Sign in
Sign in
Recover your password.
A password will be e-mailed to you.
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର
ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା!-->…
ଚୋରାବାଲି ଚାଲାଣ ବେଳେ ଗାଡ଼ିକୁ ଜବତ କଲା କିଏ…?
ବାବୁ ମାନେ କାହା ନିର୍ଦ୍ଦେଶ କୁ ଅପେକ୍ଷା କରିଛନ୍ତି….!
ରାସ୍ତା କଡରେ ଛିଡା ହୋଇଛି ଚୋରା ବାଲି ବୋଝେଇ ଗାଡି ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ନଦୀରୁ ବେଆଇନ ଭାବେ ବେଧଡ଼କ ଚୋରା ବାଲି ଚାଲାଣ ହେଉଛି। ଆସିକା ଅଞ୍ଚଳରୁ ଗତ ଗୁରୁବାର ଦିନ ଅପରାହ୍ଣ ରେ ବେଆଇନ ଭାବେ ଚୋରା ବାଲି!-->!-->!-->…
ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ନିଖୋଜ
ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ଜଣ ନିଖୋଜ ଅଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧରେ କେରଳର ଜଣେ ଯବାନ ପ୍ରାଣ ହରାଇବା ପରେ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି। କେରଳର ମୃତ ଯବାନଙ୍କ ମରଶରୀରକୁ ଭାରତ ଫେରାଇ ଆଣିବାକୁ ଉଦ୍ୟମ କରାଯାଉଥିବା ମନ୍ତ୍ରଣାଳୟ!-->…
ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ବଡ ଖବର । ଜାନୁଆରୀ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଯାବତ୍ ସୁଭଦ୍ରାରେ ପୁଣି ୧୭ ହଜାର ମହିଳା ସାମିଲ୍ ହୋଇଛନ୍ତି । ଅପ୍ଟ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣିଥରେ!-->…
ଶ୍ରୀମନ୍ଦିରରେ ଫେବୃଆରୀ ୧ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା
ପୁରୀ: ଫେବୃଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ହୁଣ୍ଡି ସ୍ଥାନାନ୍ତର ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ବିଳମ୍ବ ହେଉଛି। ଏଥିପାଇଁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା କିଛି ଦିନ!-->…
ଆୟକର ବିଭାଗର ବଡ ଧରଣର ରେଡ୍, ଠିକାଦାର ପୃଥ୍ବୀରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳର ବିଭିନ୍ନ ସ୍ଥାନରେ ଆୟକର ବିଭାଗର ବଡ ଧରଣର ଚଢାଉ । ଏକାଧିକ ସ୍ଥାନରେ ବର୍ତ୍ତମାନ ଚଢାଉ ଜାରି ରହିଛି । କଣ୍ଟାବାଞ୍ଜି ସହରରେ ଥିବା ଠିକାଦାର ପୃଥିରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ କରାଯାଇଛି । !-->…
ଛତିଶଗଡ଼ରେ ପୁଣି ଆଇଇଡି ବିସ୍ଫୋରଣ, ୨ ଯବାନ ଆହତ
ନାରାୟଣପୁର: ଛତିଶଗଡ଼ରେ ପୁଣି ନକ୍ସଲଙ୍କ ଦ୍ଵାରା ଆଇଇଡି ବିସ୍ଫୋରଣ କରାଯାଇଛି। ଶୁକ୍ରବାର ନାରାୟଣପୁର ଜିଲାରେ ଆଇଇଡି ବିସ୍ଫୋରଣରେ ବିଏସଏଫର ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳେ ବିଏସ୍ଏଫ୍ ଟିମ୍ ଗାରପା ଗାଁ ନିକଟ କ୍ୟାମ୍ପରୁ ପାଟ୍ରୋଲିଂ କରିବାକୁ!-->…
ବୈକୁଣ୍ଠ ଧାମ ଆଶ୍ରମ ଉପରେ ଚାଲିଲା ବୁଲ୍ଡୋଜର୍
ଭୁବନେଶ୍ବର: ମାଟିରେ ମିଶିଲା ବୈକୁଣ୍ଠ ଧାମ ଆଶ୍ରମ । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ୧୨ଟାରେ ଆଶ୍ରମ ଉପରେ ଚାଲିଲା ବୁଲ୍ଡୋଜର୍ । କଳ୍କୀ ଅବତାରଙ୍କ ପୀଠ କହି ବିବାଦକୁ ଆସିଥିଲା ବୈକୁଣ୍ଠ ଆଶ୍ରମ । ତଦନ୍ତ ପରେ ଏହା ସରକାରୀ ଜମିରେ ଥିବା ଜଣାପଡିଥିଲା । ତେବେ ଗତକାଲି ଆଶ୍ରମ!-->…
ସୈଫ୍ଙ୍କୁ ଛୁରାମାଡ; ସନ୍ଦିଗ୍ଧ ଯୁବକ ଗିରଫ
ମୁମ୍ବାଇ : ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ କରିଥିବା ଘଟଣାରେ ସନ୍ଦିଗ୍ଧ ଯୁବକକୁ ଜାନୁଆରୀ ୧୭ ଅର୍ଥାତ୍ ଶୁକ୍ରବାର ଦିନ ଗିରଫ କରାଯାଇଛି। ମୁମ୍ବାଇ ପୁଲିସ୍ର ସ୍ପେଶାଲ ଟିମ୍ ଯୁବକକୁ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫ୍ଙ୍କୁ ଅଭିଯୁକ୍ତ ଛୁରାମାଡ କରି ଫେରାର!-->…
ହାଇ ପ୍ରୋଫାଇଲ ଠକ ହଂସିତା ଓ ଅନୀଲ ଠକେଇ ମାମଲା, ହଂସିତାଙ୍କୁ କୋର୍ଟରେ ହାଜର କଲା ଇଡି
ଭୁବନେଶ୍ବର : ହାଇପ୍ରୋଫାଇଲ ଠକ ହଂସିତା ଓ ଅନୀଲ ଠକେଇ ମାମଲା । ହଂସିତାଙ୍କୁ କୋର୍ଟରେ ହାଜର କଲା ଇଡି । ହାଜର ପରେ ରିମାଣ୍ଡ ଆବେଦନ କଲା ଆୟକର ବିଭାଗ । ହଂସିତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା ପୋଲିସ । ପାସପୋର୍ଟରେ ଭୁଲ୍ ତଥ୍ୟ ଦେଇଥିବା!-->…