ସିକଲ ସେଲ ରୋଗ ବିଷୟରେ ସଚେତନତା ଶିବିର

ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ସିକଲ ସେଲ ରୋଗ ବିଷୟରେ ଏକ ସଚେତନତା ଶିବିର ର ଆୟୋଜନ

ଛାତ୍ରୀଙ୍କୁ କମେଣ୍ଟ ମାରିବାକୁ କେନ୍ଦ୍ରକରି ତୁମୁଳକାଣ୍ଡ

ପାଟଣସାହି ଠାରୁ ବସ୍ ଟର୍ମିନାଲ ପରିସର ପାଲଟିଲା ରଣକ୍ଷେତ୍ର: ୨ ରୋମିଓ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳର ବିଭିନ୍ନ ସାହି ବସ୍ତିରେ ଗଢି ଉଠିଥିବା କୋଚିଂ ସେଣ୍ଟର ଓ ବସ୍ ଟର୍ମିନାଲ ଚା ଦୋକାନ ପାଲଟିଛି ରୋଡ ରୋମିଓଙ୍କ ଆଡ୍ଡାସ୍ଥଳୀ । ସ୍ଥାନୀୟ ସହର

ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ବିଶ୍ବ ମତ୍ସ୍ୟ ଦିବସ-୨୦୨୪  ପାଳିତ ହୋଇଯାଇଛି। ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରଫୁଲ୍ଲ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମାନ୍ୟବର ବିଧାୟକ, ଫୁଲବାଣୀ ଶ୍ରୀଯୁକ୍ତ ଉମା ଚରଣ ମଲ୍ଲିକ ମୁଖ୍ୟ

କଳାକାର ଭତ୍ତା ବୃଦ୍ଧି ହେଉ : ବରିଷ୍ଠ କଳାକାର ମହାସଂଘ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ତରଫରୁ ଏକ ବନ୍ଧୁ ମିଳନ ବୈଠକ ସୋରଡ଼ା ଜଗନ୍ନାଥ ମନ୍ଦିର ପରିସରସ୍ଥ 'ଗୀତଗୋବିନ୍ଦ' ଠାରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଳାକାର ଉମାଶଙ୍କର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମହାସଂଘ

ବେକରେ ରଶି ଲଗାଇ ଝୁଲି ପଡିଲେ ଦମ୍ପତି : ମୋବାଇଲ ପାଇଁ ଚାଲିଗଲା ୨ ଜୀବନ

ବାଲିଗୁଡା : ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା | ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ

ମାନସିକ ସ୍ୱାସ୍ଥ୍ୟ ପରିଚାଳନା ସମ୍ପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା

ଫୁଲବାଣୀ: ସ୍ୱେଛାସେବି ଅନୁଷ୍ଠାନ ସ୍ୱାତୀ ଓ ବେସିକ ନିଡ୍ ଇଣ୍ଡିଆ ସହଯୋଗରେ ଚାଲିଥିବା ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଏକ ଦିନିକିଆ କର୍ମଶାଳା ଜିଲ୍ଲା ଜି.ଏନ୍.ଏମ୍ ତାଲିମ୍ କେନ୍ଦ୍ର ଠାରେ ଆୟୋଜିତ ହୋଇଯାଇଛି । ମାନସିକ ଅସୁସ୍ଥ ବ୍ୟକ୍ତି ବିଶେଶଙ୍କୁ କୁପରି ଚିକିତ୍ସା

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଭୁବନେଶ୍ବର : ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।ଆଜି ଦିନ ପ୍ରାୟ ୧୦ଟା ୩୦ ଟା ସମୟରେ ମହିଳା ଜଣଙ୍କ ପଳାଶୁଣି ଛକରେ

୫ ବର୍ଷ ପୂର୍ବରୁ ବିଜେଡି ସରକାରକୁ ଫେରିବା ଅବାସ୍ତବ କଥା

ଭୁବନେଶ୍ବର : ଦିବା ସ୍ୱପ୍ନ ଦେଖୁଥିବା ବିଜେଡି ନେତାଙ୍କୁ ଜବାବ ଦେଲେ ନିଜ ଦଳର ବରିଷ୍ଠ ବିଧାୟକ ବଦ୍ରିନାରାୟଣ ପାତ୍ର। ସେ କହିଛନ୍ତି, ସଂଖ୍ୟାଗରିଷ୍ଠତା ପାଇ ବିଜେପି ସରକାର ଗଢ଼ିଛି। ଏଭଳି ସ୍ଥିତିରେ ବିଜେଡି ପୁଣି ସରକାର କରିବ, କଂଗ୍ରେସ ସହିତ ମିଶି ସରକାର କରିବ - ଆଦି କହିବା ଅବାସ୍ତବ

‘ପରଦା ପଛର ଖଳନାୟକଙ୍କୁ ଛଡ଼ାଯିବନି, କାର୍ଯ୍ୟାନୁଷ୍ଠାନ ନିଆଯିବ’

ଯାଜପୁର : ବିଜେଡିର ପ୍ରଭାବଶାଳୀ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଓରଫ ବବିଙ୍କ ଇଙ୍ଗିତରେ ତାଙ୍କ ସମର୍ଥକମାନେ ମୋ ଉପରେ ଆକ୍ରମଣ କରିଛନ୍ତି। ସେମାନେ ମୋତେ ମାରିଦେବା ପାଇଁ ଚାହୁଁଥିଲେ। ୨୫ ବର୍ଷର କ୍ଷମତାରେ ରହି ହଟିବା ପରେ ସେମାନେ ପଇସା ପାଇଁ ପରଦା ପଛରେ ରହି

ଆସନ୍ତା ୨୩ରେ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ୍‌କୁ ଅନୁମୋଦନ, ୨୬ରେ ବିଧାନସଭା

ଭୁବନେଶ୍ବର ୨୧।୧୧: ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ । ସେହିଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ । ମନ୍ତ୍ରୀ ମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି