‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ…

ଆଦିବାସୀ ମହାବିଦ୍ୟାଳୟର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡ଼ିୟମ ପରିସର ମଧ୍ୟରେ ଆଦିବାସୀ ମହାବିଦ୍ୟାଳୟର ୩୭ ତମ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ମହାସମାରୋହରେ ଉଦଘାଟନ ହୋଇଯାଇଛି l ଏହି ଅବସରରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ମନ୍ଦିରରୁ ଯଥାରିତି…

ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ : ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଆସନ୍ତା ୧୯ ତାରିଖରେ ଅଵସର ନେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । …

ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ଅନେକ ପଦବୀ ଖାଲି

ନୟାଗଡ଼: ନୟାଗଡ଼ ଜିଲ୍ଲା ଏବଂ ବୌଦ୍ଧ ଜିଲ୍ଲାର ମଧ୍ୟବର୍ତ୍ତୀ ଅଞ୍ଚଳରେ ସାତକୋଶିଆ ଏବଂ ବାଇଶିପଲ୍ଲୀ ଅଭୟାରଣ୍ୟ ରହିଛି । ଏହାର ସୁରକ୍ଷା ତଥା ରକ୍ଷଣା ବେକ୍ଷଣ ପାଇଁ ମହାନଦୀ ବନ୍ୟପ୍ରାଣୀ ଡ଼ିଭିଜନ କାମ କରୁଛି। ଏହି ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ନୟାଗଡ଼ ଜିଲ୍ଲାର ୩ଟି ବନାଞ୍ଚଳ…

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌…

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା; ଶିରିଡ଼ିକୁ ଗଲେ ୮୦୦ ବରିଷ୍ଠ ନାଗରିକ

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର…

ଖାମ୍ବେୟାଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ପୋଚିଲିମା ସ୍ଥିତ ଖାମ୍ବେୟାଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।‌ ଗୁରୁବାର ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ…

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। ଏହାଛଡ଼ା କଂପାନୀ…

ଏଲନ ମସ୍କ ବାହାର କଲେ ନିଯୁକ୍ତି: କହିଲେ, ‘ଡିଗ୍ରୀ ଦରକାର ନାହିଁ, ବାସ୍ ଏତିକି କାମ ଆସୁଥିବା ଦରକାର’

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ ମସ୍କ ଏଥର ନିଜ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି । ମସ୍କ ଏକ୍ସରେ ଭିନ୍ନ ଢଙ୍ଗରେ ନିଯୁକ୍ତି ପାଇଁ ପୋଷ୍ଟ କରିଛନ୍ତି । ମସ୍କ ପୋଷ୍ଟରେ ଲେଖିଛନ୍ତି କି ‘ଆପଣ କେଉଁଯାଏଁ ପଢିଛନ୍ତି ଆମର ଦରକାର ନାହିଁ । ଆପଣ ସ୍କୁଲରେ…

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି…