୁତ କରିଛି । ଏନେଇ ସୂଚନା…

ହଂସପାଳ ଫ୍ଲାଏଓଭରକୁ ଉଦଘାଟନ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରର ହଂସପାଳରେ ଜାତୀୟ ରାଜପଥ-୧୬ର ବହୁ ପ୍ରତୀକ୍ଷିତ ଫ୍ଲାଏଓଭରକୁ ମଙ୍ଗଳବାର ଦିନ ସାଂସଦ ଅପରାଜିତା ଷଡଙ୍ଗୀ ଉଦଘାଟନ କରିଛନ୍ତି। ତେବେ ୧୮ ମାସ ମଧ୍ୟରେ ସମାପ୍ତ ହେବାକୁ ଥିବା ଏହି ପ୍ରକଳ୍ପକୁ ଶେଷ ହେବା ପାଇଁ ପାଞ୍ଚ ବର୍ଷ ଲାଗିଥିଲା। ୬୦୦ ମିଟର ଫ୍ଲାଏଓଭର…

୬ ଦିନ ପରେ ହସ୍ପିଟାଲରୁ ଘରକୁ ଫେରିଲେ ସୈଫ୍ ଅଲ୍ଲୀ ଖାନ୍, ବଢିଲା ସୁରକ୍ଷା ବ୍ୟବସ୍ଥା

ମୁମ୍ବଇ : ମେଡିକାଲରୁ ଘରକୁ ଫେରିଲେ ସୈଫ ଅଲ୍ଲୀ ଖାନ୍ । ସନ୍ଧ୍ୟା ୫ଟାରେ ନିଜ ପରିବାରଲୋକଙ୍କ ସହିତ ହସ୍ପିଟାଲରୁ ଘରକୁ ଫେରିଛନ୍ତି ସୈଫ ଅଲ୍ଲୀ ଖାନ୍ । ସମ୍ପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ତାଙ୍କୁ ଆଉ କିଛି ଦିନ ଆରାମ କରିବାକୁ ପଡିବ  ବୋଲି ଡାକ୍ତର ପରାମର୍ଶ ଦେଇଛନ୍ତି । ଡାକ୍ତରଙ୍କ…

ନରସଂହାର ବନ୍ଦ ହେବା ଉଚିତ: ସିପିଆଇ-ଏମ୍‌ଏଲ୍‌

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ସିପିଆଇ ମାସ ଲାଇନ (ଏମ୍‌ଏଲ୍‌)ର ରାଜ୍ୟ ସଚିବ ପି.ଗଙ୍ଗା ରାଓ ଆଜି ପ୍ରେସ ବିଜ୍ଞପ୍ତିରେ ଛତିଶଗଡରେ ହେଉଥିବା ନରସଂହାରକୁ ବନ୍ଦ କରିବା ଦରକାର ବୋଲି ଦାବି କରିଛନ୍ତି। ଅନେକ ଏନକାଉଣ୍ଟର ନାମରେ କେନ୍ଦ୍ର ଓ ରାଜ୍ୟ ସରକାର ଛତିଶଗଡ଼ରେ ଆଦିବାସୀ ତଥା…

ସାଲୁଜାଙ୍କ ବିସ୍ଫୋରକ ବୟାନ, ହତ୍ୟା ପୂର୍ବରୁ ନବ ଦାସଙ୍କୁ କୋଲ୍‌‌ ବ୍ଲକରୁ ଦୂରେଇ ରହିବାକୁ କୁହାଯାଇଥିଲା

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକୁ ନେଇ କଂଗ୍ରେସର ବରିଷ୍ଠ ନେତା ସନ୍ତୋଷ ସିଂ ସାଲୁଜା ବିସ୍ଫୋରକ ବୟାନ ଦେଇଛନ୍ତି। ଶ୍ରୀ ସାଲୁଜା କହିଛନ୍ତି ଯେ ହତ୍ୟା ପୂର୍ବରୁ ସ୍ୱର୍ଗତ ନବ ଦାସଙ୍କୁ କୋଲ୍‌‌ ବ୍ଲକରୁ ଦୂରେଇ ରହିବାକୁ କୁହାଯାଇଥିଲା। ସେତେବେଳର ଏସପି ଓ ଜିଲାପାଳ…

ଏନକାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ମୃତ, ୧୯ ଜଣ ମାଓବାଦୀଙ୍କ ମୃତଦେହ ଜବତ

ନୂଆପଡ଼ା: ନୂଆପଡ଼ା ନିକଟ ଓଡ଼ିଶା ସୀମାନ୍ତରେ ସୁରକ୍ଷା ବାହିନୀକୁ ବଡ଼ଧରଣର ସଫଳତା ମିଳିଛି। ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଓ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୧୯ ଜଣ ମାଓବାଦୀଙ୍କ ମୃତଦେହ ଜବତ ହୋଇଛି। ଏନ୍‌କାଉଣ୍ଟରରେ ଏକ କୋଟି ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ‘ଚିକିତ୍ସା ସେବା ଠିକରେ ଚାଲିଛି, ସରକାର ସଜାଗ ଅଛନ୍ତି’

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ଏଥିରେ ୩ ଜଣଙ୍କର ଜୀବନ ଯାଇଥିବା ବେଳେ, ଅନେକ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । …

ଦିଲ୍ଲୀ-ଏନସିଆରରେ ଚାକିରିଆଙ୍କ ସମସ୍ୟା ଦୂର, ଉଡିକି ଯିବେ ଅଫିସ୍

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ରହୁଥିବା ଲୋକମାନେ ନିଜ ଅଫିସ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାର ମୁଖ୍ୟ କାରଣ ଟ୍ରାଫିକ୍ ସମସ୍ୟା । କିନ୍ତୁ ଖୁବ୍ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ । ବଜାରକୁ ଏମିତି ଏୟାର ଟ୍ୟାକ୍ସି ଆସିବାକୁ ଯାଉଛି ଯେଉଁଥିରେ ମାତ୍ର କିଛି ସମୟରେ ଆପଣ…