ଅଙ୍ଗନବାଡି କର୍ମୀ ସମାବେଶ : ଡିସେମ୍ବର ୧୯ ରେ ଆନ୍ଦୋଳନ ଚେତାବନୀ

ସମ୍ବଲପୁର/ କୁଚିଣ୍ଡା : ସରକାର ଦିନକୁ ଦିନ ଅଙ୍ଗନବାଡି କର୍ମୀ ଙ୍କ ଉପରେ କାର୍ଯ୍ୟଭାର ବଢାଇ ଚାଲିଛନ୍ତି l ହେଲେ ସେମାନଙ୍କ ଭତ୍ତା ବୃଦ୍ଧି ହେଉ ନାହିଁ l ସାମାଜିକ ନିରାପତ୍ତା ଯୋଜନା ରେ ସାମିଲ କିମ୍ବା ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦିଆ ଯାଉ ନାହିଁ l ତେଣୁ ଏ ଦିଗରେ ପଦକ୍ଷେପ

ଜିଲ୍ଲାସ୍ତରୀୟ ୟୁଥ ରେଡ଼କ୍ରସ ଶିବିର ଉଦଘାଟିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଶଙ୍କରାଖୋଲ ଠାରେ ଅବସ୍ଥିତ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ୟୁଥ ରେଡ଼ କ୍ରସ ଶିବିର ଉଦଘାଟିତ ହୋଇଯାଇଛି । ଏହି ଭଦଘାଟନୀ ଉତ୍ସବରେ ଜିଲ୍ଲାରେ ରେଡ କ୍ରସ ଚେୟାରମେନ ତଥା ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ଅଧକ୍ଷ୍ୟ ଡଃ ସୁବାଶ

ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଶ୍ରୀ ଜଗନ୍ନାଥଙ୍କ

ଭାରତୀୟ କମ୍ୟୁନିଷ୍ଟ ପାର୍ଟି (CPI ) ପକ୍ଷରୁ ଶ୍ରମିକ, ଯୁବ-ଛାତ୍ର ଓ ମହିଳା ଶାଖା ସମ୍ମିଳନୀ

ବ୍ରହ୍ମପୁର : ଭାରତୀୟ କମ୍ୟୁନିଷ୍ଟ ପାର୍ଟି (CPI ) ବ୍ରହ୍ମପୁର ସହର, ଶ୍ରମିକ, ଯୁବ -ଛାତ୍ର ଓ ମହିଳା ଶାଖା ସମ୍ମିଳନୀ ଉପଲକ୍ଷେ ବ୍ରହ୍ମପୁର ପାର୍କ ସାହିସ୍ଥ ସିପିଆଇ କାର୍ଯ୍ୟାଳୟ ଠାରେ ଲାଲ୍ ପତାକା ଉତ୍ତୋଳନ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ପାର୍ଟି ନେତା ତଥା ପାର୍ଟି ନେତା ସାଥି

ଶ୍ରୀଲଙ୍କାରେ ଆୟୋଜିତ ଆଇସିକ୍ୟୁସିସି ୨୦୨୪ ରେ ୫ଟି ସ୍ବର୍ଣ୍ଣ ପୁରସ୍କାର ଜିତିଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) ଇଣ୍ଟରନ୍ୟାସନାଲ କନଭେନସନ ଅନ୍ କ୍ୱାଲିଟି କଣ୍ଟ୍ରୋଲ ସର୍କଲ, ୨୦୨୪ ରେ ପାଞ୍ଚଟି ସ୍ଵର୍ଣ୍ଣ ପୁରସ୍କାର ହାସଲ କରିଛି। ଶ୍ରୀଲଙ୍କା ଆସୋସିଏସନ୍ ଫର୍

ରାୟଗଡ଼ା ଶିଶୁ ମନ୍ଦିରରେ ଉପାନ୍ତରେ ସାହିତ୍ୟର ଅସ୍ମିତାକୁ ନେଇ ଏକ ଆଲୋଚନା ଚକ୍ର

ରାୟଗଡ଼ା : ରାୟଗଡ଼ା ସ୍ଥିତ ରାମକୃଷ୍ଣ ନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଧ୍ୟାତ୍ମିକ କକ୍ଷରେ ଉପାନ୍ତରେ ସାହିତ୍ୟର ଅସ୍ମିତାକୁ ନେଇ ଏକ ଆଲୋଚନା ଚକ୍ର , ଦେଶାତ୍ମବୋଧକ ଏବଂ ଆଧ୍ୟାତ୍ମିକ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଅତିଥି ଭାବେ ଶ୍ରୀଯୁକ୍ତ କବିରାଜ

ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି

ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି।

୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ: ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ଯରେ ଉତ୍ତର ଓଡିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ସଂସ୍କୃତି ଭବନରେ ଆୟୋଜିତ

ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ

ନଭେମ୍ବର ୨୮ରେ ଶପଥ ନେବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ସେ ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ପତ୍ର ଦେବା ସହ ସରକାର ଗଠନ

ଓଡ଼ିଶା ପର୍ବ- ୨୦୨୪ରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଉଦଯାପିତ ହେଲା ଓଡିଶା ପର୍ବ-୨୦୨୪ । ଅନ୍ତିମ ଦିନରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଉଦଯାପନୀ ସମ୍ବୋଧନରେ ଓଡ଼ିଶା ପର୍ବକୁ ଆସି ଗର୍ବିତ