ଆସିଗଲା ବିବାହ ଋତୁ : ଡିଜେର ବିକଟାଳ ଶବ୍ଦରେ ସହରବାସୀ ଅଣନିଶ୍ୱାସୀ

ପ୍ରଶାସନ ର ଆଶୀର୍ବାଦ ଯୋଗୁଁ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ! ବ୍ରହ୍ମପୁର : ଏବେ ଆରମ୍ଭ ହୋଇଯାଇଛି ବିବାହ ଋତୁ । ପ୍ରତ୍ୟେକ ଶୁଭତିଥୀରେ ଆସିକା ସମେତ ନିକଟବର୍ତ୍ତୀ ଗ୍ରାମଞ୍ଚଳର ବିଭିନ୍ନ ସାହିବସ୍ତିରେ ବିବାହ କାର୍ଯ୍ୟକ୍ରମ ଚାଲୁଥିବା ଦେଖିବାକୁ ମିଳିଛି। ଆଉ ସେହି ସାହିବସ୍ତିରେ…

ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ସମରଝୋଳ ସ୍ଥିତ ଶ୍ରୀ ଶ୍ରୀ ସ୍ବାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଶିଶୁମନ୍ଦିର ପ୍ରଧାନ ଆଚାର୍ଯ୍ୟା ପି. ମହାଲକ୍ଷ୍ମୀଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରତିଷ୍ଠାତା…

‘ଜମି କେନ୍ଦ୍ର ଦେଉ, ଘର ଦିଲ୍ଲୀ ସରକାର କରିବେ…’, ସଫେଇ କର୍ମଚାରୀଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ…

ଦିଲ୍ଲୀ ନିର୍ବାଚନକୁ ଦୃଷ୍ଟିରେ ରଖି ଅରବିନ୍ଦ କେଜ୍ରିୱାଲ ଘୋଷଣା ପରେ ଘୋଷଣା କରି ଚାଲିଛନ୍ତି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ କେଜ୍ରିୱାଲ ଆଜି ମଧ୍ୟ ସାମ୍ବାଦିକ ସମ୍ମିଳନୀ କରି ଏକ ନୂଆ ଘୋଷଣା କରିଛନ୍ତି । ସେ ସଫେଇ କର୍ମଚାରୀଙ୍କୁ…

ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଓଡ଼ିଶା,ହିଞ୍ଜିଳି କାଟୁ ବ୍ଳକ୍ ପକ୍ଷରୁ କର୍ତ୍ତବ୍ୟ ବୋଧ ଦିବସ ପାଳିତ

ହିଞ୍ଜିଳିକାଟୁ ୧୯/୧ : ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ, ଓଡ଼ିଶା ହିଞ୍ଜିଳିକାଟୁ ବ୍ଳକ ପକ୍ଷରୁ କର୍ତ୍ତବ୍ୟ ବୋଧ ଦିବସ ପାଳିତ ହୋଇଯାଇଛି।ପାଟଣା ସାହି ରେ ଜିଲ୍ଲା ସଭାପତି କୁମୁଦଚନ୍ଦ୍ର ସାମଲଙ୍କ ସଭାପତିତ୍ଵରେ ଆୟୋଜିତ କାର୍ଯ୍ୟକ୍ରମ ରେ ମହାସଂଘର ଉପଦେଷ୍ଟା କରୁଣାକର ବାଡ଼ତିଆ…

ରାଜ୍ୟରେ ସଡ଼କ ଦୁର୍ଘଟଣାରେ ମିଳିବ ତ୍ୱରିତ ଚିକିତ୍ସା

ଭୁବନେଶ୍ୱର: ସଡ଼କ ଦୁର୍ଘଟଣାରେ ଆପାତକାଳୀନ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା ଆଉ ପାଦେ ଆଗକୁ ବଢିଛି । ଓଡ଼ିଶା ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ସଡ଼କ ଦୁର୍ଘଟଣାରେ ତ୍ଵରିତ ଚିକିତ୍ସା ଯୋଗାଇ ଦେବା ପାଇଁ ଏକ ବୈଠକରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ସ୍ୱାସ୍ଥ୍ୟ…

ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ଘଟଣା, ୫ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲା ଗିରଫ ଅଭିଯୁକ୍ତ

ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରି ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଯୁବକକୁ ପୋଲିସ ୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ନିଆଯାଇଛି । ଆଜି ସକାଳେ ଗିରଫ ହୋଇଥିବା ଯୁବକକୁ କୋର୍ଟରେ ହାଜର କରାଯାଇଥିଲା । ସେଠାରେ ତାକୁ ପଚରାଉଚରା କରାଯିବା ପରେ ପୋଲିସ ହେପାଜତକୁ ନେଇଛି । …

କୃଷ୍ଣସିଂହ ପାଠାଗାରର ନୂତନ ପରିଚାଳନା କମିଟି ଗଠିତ

ଆସିକା : ଆସିକା ସହରର ଶତାୟୁ ବର୍ଷର ସର୍ବ ପୁରାତନ କୃଷ୍ଣସିଂହ ପାଠାଗାରର ନୂତନ ପରିଚାଳନା କମିଟି ଗଠିତ ହୋଇଯାଇଛି l ଆସିକା ବିଜ୍ଞାପିତ ଅଂଚଳ ପରିଷଦର ୱାର୍ଡ ନମ୍ବର ୧୪ ନିରଞ୍ଜନ ନଗର ରେ ଥିବା ଏହି ପାଠାଗାରକୁ ସୁଚାରୁରୂପେ ପରିଚାଳନା କରିବା, ପୁରାତନ ପାଠାଗାର ପ୍ରତି ଅଞ୍ଚଳ ର…

ଆହୁରି ୫ ଦିନ ଶୀତରେ ଥରିବ ଓଡିଶା: ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ । ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ । ଏହା ସାଙ୍ଗକୁ କଲବଲ କରିବ ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟର…

ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି ଚାଞ୍ଚଲ୍ୟକର ବୟାନ…

ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା

ଭୁବନେଶ୍ଵର: ବର୍ତ୍ତମାନ ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ ବର୍ଦ୍ଧିତ ଦର ଦେବାକୁ ପଡ଼ିବ । ବଢୁଥିବା ତେଲ ଦର କାରଣରୁ ଅଫିସରମାନେ ବ୍ୟବହାର କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ନିଜ ବାସଭବନରୁ ଅଫିସକୁ…