କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋଣାର୍କ : କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ । ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶା ସମେତ ୧୬ଟି ଖଣି ବହୁଳ…

ରାଜ୍ୟରେ ପୂରଣ ହେବ ନୂଆ ଦୁଇ ହଜାର ଟ୍ରାଫିକ୍ ପୋଲିସ ପଦବୀ

ଭୁବନେଶ୍ୱର: ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ…

ଜୁଆଆଡ୍ଡା ରେ ଚଢ଼ଉ: ୧୦ ଜଣ ଜୁଆଡ଼ି ଗିରଫ…

ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ରୋହିବାଙ୍କ ପଞ୍ଚାୟତ ନାଉଖାଲ ନିକଟରେ ଏକ ଜୁଆଆଡ୍ଡା ରେ ପୁଲିସ ଚଢ଼ଉ କରି ୧୦ ଜଣକୁ ଗିରଫ କରାଯାଇଛି।ନାଉଖାଲ, ଜାମୁ ପାଟଣା, ଲଣ୍ଡାବାଦୁ ଅଞ୍ଚଳରେ ଦୀର୍ଘ ଦିନ ହେବ କେତେକ ଆନ୍ତଃଜିଲ୍ଲା ଜୁଆଡି ସହିତ କେତେକ ସ୍ଥାନୀୟ ଲୋକ…

ପ୍ରଶାସନ ର ଛତ୍ରଛାୟା ତଳେ କପିପେଷ୍ଟ ଗୋଦି ମିଡ଼ିଆ : ବଟି ଆଦାୟ ଓ ପ୍ରଶାସନ ର ଦଲାଲି ରେ ଧୁରନ୍ଧର …..!

ବ୍ରହ୍ମପୁର: ଆଜି କାଲି ବ୍ରାଣ୍ଡେଡ ସାମଗ୍ରୀ ର ଚାହିଦା କୁ ଦେଖି ସେହି ନାମକୁ ନକଲି କରି ବଜାର ରେ ବିକ୍ରି କରାଯାଉଥିବା ଘଟଣା ଦିନକୁ ଦିନ ବୃଦ୍ଧି ହେଉଛି। ଠିକ ସେହିପରି ସାମ୍ବାଦିକ ପେସା କୁ କିଛି ଗୋଦି ମିଡ଼ିଆ ଢାଲ କରିବା ସହ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ରେ ବଟି…

ଅଂଶୀଦାରଙ୍କ ସହ ଆଲୋଚନା କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଆଜି ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡିତ ବିଭିନ୍ନ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଶିଳ୍ପ ସଂଘର ଅଂଶୀଦାରମାନଙ୍କ ସହିତ ଏକ ପାରସ୍ପରିକ ଆଲୋଚନା କରିଥିଲେ। ଭୁବନେଶ୍ୱରସ୍ଥିତ ନାଲକୋ ଭବନରେ…

ଜ୍ଞାନେନ୍ଦ୍ର ପ୍ରତାପ ସିଂହ ସିଆରପିଏଫ ର ନୂଆ ଡିଜି ନିଯୁକ୍ତ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜ୍ଞାନେନ୍ଦ୍ର ପ୍ରତାପ ସିଂହଙ୍କୁ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ)ର ନୂଆ ଡିଜି ନିଯୁକ୍ତ କରିଛନ୍ତି । ବିଭାଗୀୟ ଆଦେଶ ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତିୟ ସମିତି ମଞ୍ଜୁରି ଦେଇଛି । କାର୍ମିକ…

ଚିଲିକାରେ ଫସିଲେ ୫୦ ଯାତ୍ରୀ

ବ୍ରହ୍ମଗିରି: ଚିଲିକା ଜଳରାଶିରେ ରବିବାର ଅପରାହ୍‌ଣରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ଯାଇଛି। ଏହି ଅଘଟଣ ପାଇଁ ୫୦ ଜଣ ଯାତ୍ରୀ ଦୀର୍ଘ ସମୟ ପର୍ଯ୍ୟନ୍ତ ଫସିଛନ୍ତି। ସେମାନଙ୍କୁ ଅନ୍ୟ ଡଙ୍ଗା ସାହାଯ୍ୟରେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଯାନ୍ତ୍ରିକ ତ୍ରୁଟି ପାଇଁ ଏହିଭଳି ପରିସ୍ଥିତି…

ଅଣଗେଜେଟେଡ ବନସେବା ସଂଘର ଜିଲ୍ଲାସ୍ତରୀୟ ସମ୍ମିଳନୀ ଓ କର୍ମକର୍ତା ଚୟନ

ଓଡିଶା ଅଣ ଗେଜେଟେଡ଼ ବନ ସେବା ସଙ୍ଘର ନବମ ଦ୍ଵିବାର୍ଷିକ ସାଧାରଣ ଅଧିବେଶନ ମାଲକାନଗିରି : ଆଜି ସ୍ଥାନୀୟ ହୋଟେଲ ରାଜଶ୍ରୀ ପ୍ୟାଲେସ ଠାରେ ଓଡିଶା ଅଣ ଗେଜେଟେଡ଼ ବନ ସେବା ସଙ୍ଘର ନବମ ଦ୍ଵିବାର୍ଷିକ ସାଧାରଣ ଅଧିବେଶନ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ…

ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ; ସମ୍ବିଧାନ, ଗଣତନ୍ତ୍ର ଏବଂ ମହାକୁମ୍ଭ ପ୍ରସଂଗ ଉଠାଇଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜାରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ରେଡିଓ କାର୍ଯ୍ୟକ୍ରମର ୧୧୮ତମ ଭାଗରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରସଂଗରେ ଆଲୋକପାତ କରିଛନ୍ତି । ବାବା ସାହେବ ଭୀମରାଓ ଆମ୍ବେଦକର, ରାଜେନ୍ଦ୍ର…

ପୁଣି ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ

ପୁରୀ: କଡା ସୁରକ୍ଷା ସତ୍ବେ ପୁଣି ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ ହୋଇଛି । ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ବ୍ୟକ୍ତିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶ୍ରୀମନ୍ଦିର ବେଢାର ଜଗମୋହନ ଓ ଗରୁଡ଼ ସ୍ତମ୍ଭ ଭିଡ଼ିଓ ଭାଇରାଲ ହୋଇଛି । ବ୍ୟକ୍ତି ଜଣକ ବୃନ୍ଦାବନର ବୋଲି ଜଣାପଡିଛି । ଖାଲି…