CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍‌ ଉପରେ ବର୍ଷିଲେ ହାଇକୋର୍ଟ

ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍‌। ଏହି ନିର୍ବାଚନୀ ଭିତରେ ଆମ୍‌ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍‌ ସଚ୍ଚୋଟତା ଉପରେ କୋର୍ଟ ସନ୍ଦେହ ପ୍ରକାଶ କରିଛନ୍ତି। …

ହଂସିତା-ଅନୀଲ ମାମଲା: କେସ୍ ଡାଏରି ଦାଖଲ ହୋଇପାରିଲାନି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁଙ୍କର ପରିଚୟ ଦେଇ ଠକୁଥିବା ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମାମଲାରେ ନୂଆ ମୋଡ଼ ଆସିଛି। ମାମଲାରେ କେସ୍ ଡାଏରି ଦାଖଲ ହୋଇପାରି ନାହିଁ । କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଛି।…

ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର

ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ।…

ମହାକୁମ୍ଭରୁ ମାଲାମାଲ ହେବ ୟୁପି, ରାଜ୍ୟ ଆୟ କରିବ ୨ ଲକ୍ଷ କୋଟି!

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା। ସଙ୍ଗମସ୍ଥଳରେ ବୁଡ଼ ପକାଇବା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି। ପ୍ରଥମ ଦିନରେ ତ୍ରିବେଣୀ ସଙ୍ଗମରେ ପ୍ରାୟ ୫୦ ଲକ୍ଷ ଲୋକ ବୁଡ଼ ପକାଇଛନ୍ତି। ୨୬ ଫେବ୍ରୁଆରୀ ଯାଏ ଚାଲିବାକୁ ଥିବା ଏହି ମେଳାରେ ୪୫ କୋଟି…

ପ୍ରେସର ବୋମା ବିସ୍ଫୋରଣ: ୨ ଯବାନ ଓ ଜଣେ ଶିଶୁକନ୍ୟା ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଲନାର ଥାନା ଅଞ୍ଚଳର ତିମାପୁର ଗାଁରେ ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ପ୍ରେସର ବୋମାର ଶିକାର ଜଣେ ୧୦ ବର୍ଷର ଶିଶୁକନ୍ୟା ହୋଇଛନ୍ତି। ତିମାପୁର ଗ୍ରାମର ସୋଡି ମଲେ(୧୦) ଜଙ୍ଗଲ ଦେଇ ଆସୁଥିବା ବେଳେ…

ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’

ବାରିପଦା: ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ୬୬ ବର୍ଷ ବୟସରେ ଚହଲାରେ ‘ମହେନ୍ଦ୍ର’ର ମୃତ୍ୟୁ ହୋଇଛି । ଦୀର୍ଘଦିନ ହେବ ଅସୁସ୍ଥ ଥିଲା ‘ମହେନ୍ଦ୍ର’ । ଅନେକ ଦିନ ଧରି ‘ମହେନ୍ଦ୍ର’ର ଚିକିତ୍ସା ଚାଲିଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ମହେନ୍ଦ୍ରର ମୃତ୍ୟୁ ଘଟିଛି ।…

ବୁଢିଆଣୀ ଜାଲ ରେ ବ୍ରହ୍ମପୁର ଟ୍ରାଫିକ ବ୍ୟବସ୍ଥା :ଖୋଲାରେ ଖାଇ ମେଲାରେ ଶୋଇଛି ଟ୍ରାଫିକ ପୋଲିସ…..!

ଏକ ମୁହାଁ ରାସ୍ତା ଏବେ ଧର୍ମକୁ ଆଖି ଠାର …! କମିଶନରରେଟ ପୋଲିସ ବ୍ୟବସ୍ଥା ସାତ ଶପନ...ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ରେଶମ ସହରରେ ଟ୍ରାଫିକ ବ୍ୟବବସ୍ତା ସମ୍ପୂର୍ଣ ବିପର୍ଯ୍ୟସ୍ତ ହୋଇପଡିଛି।ବ୍ରହ୍ମପୁର ସହର ପାଇଁ କମିଶନରେଟ ପୋଲିସ ବ୍ୟବସ୍ଥା ସାତ ଶପନ l ଭିତ୍ତି ଭୂମି ନଥାଇ…

ନୟାଗଡ଼ ପୌର ପରିଷଦରେ ପୁସ୍ତକଛପା ଦୁର୍ନୀତି..!

ନୟାଗଡ଼: ନୟାଗଡ଼ ପୌର ପରିଷଦରେ ପୁଣି ଦୁର୍ନୀତିର ଅଭିଯୋଗ ଆସିଛି । ଜନସାଧାରଣଙ୍କୁ ସଚେତନ କରିବା ପାଇଁ ୩ ହଜାର ପୁସ୍ତକ ଛାପି ୮ହଜାର ୯ ଶହ ପୁସ୍ତକର ବିଲ୍ କରାଯାଇଥିବାର ଅଭିଯୋଗ ଆସିଛି ।ଗତ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନାର ପୁସ୍ତକ ଛାପି ପ୍ରତ୍ୟେକ…

ପୋଲିସ ପାଠ ଦୁଇ ଦୁଗୁଣେ ଆଠ ..! : ଚୋରା ଭଙ୍ଗା ମୋବାଇଲ ଚିହ୍ନଟ ପାଇଁ ଅଜବ ନିୟମ….!

ବ୍ରହ୍ମପୁର:ପୋଲିସ ଥାନାରେ ଚି଼ହ୍ନା ମୁହଁ ନଥିଲେ ନା ନା ଅସୁବିଧାର ସମ୍ମୁଖୀନ ହେବାର ନଜିର ରହିଛି। ସେଥିପାଇଁ ଗଞ୍ଜାମ ଲୋକେ କୁହନ୍ତି। ପୋଲିସ ପାଠ ଦୁଇ ଦୁଗୁଣେ ଆଠ ବୋଲି। କାରଣ ପୋଲିସ ହାତରେ ଅସୀମ କ୍ଷମତା ରହିଛି। ପୋଲିସ ଚାହିଁଲେ ଯାହାକୁ ସାହାଯ୍ୟ କରିପାରିବେ ହଇରାଣ ହରକତ ବି…

ରାୟଗଡ଼ାରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ରାୟଗଡା : ରାୟଗଡ଼ା ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ଗାୟତ୍ରୀ ମନ୍ଦିର ସଭା ଗୃହରେ ସମିତିର ସଭାପତି ଶ୍ରୀ ଯୋଗେଶ୍ଵର ଦାସଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ…