ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ । ତେବେ ୨୦୧୫ ମସିହା ତାଙ୍କ ଜୀବନର ମୋଡ ବଦଳାଇ ଦେଇଥିଲା…

ବିବେକାନନ୍ଦଙ୍କ ଜୟନ୍ତୀ ତଥା ଯୁବ ଦିବସ ପାଳନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଯୁବ ଦିବସ ପାଳନ ମହାସମାରୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ମଣ୍ଡଳପଦର ଉ:ପ୍ରା: ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ…

ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍‌

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ ବଡ କଥା ହେୁଛି ତାଙ୍କୁ ପ୍ରଥମରୁ କେହି କେମିତି…

ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍‌ଘାଟିତ ହେଲା Z ମୋଡ୍‌ ଟନେଲ୍‌

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍‌ ଟନେଲ୍‌। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। ଏହି ଟନେଲ୍‌ ଦ୍ୱାରା ବିଶେଷ କରି ଭାରତୀୟ ସେନା ଉପକୃତ ହେବେ। ଆଜି…

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଙ୍କ ଜୟନ୍ତୀ ଉତ୍ସବ ପାଳିତ

ଛତ୍ରପୁର : ଆଧୁନିକ ଓଡିଶାର ନିର୍ମାତା ତଥା ଓଡିଶାର ବରପୁତ୍ର ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ମହା ଆଡମ୍ବର ସହକାରେ ପାଳନ କରାଯାଇଛି । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜଳନ ସହ ଅତିଥିମାନେ ରାମଚନ୍ଦ୍ର…

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର 

ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର  । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ ଜାନୁଆରୀ ୧ ସୁଦ୍ଧା ଜୀବିତ ଥିବା ସବୁ…

ଉତ୍କଳ ସଂଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । ତେବେ ମୃତ୍ୟୁର…

ବରିଷ୍ଠ କଳାକାର ସଂଘର ଶୋକ ସଭା

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ତରଫରୁ ସଙ୍ଘ ସଦସ୍ୟ ଶିବାରମ ଶବତାଙ୍କ ଧର୍ମପତ୍ନୀ ଶ୍ରୀମତୀ ଶାରଳା ଦେବୀଙ୍କ ଦ୍ୱାଦଶାହ ଅବସରରେ ଏକ ଶୋକ ସଭା ସ୍ଥାନୀୟ ବାଲାଜୀପେଣ୍ଠ ସାହି ସ୍ଥିତ ମନମୋହନ ପ୍ରେସ ପରିସରରେ ସଂଘ ମହାସଚିବ ସୁବାସ…

LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ

ଏଲ୍‌ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍‌ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସୀମା ବିବାଦକୁ ନେଇ ଭାରତ ଓ ଚୀନ୍‌ ମଧ୍ୟରେ…

ଆସନ୍ତାକାଲିଠାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା…