ଯାଦବ ସମାଜର ଗୋବର୍ଦ୍ଧନ ପୂଜା ଓ ମଣ୍ଡେଇ ଯାତ୍ରା ପାଳିତ

ଉମରକୋଟ /ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ପଚରିପାରା ପଂଚାୟତ ସଦର ମହକୁମା ଠାରେ ରାଇଘର ବ୍ଲକରେ ବସବାସ କରୁଥିବା ସମସ୍ତ ଯାଦବ ସମାଜର ଜନସାଧାରଣ ଏକତ୍ରିତ ସମବେଦ ହୋଇ ଗୋବର୍ଧନ ପୂଜା କରିବା ସହ ମଣ୍ଡେଇ ଯାତ୍ରା କରିଛନ୍ତି |ଏହି ଗୋବର୍ଦ୍ଧନ ପୂଜାଟିରେ ସୀମାନ୍ତବର୍ତ୍ତୀ…

ଭାଗଚାଷୀଙ୍କୁ କ୍ଷତି ପୂରଣ ଦାବିରେ ସାନଖେମୁଣ୍ଡି ତହସିଲ ଅଫିସ ଠାରେ ବିକ୍ଷୋଭ….

ବ୍ରହ୍ମପୁର //ସାନଖେମୁଣ୍ଡି, ତା. ୧୪. ୧. ୨୦୨୫ରିଖ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଭାଗ ଚାଷୀଙ୍କୁ ନ୍ୟାୟ ପ୍ରଦାନ ଦାବୀ ନେଇ ଆଜି ଆଞ୍ଚଳିକ କୃଷକ ସଂଗଠନ ଓ ଅଲ ଇଣ୍ଡିଆ କ୍ଷେତ ମଜଦୂର କିଷାନ ସଭାର ମିଳିତ ଆନୁକୂଲ୍ୟରେ ସାନଖେମୁଣ୍ଡି ତହସିଲ ସମ୍ମୁଖରେ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି l…

ବାଲିମେଳା ଏନ ଏ ସି ରେ ବଦଳିବକି ରାଜନୈତିକ ସମୀକରଣ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ଅଧକ୍ଷଙ୍କ ବିରୋଧରେ ଆସିପାରେ ଅନାସ୍ତା ପ୍ରସ୍ତାବ । ବର୍ତ୍ତମାନ ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛି । ଖବର ଅନୁଯାୟୀ ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ଥିବା ଅଧକ୍ଷଙ୍କ ବିରୋଧରେ ଆସିବାକୁ ଯାଉଛି ଅନାସ୍ତା ପ୍ରସ୍ତାବ, ଏନେଇ…

ଚାକିରୀ ନା’ରେ ଠକେଇ :୧୧ ହିତାଧିକାରୀଙ୍କ ଠାରୁ ଲୁଟି ନେଇଥିଲେ ୧୮.୭୦ ଲକ୍ଷ ଟଙ୍କା, ୨ ଦମ୍ପତି ଗିରଫ….

ହିଞ୍ଜିଳିକାଟୁ, ୧୨ା୧(): ସଉଦା ଦୋକାନରୁ ସର୍ମ୍ପକ । ପରେ ଭାବର ଆଦାନ ପ୍ରଦାନ । ସର୍ମ୍ପକ ଗଭୀର ହେବା ପରେ ସଉଦା ବାବଦକୁ ୨ଲକ୍ଷ ଟଙ୍କା ବକେୟା । ବକେୟା ଟଙ୍କା ସୁଝିନପାରି ଘରବାରି ଜାଗା ଦେବାକୁ କହି ବିଶ୍ୱାସ ଜନ୍ମାଇତିଲେ । ପରେ ଭୂବନେଶ୍ୱରରୁ ଆସି ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମକୁ…

