ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର : ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ…

ପୁଣି ଫେରିବ ଶୀତଲହର,ଭୁବନେଶ୍ୱର-କଟକ ତାପମାତ୍ରା କମିବ

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଭାଗର ସଦ୍ୟତମ ପୂର୍ବାନୁମାନ ଅନୁଯାୟୀ ଆସନ୍ତା ଦୁଇ ଦିନ ପରେ ଶୀତଲହର ଓଡ଼ିଶାକୁ ଫେରିବ ବୋଲି ଆଶା କରାଯାଉଛି। ଜାନୁଆରି ୧୭ରୁ ରାଜ୍ୟର ଉଭୟ ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ତାପମାତ୍ରା ଏବଂ ଶୀତ ଲହର ବଢ଼ିବାର ସମ୍ଭାବନା ରହିଛି। ଭୁବନେଶ୍ୱର-କଟକ…

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ

ଭୁବନେଶ୍ୱର: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି।ସମ୍ବାଦଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଖୋର୍ଦ୍ଧା…

ବ୍ୟବସାୟୀ ଙ୍କୁ ମାଡ ମାରି ଲୁଟ : ଝାମ୍ପି ନେଲେ ୧୨ ଲକ୍ଷ ଟଙ୍କା ଭର୍ତ୍ତି ଥିବା ବ୍ୟାଗ…

ଉମରକୋଟ / ରାଇଘର ( ୧୫/୦୧/୨୦୨୫) ଦିନ ଦ୍ବିପ୍ରହରେ ଜଣେ ମକ୍କା ବ୍ୟବସାୟୀଙ୍କ ମୁଣ୍ଡରେ ଆଘାତ କରି ଦୁର୍ବୃତ୍ତମାନେ ଲୁଟି ନେଲେ ତାଙ୍କର ଟଙ୍କା ବ୍ୟାଗ । ଯାହାକୁ ନେଇ ଅଞ୍ଚଳ ରେ ଭୟ ର ବାତାବରଣ ସୃଷ୍ଟି ହୋଇଛି l ସୂଚନା ପ୍ରକାରେ ଆଜି ଦିନ ଆନୁମାନିକ ପ୍ରାୟ ୧୧ ସମୟ ରେ ରାଇଘର ର…

ପ୍ରତିଶ୍ରୁତି ପରେ ବି ମିଳିଲାନି ସରକାରୀ ବାସଗୃହ ଆତ୍ମାହୁତି ଧମକ ଦେଲେ ମହିଳା…

ହିଞ୍ଜିଳିକାଟୁ: ଦୀର୍ଘ ୬ ବର୍ଷ ପରେ ମଧ୍ୟ ପ୍ରତିଶ୍ରୁତି ପାଳନ ହେଲାନାହିଁ। ସବୁଆଡେ଼ ନିରାଶ ପରେ ଏବେ ବାସଗୃହ ନ ମିଳିଲେ ଆସନ୍ତା ଜାନୁଆରୀ ୨୬ରେ ଗଞ୍ଜାମ ଜିଲ୍ଲାପାଳ ଙ୍କ ଅଫିସ ସାମନାରେ ଆତ୍ମାହୁତି ଧମକ ଦେଇଛନ୍ତି ଜଣେ ମହିଳା।ପ୍ରକାଶ ଯେ, ହିଞ୍ଜିଳିକାଟୁ ବ୍ଲକ୍ ଗଣ୍ଡଳା ପଞ୍ଚାୟତ…

ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ବ୍ରହ୍ମପୁର : ଫକୀର ମୋହନ ସେନାପତି ଓଡିଶା ସାହିତ୍ୟ ଜଗତ ର ଅମୁଲ୍ୟ ରତ୍ନ ଥିଲେ, ତାଙ୍କର ରଚିତ ଛ ମାଣ୍ ଆଣ୍ଠ ଗୁଣ୍ଠ, ରେବତୀ, ସୁନା ବୋହୁ, ଡାକ ମୁନୁସୀ, ଧୁଳିଆ ବାବା ଇତ୍ୟାଦି ଅନେକ ଉପନ୍ୟାସ ଆଜିବି ଅମୁଲ୍ୟ ରତ୍ନ ବୋଲି ଆଜି ପବିତ୍ର ମକର ସଙ୍କରାନ୍ତି ତାଙ୍କ ତିଥି ଅନୁଯାୟୀ ଜନ୍ମ…

ରାଷ୍ଟ୍ରୀୟ ସ୍ବୟଂ ସେବକସଂଘ ପକ୍ଷରୁ ମକର ସଂକ୍ରାନ୍ତି ଉତ୍ସବ ପାଳିତ

ମାଲକାନଗିରି,୧୪|୧ : ମାଲକାନଗିରି ଜିଲ୍ଲା ସଦର ମହକୁମାସ୍ଥିତ ସୁବାସ ବୋଷ ଛକ ନିକଟରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପକ୍ଷରୁ ଆଜି ମକର ସଂକ୍ରାନ୍ତି ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ସଂଘର ନଗର ବୌଦ୍ଧିକ ପ୍ରମୁଖ ବିଘ୍ନରାଜ ସାହୁଙ୍କ ଅଧକ୍ଷତାରେ ଅନୁଷ୍ଟିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ…

କାମରେ ଆସୁନି ନରେଗା ଆଇନ : ଶ୍ରମିକଙ୍କ ବଦଳରେ ମେସିନ ମାଲିକଙ୍କୁ ରୋଜଗାର ଯୋଗଉଛି ମନରେଗା ଯୋଜନା

ମାଲକାନଗିରି,୧୪|୧ : ମାଲକାନଗିରି ଜିଲ୍ଲାରେ କାମରେ ଆସୁନି ନରେଗା ଆଇନ ମନରେଗା ଯୋଜନାରେ ଶ୍ରମିକ ବଦଳରେ ମେସିନ ଦ୍ଵାରା କାର୍ଯ୍ୟ କରାଇବା ଏକ ପ୍ରକାର ପ୍ରଥା ସ୍ୱରୂପ ହୋଇଯାଇଥିବା ବେଳେ ଏନେଇ ପୂର୍ବରୁ ବିଭିନ୍ନ ଗଣ ମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇଛି। ଏହା ସତ୍ବେ ମଧ୍ୟ ବିଭାଗୀୟ…

ଅଶ୍ଳୀଳତା ମୁକ୍ତ ହେବ ଖଣ୍ଡଗିରି ଯାତ୍ରା; ନାଚି ପାରିବେନି ନିଶା, ରାଣୀ ପ୍ରିୟଦର୍ଶିନୀ ଓ ସାହୁ ଭାଉଜ

ଭୁବନେଶ୍ବର: ରାଜଧାନୀର ଛାତି ଉପରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଆୟୋଜିତ ହେବାକୁ ଥିବା ଖଣ୍ଡଗିରି କୁମ୍ଭମେଳା ପାଖେଇ ଆସୁଛି। ସମୟ କମ୍‌ ଦିନ ଥିବାରୁ ଏବେ ପ୍ରସ୍ତୁତି ଜୋରସୋର୍‌ରେ ଚାଲିଛି। ସାଧୁସନ୍ଥମାନେ ମେଳା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ମନୋରଞ୍ଜନର ଖୋରାକ ଯୋଗାଇବାକୁ ଯାତ୍ରା…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି ଗୁପ୍ତସେବା ନୀତି ପାଇଁ…