Sign in
Sign in
Recover your password.
A password will be e-mailed to you.
ଆସନ୍ତାକାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶ, ସୁରକ୍ଷା ପାଇଁ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତ କାଳିନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥ କଡାକଡି କରାଯାଇଛି । ବିଧାନସଭାରେ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ । ଡିସିପିଙ୍କ ନେତୃତ୍ୱରେ ୮ ଜଣ ଆଡିସିନାଲ ଡିସିପି , ୨ କମ୍ପାନୀ ସିଆରପିଏଫ, ୨ ୟୁନିଟ ସ୍ପେସାଲ!-->…
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ଅଶାନ୍ତ ଉତ୍ତରପ୍ରଦେଶର ସମ୍ଭଲ। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଆକ୍ରୋଶ ଦେଖିବାକୁ ମିଳିଛି। ସର୍ଭେକୁ ବିରୋଧରେ ରବିବାର ସକାଳେ ଆରମ୍ଭ ହୋଇଥିବା ହିଂସା ଆଜି ମଧ୍ୟ ଜାରି ରହିଛି। ଏହି ହିଂସାରେ ବର୍ତ୍ତମାନ ସୁଦ୍ଧ ୪ ଜଣ ପ୍ରାଣ ହରାଇ ସାରିଲେଣି।!-->…
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା: ତଦନ୍ତ ପାଇଁ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍
ଯାଜପୁର: ଯାଜପୁର ଟାଉନ ଥାନାରେ କ୍ରାଇମ୍ବ୍ରାଞ୍ଚ ଟିମ୍ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମ୍ବ୍ରାଞ୍ଚର ତନାଘନା ଆରମ୍ଭ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଆରମ୍ଭ। ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ହାତକୁ ଗଲା!-->…
ଆକ୍ସନ୍ ମୋଡରେ ମନ୍ତ୍ରୀ, ଫୋନରେ ଅଧିକାରୀଙ୍କୁ କଲେ ତାଗିଦ୍
ବାଙ୍ଗିରିପୋଷି : ଆକ୍ସନ୍ ମୋଡରେ ମନ୍ତ୍ରୀ, ଫୋନ୍ ରେ କରୁଛନ୍ତି ତାଗିଦ୍ । କହୁଛନ୍ତି ଯେଉଁ ଭଳିଆ ରାଜପଥ ମରାମତି କାମ କରୁଛନ୍ତି ,ଆପଣଙ୍କୁ ଜେଲ ପଠେଇ ଦେବା କଥା । ଏମିତି କଣ କାମ କରାଯାଏ । ଏଭଳି ଅନେକ କଥା କହୁଛନ୍ତି ଖୋଦ୍ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ସିଧା!-->…
ଏନକ୍ଲୋଜରରୁ ବାହାରି ଘଞ୍ଚ ଜଙ୍ଗଲ ଗଲା ‘ଜିନତ୍’
ବାରିପଦା: ଏନ୍କ୍ଲୋଜର୍ରୁ ବାହାରିଲା ବାଘୁଣୀ ‘ଜୀନ୍ନତ’। ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆକୁ ଛଡ଼ାଗଲା। ରାତି ୯ଟା ୩୦ରେ ଛଡ଼ାଯାଇଥିବା ନେଇ ଶିମିଳିପାଳ RCCF ସୂଚନା ଦେଇଛନ୍ତି। ତେବେ ୨୪ ଘଣ୍ଟିଆ ମନିଟରିଂରେ ରହିବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜୀନ୍ନତ’।
ଏବେ!-->!-->!-->…
ଚୋରା ଗାଡି ବିକ୍ରି ର ପେଣ୍ଠ ସ୍ଥଳି କନ୍ଧମାଳ: ବିକ୍ରି ହୋଇଛି ଦାମୀ ଗାଡି…
ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ କିଛି ଦିନ ହେବ ଛୋଟ ଛୋଟ କଲେଜ ପିଲା ମାନେ ଦାମି ମଟର ସାଇକେଲ ଧରି ଫୁଲବାଣୀ ସହରରେ ହାଇପ୍ଷିଡରେ ବୁଲୁଥିବା ଦେଖିବାକୁ ମିଳୁଛି । ଉକ୍ତ ମଟର ସାଇକେଲ ସବୁ ରାଜଧାନୀ ଭୁବନେଶ୍ବର ଉପକଣ୍ଠରୁ ଚୋରି କରି କିଛି ଅସାଧୁ ବ୍ୟକ୍ତି କନ୍ଧମାଳ!-->…
ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ…
ବାଲିଗୁଡା, : ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତ ରାମ ନାରାୟଣ ନାହାକ, କାହ୍ନୁ ଚରଣ ସାହୁ, କେ.ବିଶ୍ୱଜିତ୍!-->…
ଗଞ୍ଜାମ ଜିଲ୍ଲା ଅପରାଧୀ ଙ୍କ ଚରା ଭୂଇଁ :ହତ୍ୟାକାଣ୍ଡର ଏକ ମାତ୍ର ବିକଳ୍ପ ପୂର୍ଵ ଶତ୍ରୁତା ବୋଲି ସଫେଇ ଦେଉଛି…
ନ୍ୟାୟ ଅପେକ୍ଷା ରେ ସିମାଞ୍ଚଳ ର ପରିବାର...
ପୂର୍ବତନ ସଙ୍ଘ ଚାଳକ ରମେଶ ଚନ୍ଦ୍ର ସାହୁଙ୍କ ପରଲୋକ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘର ବରିଷ୍ଠ କର୍ମକର୍ତ୍ତା ତଥା ପୂର୍ବତନ ସଙ୍ଘ ଚାଳକ ରମେଶ ଚନ୍ଦ୍ର ସାହୁଙ୍କ ରବିବାର ଭୋରରେ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ପ୍ରାୟ ୮୦ ବର୍ଷ ହୋଇଥିଲା ।କନ୍ଧମାଳ ଜିଲ୍ଲାରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘକୁ ସକ୍ରିୟ!-->…
ବନଜୋସ୍ନା ସାହିତ୍ୟ ସଂସଦର ସାଧାରଣ ପରିଷଦ ବୈଠକ
ଫୁଲବାଣୀ: ଫୁଲବାଣୀ ତଥା କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବନଜୋ୍ୟସ୍ନା ସାହିତ୍ୟ ସଂସଦର ସାଧାରଣ ପରିଷଦ ବୈଠକ ଏବଂ ଏହାର ୧୭ ତମ ଦ୍ୱିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁଣି ସଭାପତି ଭାବରେ ପ୍ରଶାନ୍ତ କୁମାର ବେହେରା, ଏବଂ ମୁଖ୍ୟ ସମ୍ପାଦକ ଭାବରେ!-->…