ଘରୋଇ ମେସ୍‌ରୁ ୪ ଛାତ୍ର ନିଖୋଜ

ବାଲେଶ୍ବର: ଘରୋଇ ମେସ୍‌ରେ ଅତ୍ୟାଚାର କାରଣରୁ ମେସ୍ ଛାଡ଼ି ପଳାଇଲେ ୪ ଜଣ ଛାତ୍ର । ଯାହାକୁ ନେଇ ଥାନାର ଦ୍ବାରସ୍ଥ ହୋଇଛନ୍ତି ଅଭିଭାବକମାନେ । ଘରୋଇ ମେସ୍‌ରେ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ କରିଛନ୍ତି । ଏହି କାରଣରୁ ସମସ୍ତ ୪ ଛାତ୍ର ମେସ୍ ଛାଡ଼ି ନିଖୋଜ ଥିବା ପୋଲିସ ଆଗରେ ଅଭିଯୋଗ

ବୀଣାପାଣି ନୋଡାଲ ସ୍କୁଲର ପ୍ରଧାନଶିକ୍ଷକ ସସପେଣ୍ଡ, ମଦ ପିଇ ଲୋକଙ୍କୁ କରୁଥିଲେ ଗାଳି ଗୁଲଜ

ଭଦ୍ରକ: ମଦ ପିଇ ସ୍କୁଲକୁ ଆସୁଛନ୍ତି ପ୍ରଧାନ ଶିକ୍ଷକ। କେବଳ ଏତିକି ନୁହେଁ ସ୍କୁଲ ସମୟରେ ବଜାରକୁ ଯାଇ ମଦ ପିଇ ଲୋକଙ୍କୁ ଗାଳି ଗୁଲଜ କରୁଛନ୍ତି। ଏହି ଘଟଣା ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ସରକାରୀ ନୋଡାଲ ୟୁପିଏମଇ ସ୍କୁଲ ପ୍ରଧାନ

ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

କନ୍ଧମାଳ: ସମଗ୍ର ରାଜ୍ୟରେ ଲାଗି ରହିଛି ବର୍ଷାର ପ୍ରକୋପ । ସହରାଞ୍ଚଳରେ ଜଳବନ୍ଦୀ ଓ ଜଳ ଜମିବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି)କୁ ହାଇଆଲର୍ଟରେ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ତେବେ ଲଗାଣ ବର୍ଷାକୁ ଦୃଷ୍ଟିରେ

ଗୋପାଳପୁର ଥାନା ନାରାୟଣ ପୁର ଗାଁରେ ଚାଲିଛି କଙ୍ଗାରୁ କୋର୍ଟ ଅର୍ଥ ଦଣ୍ଡ ସହ କରାଯାଉଛି ସାମାଜିକ ବାସନ୍ଦ …..!

ସଂଘ ନାମରେ ଚାଲିଛି କଙ୍ଗାରୁ କୋର୍ଟ...! ପୋଲିସ ସାଜିଛି ଜଳକା…..! ପ୍ରଶାସନ ନିଦା ବିଷ୍ଣୁ ଗୁହାରୀ ଶୁଣିବ କିଏ...??ବ୍ରହ୍ମପୁର: ଏବେ ବି ସମାଜ ରେ ସାମାଜିକ ବାସନ୍ଦ ପ୍ରଥା ପ୍ରଚଳିତ ହୋଇ ଆସୁଛି।ଏମିତି ଏକ ଘଟଣା ଆମର ହସ୍ତଗତ ହୋଇଛି। ଗଞ୍ଜାମ ଜିଲ୍ଲାର ଗୋପାଳପୁର ଥାନା ଅଞ୍ଚଳ

ଦ୍ବିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ): ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବରେ ପରିଚିତ ନୟାଗଡ଼ ଜିଲ୍ଲା ରଣପୁରର ଶ୍ରୀ ଜଗନ୍ନାଥ ମନ୍ଦିରରେ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ବିଶ୍ବ ପ୍ରସିଦ୍ଧ ରଥ ଯାତ୍ରାକୁ ଶୃଙ୍ଖଳିତ ଏବଂ ସୁ ପରିଚାଳନା କରିବାକୁ ନେଇ ପଞ୍ଚାୟତ ସମିତି ସଭାଗୃହରେ ରଣପୁର ତହସିଲଦାର

ବଡା ଛତୁ କିଲୋ ୧୨ଶହ ଟଙ୍କା : ଦର ବଢ଼ିଲେ ମଧ୍ୟ କମୁନି ଚାହିଦା, ଖାଉଟି ଚିନ୍ତାରେ

ଉମରକୋଟ / ଝରିଗାଁ : ନବରଙ୍ଗପୁର ଜିଲ୍ଲାର ଝରିଗାଁ ବ୍ଲକରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ବଜାରରେ ବଡା ଛତୁ ବିକ୍ରି ହେଉଥିବା ଦେଖିବାକୁ ମିଳିଛି। ବଜାରରେ ଏହାର ଦର କିଲୋ ପିଛା ପ୍ରାୟ ୧୨ଶହ ଟଙ୍କା ରହିଥିବା ବେଳେ ଏହି ଅଧିକ ଦର ସତ୍ତ୍ୱେ ମଧ୍ୟ ଏହାର ଚାହିଦା କମିନଥିବା ଦେଖାଯାଇଛି। ଫଳରେ

କୋଟିଆ ବିକାଶ ସମୀକ୍ଷା ବୈଠକ ଅନୁଷ୍ଠିତ

କୋରାପୁଟ : କୋଟିଆ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲ୍ଲାର ସମସ୍ତେ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ସକ୍ରିୟ

କୋଟିଆ ବିକାଶ ସମୀକ୍ଷା ବୈଠକ ଅନୁଷ୍ଠିତ

କୋରାପୁଟ : କୋଟିଆ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲ୍ଲାର ସମସ୍ତେ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ସକ୍ରିୟ

ଲାଗୁ ହେଲା VB-G RAM G ଆଇନ ; ମିଳିବ ୧୨୫ ଦିନର ନିଯୁକ୍ତି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୧ ଜୁଲାଇରୁ “ଭାରତର ବିକାଶ – ନିଯୁକ୍ତି ଏବଂ ଜୀବିକା ମିଶନ (ଗ୍ରାମୀଣ) ଆଇନ, ୨୦୨୫” (VB-G RAM G) ଆଇନ କାର୍ଯ୍ୟକାରୀ କରିଛନ୍ତି। ଯାହା ଗ୍ରାମୀଣ ନିଯୁକ୍ତି ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି। ସରକାର ନୂଆ ଗ୍ରାମୀଣ ନିଯୁକ୍ତି ଯୋଜନା ଅଧୀନରେ

ପାକିସ୍ତାନ ଉପରେ ଡ୍ରୋନ୍ ମାଡ଼ କଲା ଆଫଗାନିସ୍ତାନ

ଇସଲାମାବାଦ: ଆଫଗାନିସ୍ତାନରେ ଶାସନ କରୁଥିବା ତାଲିବାନ, ପାକିସ୍ତାନ ଉପରେ ଡ୍ରୋନ୍ ମାଡ଼ କରିଛି। ତାଲିବାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଆକ୍ରମଣକୁ ସ୍ପଷ୍ଟ କରିବା ସହ କହିଛନ୍ତି ଯେ ସେମାନେ ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ (ISIS-K), ଏକ ଆତଙ୍କବାଦୀ ସଂଗଠନ ସହିତ ଜଡିତ