Sign in
Sign in
Recover your password.
A password will be e-mailed to you.
ମାଲକାନଗିରି ପୋଲିସ କୁ ମିଳିଛି ବଡ଼ ସଫଳତା :ଜବତ ହେଲା ଏସ ଏଲ ଆର ସହ ୫୨ ଜୀବନ୍ତ ଗୁଳି…
ମାଲକାନଗିରି : ମାଲକାନଗିରି ପୋଲିସ କୁ ମିଳିଛି ବଡ଼ ସଫଳତା ।ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଜିନେଲ୍ ଗୁଡ଼ା ଠାରେ ମାଓବାଦୀ ମାନେ ବିସ୍ପୋରକ ସାମଗ୍ରୀ ମାଟି ତଳେ ପୋତି ରଖିବା ସହ ମାଓ ଆକ୍ରମଣ ଯୋଜନା କରୁଥିବା ସୂଚନା ପାଇ ଥିଲେ ମାଲକାନଗିରି ଏସପି । ଏସପି ଙ୍କ ନେତୃତ୍ଵ ରେ ଡି!-->…
ଗଞ୍ଜାମ ଜିଲ୍ଲାରେ ରାଜସ୍ୱ ଓ ଖଣି ବିଭାଗ କୁ ଖୋଲା ଚ୍ୟାଲେଞ୍ଜ :ଜିଲ୍ଲାରେ ମାଳ ମାଳ କ୍ରସର ୟୁନିଟ……!
କିଛି ରାଜ୍ୟସ୍ୱ ଅଧିକାରୀ ଅଛନ୍ତି ଭାଗୁଆଳି...!!
ସରକାର ଙ୍କ ନିୟମ ଓ କଟକଣା କୁ ଫୁଁ……!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ସରକାରଙ୍କ ନୀତିନିୟମ କୁ ଉଲଂଘନ କରି ଛତୁ ଫୁଟିଲା ଭଳି ମାଳ ମାଳ କ୍ରସର ୟୁନିଟ ସ୍ଥାପନ ହୋଇଛି। ପୁରୁଷୋତ୍ତମପୁର, କନିଶି, କୁକୁଡ଼ାଖଣ୍ଡି, ଚିକିଟି, ଆସିକା!-->!-->!-->!-->!-->…
ରାମ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ
ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବିରମିତ୍ରପୁର ସହରାଞ୍ଚଳ ରେ ଆଜି ରାମ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ଏକ ବିଶାଳ ଶୋଭାଯାତ୍ରା ବାହାର କରାଯାଇଥିଲା । ସହରର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି!-->…
ବାଲିଗୁଡ଼ା ବ୍ଲକ୍ସ୍ତରୀୟ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକୀ ବୈଠକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗାୟତ୍ରୀ ମଣ୍ଡପ ଠାରେ ବାଲିଗୁଡ଼ା ବ୍ଲକ ସ୍ତରୀୟ ପଞ୍ଚାୟତ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ବ୍ଲକର ପ୍ରତି ପଞ୍ଚାୟତ ରୁ ଆସିଥିବା ଜନପ୍ରତିନିଧି ନିଜ ନିଜ ପଞ୍ଚାୟତର ସୁବିଧା ଅସୁବିଧା ବୈଠକରେ!-->…
ବାପାର ଛୁରା ମାଡ଼ରେ ପୁଅ ମୃତ : ବାପା ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ସିଙ୍ଗମିଲା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହ ନେଲା ଉଗ୍ର ଋପ । ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେପଟେ ହତ୍ୟାକାରୀ ବାପା ବାଲିଗୁଡ଼ା ପୋଲିସ୍ ନିକଟରେ!-->…
ଏକାଧିକ ସ୍ଥାନରେ ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଲକ୍ଷ ଲକ୍ଷ ଟଙ୍କାର ପୋଚ, ରନ୍ଧା ମଦ ନଷ୍ଟ
ଚିକିଟୀ : ଗଞ୍ଜାମ ଜିଲ୍ଲା ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ବେଆଇନ ଚୋରା ମଦଭାଟି ବଢ଼ିବାରେ ଲାଗିଥିବା ବେଳେ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନ ଓ ଚିକିଟୀ ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଶ୍ଵାମିତ୍ର!-->…
ପିଶାଚ ସ୍ୱାମୀର ବର୍ବର କାଣ୍ଡ, ସ୍ତ୍ରୀ ଗଳା କାଟି ଥାନାରେ ଆତ୍ମସମର୍ପଣ
ମାଲକାନଗିରି : ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଘଟିଯାଇଛି ଏକ ଜଘନ୍ୟ ହତ୍ୟାକାଣ୍ଡ । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରିଛି ସ୍ବାମୀ। ସ୍ତ୍ରୀ ଶ୍ରୀତି ବିଶ୍ୱାସଙ୍କ ବେକ ଓ ମୁହଁରେ ରହିଛି ଗଭୀର କ୍ଷତ। ଗତକାଲି!-->…
ଭୁବନେଶ୍ୱରରେ ଚମକିଲେ ବଣ୍ଡା ଯୁବତି, ସୁନ୍ଦରି ପ୍ରତିଯୋଗିତାରେ ଭାଗ ନେଇ ହେଲେ ଇଉପିଏ ବିଜେତା
ମାଲକାନଗିରି: ମାଲକାନଗିରି ଭଳି ଆଦିବାସୀ ବହୁଳ ବଣ ଜଙ୍ଗଲ ଘେରା ଜିଲ୍ଲାର ଜଣେ ବଣ ମଲ୍ଲୀର ମହକ ଆଜି ସାରା ଓଡିଶାକୁ ବିମହିତ କରିଛିl ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଥିବା ଟ୍ରାଇବାଲ ଗ୍ଲୋବାଲ ଫେଷ୍ଟରେ ଚମକିଛନ୍ତି ମାଲକାନଗିରି ଜିଲ୍ଲାର ବଣ୍ଡାଘାଟିର ଆଦିମ ଜଣଜାତିର ଝିଅ ଆଦିବାରୀ!-->…
୭୬ ତମ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
ଛତ୍ରପୁର : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣ ତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସାଧାରଣ ତନ୍ତ୍ର ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଦିବ୍ୟ ଜ୍ଯୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଡ.ପ୍ରମୋଦ କୁମାର!-->…
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।ଜବରଦଖଲକୁ ଉଚ୍ଛେଦ କରିବାକୁ ପ୍ରଶାସନ!-->…