ଅଧିକ ୭ଲକ୍ଷ ଟଙ୍କା ଯୌତୁକ ଦାବି କରି ନିର୍ଯ୍ୟାତନା, ଥାନାରେ ଏତାଲା

ହିଞ୍ଜିଳିକାଟୁ : ବିବାହର ୧୦ ଦିନ ପର ଠାରୁ ଯୌତୁକ ବାବଦକୁ ଅଧିକ ୭ଲକ୍ଷ ଟଙ୍କା ଦାବି କରି ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି । ଏପରିକି ବଳପୂର୍ବକ ଗର୍ଭପାତ କରାଇବା ସହ ଦିଅରଙ୍କ ସହ ଶାରୀରିକ ସର୍ମ୍ପକ ନରଖିଲେ ହତ୍ୟା କରିବା ଧମକ ଦେଉଥିବା…

ବାଲିବୋଝେଇ ଟ୍ରକ ଓ ବାଇକ୍ ଧକ୍କା : ବାଇକ୍ ଧକ୍କାରେ ମହିଳା ଗୁରୁତର , ଟ୍ରକ ଓ ବାଇକ୍ ଜବତ

ହିଞ୍ଜିଳିକାଟୁ : ୫୯ନଂ ଜାତୀୟ ରାଜପଥ ତଥା ହିଞ୍ଜିଳିକାଟୁ ପୌରାଞ୍ଚଳ ବଇଁଚବଣିଆ ଛକ ନିକଟରେ ବାଲି ବୋଝେଇ ଟ୍ରକ (ଓଆର୧୯ବି ୩୭୯୮) ସହ ଏକ ମୋଟର ସାଇକେଲ(ଓଡି୩୨ଏଚ୍ ୬୦୮୦)ର ଧକ୍କା ଘଟିଛି । ମୋଟର ସାଇକେଲ ଧକ୍କାରେ ଜଣେ ପଥଚାରୀ ମହିଳା ଗୁରୁତର ଆହତ ହୋଇଛନ୍ତି । ଆହତ ମହିଳା ଜଣଙ୍କ ହେଲେ…

ମଛେନ୍ଦ୍ର ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବ୍ୟାଘ୍ରଦେବୀ କ୍ରିକେଟ କ୍ଳବ, ଭଞ୍ଜନଗର ଦଳ ୧୯ ରନରେ ଦଳ ବିଜୟୀ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଇଗଲ କ୍ରିକେଟ କ୍ଳବ ଆନୁକୂଲ୍ୟରେ ସ୍ଥାନୀୟ ପୌରାଞ୍ଚଳ ମିନି ଷ୍ଟାଡିୟମ ପରିସରେ ମଛେନ୍ଦ୍ର ସ୍ମ।।ରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଲିଗ ମ୍ୟାଚ୍ ସୋମବାର ବ୍ୟାଘ୍ରଦେବୀ କ୍ରିକେଟ କ୍ଳବ, ଭଞ୍ଜନଗର ଓ ପାଇନିଅର କ୍ରିକେଟ କ୍ଳବ, ବେଗୁନିଆପଡା ମଧ୍ୟରେ…

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଅଭିଯୋଗ ଶୁଣାଣୀ

ଚିକିଟୀ : ଏହି ବ୍ଲକ ସମ୍ମୀଳନୀ କକ୍ଷରେ ଆଜି ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ ଶେଖର ଭୋଇ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ା. ଶ୍ରବଣ…

ମହାକୁମ୍ଭ ୨୦୨୫: ପ୍ରଥମ ଦିନରେ ୧.୫ କୋଟି ଶ୍ରଦ୍ଧାଳୁ କଲେ ମହାସ୍ନାନ

ନୂଆଦିଲ୍ଲୀ: ଆସ୍ଥାର ମହାପର୍ବ ମହାକୁମ୍ଭ ଜାନୁଆରୀ ୧୩ ସୋମବାରରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ଆଜି ପୌଷ ପୂର୍ଣ୍ଣିମାର ଅମୃତ ସ୍ନାନ । ପ୍ରାତଃରୁ ହିଁ ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ଅଦୃଶ୍ୟ ସରସ୍ୱତୀ ନଦୀର ସଙ୍ଗମରେ ସ୍ନାନ କରୁଛନ୍ତି । ଅନୁମାନ ଥିଲା ଯେ ଆଜି ପ୍ରାୟ ୧ କୋଟି…