Sign in
Sign in
Recover your password.
A password will be e-mailed to you.
ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା, ଜାରି ହେବ ମାର୍ଗଦର୍ଶିକା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା । ଏନେଇ ଖୁବ ଶୀଘ୍ର ଜାରି ହେବ ମାର୍ଗଦର୍ଶିକା । ଅଶ୍ଳୀଳତାକୁ ନେଇ ସରକାର ମାଗଦର୍ଶିକା ଆଣିବେ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ଯାତ୍ରା କମିଟି, କଳାକାର ଏବଂ ମାଲିକଙ୍କ ସହ ଆଲୋଚନା ହୋଇଛି । ତେବେ ଖୁବ!-->…
ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା
କେନ୍ଦ୍ରାପଡା: ଚଳିତ ବର୍ଷ ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା । ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶୀ ପକ୍ଷୀଙ୍କ ଆସର ଜମିଛି । ଚଳିତ ବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଏଥିସହିତ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଛନ୍ତି, ଯାହା!-->…
ବିଜେପିର ସଂକଳ୍ପ ପତ୍ରକୁ ଟାର୍ଗେଟ କଲେ ଆପ ସାଂସଦ
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ ଦୋଷ ଲଦୁଛନ୍ତି। ଏହି ସମୟରେ, ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ଏବଂ ସାଂସଦ ସଞ୍ଜୟ ସିଂହ ପାଲମ ଏବଂ ନଜଫଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ସାଧାରଣ ସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ବିଜେପି!-->…
ନୟାଗଡ଼ ଜିଲ୍ଲାର ମାଟି ତଳେ ରହିଛି ଲିଥିୟମ
ଭୁବନେଶ୍ୱର : ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଛି । ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ-ଜିଏସଆଇ ଏନେଇ ସଙ୍କେତ ଦେଇ । ଲିଥିୟମ୍ , କପର ଆଦି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି କେନ୍ଦ୍ର ସରକାର । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ!-->…
ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍
ପଟ୍ଟାମୁଣ୍ଡାଇ: ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ଆଜିଠୁ ୨୨ ଯାଏଁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ପାଇଁ ଭିତରକନିକାର ୫ଟି ରେଂଜରେ ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ଟିମ୍ରେ ୭/୮ ଜଣ ବନ କର୍ମଚାରୀ ସାମିଲ ହୋଇଛନ୍ତି । ସେପଟେ ଗଣନା!-->…
ଆମେରିକାରେ ଟିକଟକ ବନ୍ଦ
ନୂଆଦିଲ୍ଲୀ: ଆମେରିକାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଟିକଟକ୍ ବନ୍ଦ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ଟିକଟକ୍ ଆମେରିକାରେ କାମ କରିବା ବନ୍ଦ କରିଦେଇଥିଲା। ଏହା ଆପଲ୍ ଓ ଗୁଗୁଲ୍ ଆପ୍ ଷ୍ଟୋରରୁ ମଧ୍ୟ ଅଦୃଶ୍ୟ ହୋଇଯାଇଛି। ବର୍ତ୍ତମାନ ଆମେରିକାରେ ଏହି ଆପ୍ ଡାଉନଲୋଡ୍ ହୋଇପାରିବ ନାହିଁ।!-->…
ହାଇ ପ୍ରୋଫାଇଲ ଠକ ହଂସିତାଙ୍କ ପାଇଁ ବଢୁଛି ଅଡୁଆ, ଯୁବତୀ ଚାଲାଣ ନେଇ ମାମଲା ରୁଜୁ
ଭୁବନେଶ୍ୱର : ହାଇ ପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ପାଇଁ ବଢୁଛି ଅଡୁଆ । ତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା ଇନଫୋସିଟି ଥାନା ପୋଲିସ । ସ୍ପେଶିଆଲ କ୍ରାଇମ୍ ୟୁନିଟର ତଦନ୍ତକାରୀ ଅଧିକାରୀ ମାନସ ସ୍ୱାଇଁ ଙ୍କ FIR ପରେ ମାମଲା ରୁଜୁ ହୋଇଛି । ହଂସିତାଙ୍କ ନାଁରେ ଯୁବତୀ ଚାଲାଣ ନେଇ!-->…
ଛତିଶଗଡ ଏନ୍କାଉଣ୍ଟର: ବଢିଲା ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା
ମାଲକାନଗିରି: ଗତ ୧୬ ଜାନୁଆରୀରେ ବିଜାପୁର- ସୁକୁମା ଜଙ୍ଗଲରେ ଘଟିଥିବା ଏନ୍କାଉଣ୍ଟରରେ ୧୨ ନୁହେଁ ବରଂ ୧୮ ଜଣ ମାଓବାଦୀ ନିହତ ହୋଇଛନ୍ତି । ପ୍ରେସ୍ ରିଲିଜ୍ରେ ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣ ବସ୍ତର ଡିଭିଜିନାଲ୍ ସଚିବ । ଏନ୍କାଉଣ୍ଟରରେ ମାଓ ନେତା ଦାମଦରର ମଧ୍ୟ ମୃତ୍ୟୁ ହୋଇଛି ।!-->…
ମହାକୁମ୍ଭରେ ଭୀଷଣ ନିଆଁ, ଜଳିଗଲା ୨୫ଟି ଶିବିର
ପ୍ରୟାଗରାଜ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।
ଏହି ଅଗ୍ନିକାଣ୍ଡ ଯୋଗୁଁ କୁମ୍ଭ ଆଖପାଖରେ!-->!-->!-->…
ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭିତ୍ତିଭୂମି ପରଖିବା ପାଇଁ କାୟାକଳ୍ପ ଟିମର ପରିଦର୍ଶନ
ବାଲିଗୁଡା : କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ର ଭିତ୍ତି ଭୂମି ପରଖିବା ପାଇଁ ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ଓଡିଶା ସରକାର ଏନକେ ପକ୍ଷରୁ ଗଠିତ ତିନିଜଣିଆ ଏକ କାୟାକଳ୍ପ ଟିମ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ସ୍ବଚ୍ଛତା ,ପରିମଳ ,ଆଇସିଡିସି କେନ୍ଦ୍ର ,ଟୀକା କାରଣ!-->…