ବିଜେପି, ଆରଏସଏସ ଓ ଭାରତ ବିରୋଧରେ କଂଗ୍ରେସ ଲଢ଼େଇ କରୁଛି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପୁଣି ଥରେ ବିବାଦ ଆରମ୍ଭ ହୋଇଛି। ଦଳୀୟ କର୍ମୀଙ୍କୁ ଉଦବୋଧନ ଦେଉ ଦେଉ ଦେଶ ବିରୋଧୀ ମନ୍ତବ୍ୟ ଦେଇ ବିବାଦ ଭିତରକୁ ଠେଲି ହୋଇଯାଇଛନ୍ତି ରାହୁଲ। ଯାହାକୁ ନେଇ ବିଜେପି ରାହୁଲଙ୍କୁ ଘେରିଛି। କଂଗ୍ରେସ କେବଳ ବିଜେପି, ଆରଏସଏସ…

ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ରୋକ୍‌, ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ପୂର୍ବତନ ଟ୍ରେନି ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ୱସ୍ତି। ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ହାଇକୋର୍ଟରୁ ଜାମିନ ନ ପାଇବା ପରେ ପୂଜା ଏହାକୁ…

ତାହିର ହୁସେନଙ୍କ ଜାମିନ ଆବେଦନକୁ ଦିଲ୍ଲୀ ପୋଲିସର ବିରୋଧ, କହିଲା- ନିର୍ବାଚନ ଲଢିବା ନୁହେଁ ମୌଳିକ ଅଧିକାର

ନୂଆଦିଲ୍ଲୀ ୧୫।୧: ଦିଲ୍ଲୀ ପୋଲିସ ଫେବୃଆରୀ ୨୦୨୦ ଦଙ୍ଗା ସମ୍ପର୍କିତ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ତଥା ପୂର୍ବତନ ଆମ ଆଦମୀ ପାର୍ଟି (ଆପ) ନେତା ତାହିର ହୁସେନଙ୍କ ଜାମିନ ଆବେଦନକୁ କୋର୍ଟରେ ବିରୋଧ କରିଛି। ତାହିର ହୁସେନ ଏଆଇଏମଆଇଏମ ଟିକେଟରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲଢିବା…

ବିଏସଏଫକୁ ମିଳିବ ପର୍ଶୁରାମଙ୍କ ଅସ୍ତ୍ର ’ଭାର୍ଗବାସ୍ତ୍ର’

ନୂଆଦିଲ୍ଲୀ: ସୀମାରେ ଅଶାନ୍ତି ସୃଷ୍ଚି କରିବାରେ ପାକିସ୍ତାନ ବେଶ୍‌ ଧୁରନ୍ଧର । ବିନା କାରଣରେ ଗୁଳିମାଡ଼ କରିବା ସହିକ ଭାରତୀୟ ସେନା ଉପରକୁ ଆକ୍ରମଣ କରୁଥିବା ଅନେକ ସମୟରେ ନଜିର ରହିଛି । ପାକିସ୍ତାନକୁ ଜବାବ ଦେବା ଲାଗି ସେନା ପ୍ରତି ମୁହୂର୍ତ୍ତରେ ସଜାଗ ବି ଥାଏ । ପାକିସ୍ତାନକୁ ପାନେ…

ୟୁକ୍ରେନର ୧୦୦ଟି ସ୍ଥାନରେ ରୁଷର ପ୍ରଚଣ୍ଡ ଆକ୍ରମଣ

କିବ୍ : ରୁଷ୍ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଛି। ଏକାସାଙ୍ଗରେ ୟୁକ୍ରେନର ୧୦୦ ଟି ସ୍ଥାନରେ ଉପରେ ଆକ୍ରମଣ କରିଛି ରୁଷ ସେନା । କୃଷ୍ଣ ସାଗରର ଟିୟୁ-୯୫ ବୋମାବର୍ଷକ ବିମାନରୁ କ୍ରୁଜ୍ କ୍ଷେପଣାସ୍ତ୍ର ନିକ୍ଷେପ କରି ଏହି ଆକ୍ରମଣ କରାଯାଇଛି। ଗତ ୩ ବର୍ଷ ମଧ୍ୟରେ ଏହା…

ମୂର୍ତ୍ତି ଭାଙ୍ଗିଲେ ବି ଖର୍ଚ୍ଚ ବଢିବ… ଭଙ୍ଗାଯିବନି ମାୟାବତୀଙ୍କ ମୂର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ସରକାରୀ ଖର୍ଚ୍ଚରେ ନିଜର ଓ ନିଜ ଦଳର ସଂକେତ ହାତୀ ମୂର୍ତ୍ତି ଲଗାଇବା ବିରୋଧରେ ତାଙ୍କ ବିରୋଧରେ ରୁଜ୍ଜୁ ହୋଇଥିବା ମାମଲାକୁ ରଦ୍ଦ କରିଛନ୍ତି କୋର୍ଟ । ସୁପ୍ରିମ୍ କୋର୍ଟ ଏହାକୁ ଏକ…

୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ

ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗତମଙ୍ଗଳବାର ପ୍ରୟାଗରାଜର ମହାକୁମ୍ଭରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ତ୍ରିବେଣୀ ସଙ୍ଗମରେ ପ୍ରଥମ ‘ଅମୃତ ସ୍ନାନ’ କରିଥିଲେ।ଏହି ଅମୃତ ସ୍ନାନ ବିଶ୍ୱାସୀମାନଙ୍କୁ ପାପରୁ ମୁକ୍ତ କରିଥାଏ ତଥା ଜୀବନ-ମୃତ୍ୟୁ ଚକ୍ରରୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଶପଥଗ୍ରହଣ ଉତ୍ସବର ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲେ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ

ବାରଣାସୀ ୧୫।୧ : କାଶୀ ବାସିନ୍ଦା ପ୍ରଶିଦ୍ଧ ସରୋଦ ବାଦକ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଆମେରିକାର ଦ୍ୱିତୀୟବାର ନିର୍ବାଚିତ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମରେ ଯୋଗ…

ଦିଲ୍ଲୀ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ଧର୍ମେନ୍ଦ୍ର-ବୈଜୟନ୍ତ ସାମିଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ବିଭିନ୍ନ ଦଳର ନେତା। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏହି ନେତାମାନେ ବିଭିନ୍ନ ପ୍ରତିଶ୍ରୁତି ଭୋଟରଙ୍କ ଆଗରେ ରଖୁଛନ୍ତି । ସେପଟେ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ଏହାରି ମଧ୍ୟରେ ଦିଲ୍ଲୀ…

୪୭ ବର୍ଷ ପରେ ବଦଳିଲା କଂଗ୍ରେସ ଠିକଣା, ଇନ୍ଦିରା ଭବନ ଉଦ୍‌ଘାଟିତ

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ୪୭ ବର୍ଷ ପରେ କଂଗ୍ରେସର ଠିକଣା ବଦଳିଛି। ବୁଧବାର ନୂଆ ଘରେ ଗୃହ ପ୍ରବେଶ କରିଛି ଦଳ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର ରୋଡରେ ଥିଲା। ଦଳର…