୮ ଲକ୍ଷ ପୁରସ୍କାର ଘୋଷିତ ମହିଳା ନକ୍ସଲ ରାଜେ କାଙ୍ଗେ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲା ପୁଲିସକୁ ଆଉ ଏକ ସଫଳତା ମିଳିଛି। ଗତ ଡିସେମ୍ବର ୨୨ ତାରିଖରେ ଏସଜେଡସିଏମ ବାଲମୁରି ନାରାୟଣ ରାଓକୁ କାଙ୍କେର ପୁଲିସ ଗିରଫ କରିଥିବା ବେଳେ ତାଙ୍କ ପତ୍ନୀ ରାଜେ କାଙ୍ଗେ ଓରଫ ନିର୍ମଳା ଓରଫ ମାଳତିକୁ ମଧ୍ୟ ଗିରଫ…

ଆୟୁଷ୍ମାନ ଭାରତ ଯୋଜନାରେ ଓଡ଼ିଶା ସାମିଲ; ୧.୦୩ କୋଟି ପରିବାର ହେବେ ଉପକୃତ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଗ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏନେଇ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ,…

ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ

ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ନେଇ ସରଗରମ ହୋଇଛି ରାଜନୀତି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି। ଶଙ୍ଖ ଭବନକୁ ନେଇ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ ହୋଇଛି। ବିଜେପି ନେତାଙ୍କ ଏପରି ଅଭିଯୋଗର…

ପୌଷ ପୂର୍ଣ୍ଣିମା; ସୁନା ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତୀ

ପୁରୀ: ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ଅଟେ । ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଟ ଯାତ୍ରା ଅଟେ । ଆଜିର ଦିନରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ…

ବାଂଲାଦେଶ ଡେପୁଟି ହାଇ କମିଶନରଙ୍କୁ ସମନ କଲା ଭାରତ

ଭାରତ ଓ ବାଂଲାଦେଶ ମଧ୍ୟରେ ଲଗାତର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ବଢ଼ିବାରେ ଲାଗିଛି ସୀମା ବିବାଦ। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ବହିଷ୍କାର କରିବା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ଥିବା ଜଣାପଡିଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ…

ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ ବୋଲି ସେ କହିଛନ୍ତି । …

ଅଷ୍ଟ ପ୍ରହର ମହା ନାମ ଯଜ୍ଞ

ଉମରକୋଟ / ରାଇଘର : ଆଧ୍ୟାମିକ ଭକ୍ତି ଭାବନାରେ କଲି ଯୁଗେ ଧୀରେ ଧୀରେ ଲୋକେ ନିଜକୁ ସମର୍ପିତ କରୁଥିବା ବିଶେଷ କରି ଏବେ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। କୋଉଠି ଗାୟତ୍ରୀ ମହାଯଜ୍ଞ ତ ଆଉ କୋଉଠି କଲାକୃଷ୍ଣ ମହାଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ବର୍ତ୍ତମାନ ଗାଁ ଗହୁଲିରେ ବହୁ ମାତ୍ରାରେ…

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ। କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ ଆହତ ହୋଇଛନ୍ତି । ସେପଟେ ଚାଇନିଜ ପ୍ଲାଷ୍ଟିକ ସୂତା ଏବଂ ମାଞ୍ଜା ସୂତା ବ୍ୟବହାର…

କୁମ୍ଭମେଳାରେ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା

ଗଳାରେ ରୁଦ୍ରାକ୍ଷ ମାଳା। ଦେହରେ ଗେରୁଆ ବସ୍ତ୍ର। ଭକ୍ତି ରଙ୍ଗରେ ରଙ୍ଗେଇ ହେଲେ ଆପଲ୍‌ର ସହ ପ୍ରତିଷ୍ଠାତା ଦିବଙ୍ଗତ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା। ସେ ମହାକୁମ୍ଭା ମେଳାରେ ବୁଡ଼ ପକାଇବେ। ଏଥିପାଇଁ ପ୍ରୟାଗରାଜରେ ସେ ଶନିବାରଠୁ ଡେରା ପକାଇଛନ୍ତି। ଗଙ୍ଗା,…

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଏନଏସିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ମାଲକାନଗିରି : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନଏସିରେ ଆଜି ନୂତନ ନିର୍ବାହୀ ଅଧିକାରୀ ଭାବେ ସହକାରୀ ଜିଲ୍ଲାପାଳ ମୁନା ତୁରୁକ ବିଧିବଦ୍ଧ ଭାବେ ଦାୟୀତ୍ବ ଗ୍ରହଣ କରିଛନ୍ତି। ସେହିପରି ପୁର୍ବତନ ନିର୍ବାହୀ ଅଧିକାରୀ ରାଜେଶ ମହାପାତ୍ର ଏଠାରୁ ବଦଳି ହେବା ପରେ…