Sign in
Sign in
Recover your password.
A password will be e-mailed to you.
ଟ୍ରାଇସିଟିରେ ସାମିଲ ହେବ ପୁରୀ, ବେଆଇନ ନିର୍ମାଣକାରୀଙ୍କ ବିରୁଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ପୁରୀ: ରାଜ୍ୟ ସରକାରଙ୍କ ଟ୍ରାଇସିଟି ଯୋଜନାରେ ସାମିଲ ହେବ ପୁରୀ ସହର। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ ଭୁବନେଶ୍ବର ଓ କଟକ ସହ ଯୋଡ଼ିହେବ ଐତିହ୍ୟ ସହର ପୁରୀ। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ଅନ୍ୟପଟେ ପୁରୀ ସହରରେ ବେଆଇନ୍!-->…
ହାଇକୋର୍ଟରେ ଭିସୁଟ୍ ଛାତ୍ରୀଙ୍କ ମୃତ୍ୟୁ ମାମଲା, ଏସପିଙ୍କ ତତ୍ତ୍ବାବଧାନରେ ଯଥାଶୀଘ୍ର ତଦନ୍ତ ସଂପୂର୍ଣ୍ଣ କରିବାକୁ…
କଟକ: ୨୦୨୩ରେ ଭିସୁଟ୍ ଛାତ୍ରୀ ଚିନ୍ମୟୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏହି ଘଟଣାର ଯଥା ଶୀଘ୍ର ତଦନ୍ତ ସଂପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚିନ୍ମୟୀଙ୍କ ମୃତ୍ୟୁ ଘଟଣାର ସିବିଆଇ ବା କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ବ!-->…
୨୦ରେ ଶପଥ ନେବେ ଟ୍ରମ୍ପ
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଭାବେ ଜୋ ବାଇଡେନଙ୍କ ୪ବର୍ଷିଆ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ଆସନ୍ତା ୨୦ ତାରିଖରେ ନୂଆ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିବେ। କାର୍ଯ୍ୟକାଳ ଶେଷ ପରେ ବାଇଡେନ ହ୍ବାଇଟ୍ ହାଉସରେ ଦେଇଥିବା ବିଦାୟକାଳୀନ ଭାଷଣରେ କହିଛନ୍ତି ଯେ ତାଙ୍କ!-->…
ଗଞ୍ଜାମରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଛତ୍ରପୁର: ଅଦିନିଆ ବର୍ଷାରେ ରାଜ୍ୟରେ ସବୁଠୁ ଅଧିକ ଫସଲ କ୍ଷତି ଗଞ୍ଜାମ ଜିଲ୍ଲାରେ ହୋଇଛି। ଏନେଇ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଫସଲ କ୍ଷତି ବାବଦକୁ ନେଇ କରିଛନ୍ତି ସମୀକ୍ଷା।!-->…
ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍
ସମ୍ବଲପୁର: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍। ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ। ସୁପର୍କ୍ଲାସ ଠିକାଦାର ବ୍ରଜ କିଶୋର ଦାସଙ୍କ ଘରେ ଆଇଟି ଚଢଉ କରିଥିବା ସୂଚନା ମିଳିଛି। ଭୁବନେଶ୍ବର ଓ ଛତିଶଗଡ଼ ଆୟକର ଟିମ୍ର ମିଳିତ ଚଢ଼ାଉ ଜାରି ରହିଛି।
!-->!-->!-->…
ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଛି।!-->…
ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ଯୋଜନା, ଅଧିକାରୀ ଓ କର୍ମଚାରୀ ଦାଖଲ କରିବେ ନିଜର ସମ୍ପତ୍ତି ତାଲିକା
ପୁରୀ : ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ । ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ!-->…
ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଘନ କୁହୁଡ଼ି ପାଇଁ ଆଜି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଘନକୁହୁଡ଼ି ଅନୁଭୂତ ହେବ। ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା। କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ସମ୍ଭାବନା ରହିଥିବାରୁ!-->…
ମା ବାକକୁମାରୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଓ ବିଶ୍ଵଶାନ୍ତି ଆମ୍ବା ମହାଯଜ୍ଞ ଲାଗି ଶୁଭଖୁଣ୍ଟି ସ୍ଥାପନ
ଚିକିଟୀ : ଏହି ବ୍ଲକ ରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରାମଗୁଡା ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶିଖରରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ରାଜ ପ୍ରତିଷ୍ଠିତ ଭଗବତୀ ମହାମାୟୀ ମା ବାଳକୁମାରୀ ଙ୍କ ପୀଠରେ ହେବାକୁ ଥିବା, ବିଶ୍ବଶାନ୍ତି ଅମ୍ବା ମହାଯଜ୍ଞ ଓ ନୂତନ!-->…
ବାଳିକା ଆତ୍ମ-ସୁରକ୍ଷା ତାଲିମ ଶିବିର ଉଦଯାପିତ
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଗିରିସୋଲା ରିଜନାଲ ସାଇନ୍ସ ହାଏର ସେକେଣ୍ଡାରୀ ସ୍କୁଲରେ ଗତ ଜାନୁଆରୀ ୬ ତାରିଖରୁ ଆରମ୍ଭ ହୋଇଥିବା ଆଠଦିନିଆ ବାଳିକା ଆତ୍ମ-ସୁରକ୍ଷା ତାଲିମ ଶିବିର ଗୁରୁବାର ଉଦଯାପିତ ହୋଇଯାଇଛି । କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ଗୋଳନ୍ଥରା ଥାନା ଆଇଆଇସି ବିବେକାନନ୍ଦ!-->…