Sign in
Sign in
Recover your password.
A password will be e-mailed to you.
ଘୁ.ଉଦୟଗିରିରେ ୩ ଦିନ ଧରି ତୁଷାରପାତ ଜାରି: ତାପମାତ୍ରା ୫ ଡିଗ୍ରିକୁ ଖସିଲା
ଘୁ.ଉଦୟଗିରି: ଓଡ଼ିଶାର ଦାର୍ଜିଲିଂ ଭାବେ ପରିଚିତ ସବୁଠାରୁ କମ୍ ତାପମାତ୍ରା ଏବଂ ଥଣ୍ଡାର ସହର ଘୁ.ଉଦୟଗିରିରେ ଦିନକୁ ଦିନ ତାପମାତ୍ରା ନିମ୍ନଗାମୀ ହେବା ସହ ପ୍ରବଳ ଥଣ୍ଡାରେ ସାରା ଅଞ୍ଚଳ ଥରୁଛି । ହାତଗୋଡ଼ କୋଲ ମାରୁଛି ।କୃଷି ବିଜ୍ଞାନ ପରାମର୍ଶ କେନ୍ଦ୍ର ସୂଚନାନୁସାରେ ଗତ ତିନି ଦିନ!-->…
ପ୍ରାୟ ୪ ଲକ୍ଷ ଆୟକରଦାତା ରାସନ ନେଉଥିଲେ !
ଭୁବନେଶ୍ୱର : ରାସନ କାର୍ଡ ସମ୍ପର୍କରେ ଶନିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୪ ଲକ୍ଷ ଆୟକରଦାତା ମଧ୍ୟ ରାସନ ନେଉଥିଲେ। ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିଲେ!-->…
୫ ଦିନ ପାଇଁ ଶୀତରେ ଥରିବ ଟୁଇନ୍ ସିଟି: ତାପମାତ୍ରା ୧୧ରୁ ୧୩ ଡିଗ୍ରି ହେବା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଟୁଇନ୍ ସିଟି କଟକ ଏବଂ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୧ ରୁ ୧୩ ଡିଗ୍ରି ସେଲସିୟସ ମଧ୍ୟରେ ରହିବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ପ୍ରମୁଖ ସହର ଭୁବନେଶ୍ୱର ଏବଂ କଟକର ରାତିର ସର୍ବନିମ୍ନ ତାପମାତ୍ରା!-->…
ପୁଣି ବିମାନବନ୍ଦରରୁ ନିଶାଦ୍ରବ୍ୟ ଜବତ, ପ୍ରାୟ ୪ କୋଟି ଟଙ୍କା ମାରିଜୁଆନା ଜବତ କଲା କଷ୍ଟମ ବିଭାଗ
ଭୁବନେଶ୍ବର ୧୮।୧: ପୁଣି ବିମାନବନ୍ଦରରୁ ନିଶା ଦ୍ରବ୍ୟ ଜବତ । ୭ କେଜିର ମାରିଜୁଆନ ନିଶାଦ୍ରବ୍ୟ ଜବତ କଲା କଷ୍ଟମ ବିଭାଗ । ବ୍ୟାଙ୍କକ୍ ରୁ ଆସୁଥିଲା ନିଶା ଦ୍ରବ୍ୟ । ନିଶାଦ୍ରବ୍ୟ ଆଣି ଆସୁଥିବା ଜଣେ ବ୍ୟକ୍ତି ଅଟକ । ଅଟକ ବ୍ୟକ୍ତିଙ୍କ ଘର କେରଳ ବୋଲି ସୂଚନା ମିଳିଛି ।
ଜବତ ମାରିଜୁଆନା!-->!-->!-->…
ନକ୍ସଲ ସୁଡଙ୍ଗ ଠାବ, ସୁଡଙ୍ଗରେ ବୋମା ଓ ବନ୍ଧୁକ ତିଆରି କାରଖାନା
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର,ସୁକମା ଏବଂ ତେଲେଙ୍ଗାନା ସୀମାରେ ଗତ ଦୁଇ ଦିନ ତଳେ ହୋଇଥିବା ବଡ଼ ଧରଣର ଅପରେସନରେ ୧୨ ଜଣ ନକ୍ସଲ ମୃତ୍ୟୁ ବରଣ କରିଥିଲେ। ଏଥିରେ ୫ ଜଣ ମହିଳା ନକ୍ସଲ ଥିବାବେଳେ ୭ ଜଣ କ୍ୟାଡର ନକ୍ସଲ ମୃତ୍ୟୁବରଣ କରିଥିଲେ। ବିଜାପୁର ଜିଲ୍ଲା!-->…
ହିତାଧିକାରୀଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ
ରାୟଗଡା: ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ସାରା ଭାରତରେ ‘ସ୍ୱାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିଛନ୍ତି । ହିତାଧିକାରୀଙ୍କୁ ସମ୍ପତି ପତ୍ର ବଣ୍ଟନ କରିବା ସହ ଦେଶର ୫ ଜଣ ହିତାଧିକାରୀଙ୍କ ସହ ଆଭାସୀରେ ପ୍ରଧାନମନ୍ତ୍ରୀ ବାର୍ତାଳାପ କରିଛନ୍ତି!-->…
ରାଜଭବନ ଲୋକଙ୍କ ନିକଟତର ହେବ: ରାଜ୍ୟପାଳ
ଭୁବନେଶ୍ୱର: ଚଳିତବର୍ଷ ଜାନୁଆରୀ ୧୩ ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜଭବନ ଉଦ୍ୟାନ ଜନସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲାଯାଇଥିବା ବେଳେ ଉଦ୍ୟାନ ପରିଦର୍ଶନ ପାଇଁ ହେଉଥିବା ଜନସମାଗମକୁ ଦେଖି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଖୁସି ବ୍ୟକ୍ତ କରିଛନ୍ତି। ଆଜି ଅପରାହ୍ନରେ ରାଜଭବନ ଉଦ୍ୟାନ!-->…
୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆସନ୍ତା ଜାନୁଆରୀ ୨୦ରୁ ଏଥିପାଇଁ ଅନଲାଇନ ଆବେଦନ କରିହେବ। ଓଡିଶା ପୁଲିସ ୱେବସାଇଟ https://www.odishapolice.gov.in ରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ ୯୩୩ଟି!-->…
ଗାଡ଼ି ବୀମା ନ ଥିଲେ ଜେଲ ଓ ଜୋରିମାନା, ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ
ଭୁବନେଶ୍ୱର: ଏଣିକି ଗାଡ଼ିରେ ବୀମା ନ ଥିଲେ ଟୋଲ ଗେଟ ଧରିବ। ବୀମା ନ ଥିଲେ ସ୍ୱୟଂକ୍ରିୟା ପ୍ରଣାଳୀରେ ଗାଡ଼ି ଧରାପଡ଼ିବ। ଗାଡ଼ିର ବୀମା ନଥିଲେ ୨ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ଯାଏଁ ଜେଲ ପ୍ରାବଧାନ କରାଯାଇଛି। ଏହି ନିୟମ ଫେବୃଆରୀ ପହିଲାରୁ କାର୍ଯ୍ୟକାରୀ କରାଯିବା ନେଇ ରାଜ୍ୟ!-->…
ରାଜଭବନ ଛକରେ ସିରିଜ୍ ଦୁର୍ଘଟଣା: ୨ ବାଇକ୍କୁ ଘୋଷାଡ଼ି ନେଲା କାର୍
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର ଡିଭାଇଡର ଉପରକୁ ଚଢିଯାଇଥିଲା।ଗୋଟିଏ ବାଇକ୍ କାର!-->…