Sign in
Sign in
Recover your password.
A password will be e-mailed to you.
ପୋଖରୀରେ ମାଛ ଚାଷ ନ କରିବା ନିମନ୍ତେ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ
ଛତ୍ରପୁର : ଗଞ୍ଜାମ ଜିଲ୍ଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ମନ୍ତ୍ରୀଡ଼ି ପଞ୍ଚାୟତର ବୟାଳୀ ଗ୍ରାମ ପୋଖରୀରେ ମାଛ ଚାଷ କରିବା ନିମନ୍ତେ ହୋଇଥିବା ନିଲାମ ବାତିଲ କରିବା ଲାଗି ଗଞ୍ଜାମ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଏକ ଲିଖିତ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି ଗ୍ରାମବାସୀ ମାନେ l ଏହି ପୋଖରୀ!-->…
ଉଚ୍ଚ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ନିଯୁକ୍ତି ପାଇଥିବା ସମସ୍ତ ପାର୍ଟ ଟାଇମ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ…
ଛତ୍ରପୁର, : ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶାରୀରିକ(କ୍ରୀଡା )ଶିକ୍ଷା ଓ କଳା ଶିକ୍ଷା (ଚିତ୍ର କଳା, ସଂଗୀତ କଳା )ଶିକ୍ଷା କୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥା ରେ ପ୍ରଚଳନ କରିବା ଓ ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧିନସ୍ଥ ସମଗ୍ର ଶିକ୍ଷା ଅଭିଯାନ ଯୋଜନା ରେ ଉଚ୍ଚ!-->…
ଡିଏଲସି ପଦବୀ ପୂରଣ ସମେତ ବିଭିନ୍ନ ଦାବୀ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ…
ଛତ୍ରପୁର,୧୮ /୧୧ : ଛତ୍ରପୁର ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ଡିଏଲସି ପଦବୀ ପୂରଣ କରିବା ସମେତ ବିଭିନ୍ନ ଦାବୀ ନେଇ ନିର୍ମାଣ ଶ୍ରମିକ ସଂଗଠନ ର ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟି ସୋମବାର ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇ ଙ୍କୁ ଭେଟିଛନ୍ତି । ଡ଼ିଏଲସି ପଦବୀ ପୂରଣ ନ ହେବା!-->…
ଶ୍ରୀକୃଷ୍ଣ ରାସ ଉତ୍ସବ,ପୁରୀ,୨୦୨୪ ରେ ଗୁରୁ ଶ୍ରୀ ଲକ୍ଷ୍ମୀନାରାୟଣ ପୁରୋହିତ ସମ୍ବର୍ଦ୍ଧିତ
ଫୁଲବାଣୀ : ପବିତ୍ର କାର୍ତ୍ତିକ ପୂର୍ଣିମା ଅବସରରେ ପୁରୀ ସଂସ୍କୃତି ଭବନ ଠାରେ ତ୍ରିଭଙ୍ଗ କଳା ନିକେତନ, ଭୁବନେଶ୍ଵର ପ୍ରସିଦ୍ଧ ଓଡ଼ିଶୀ ଗୁରୁ, ଓଡ଼ିଶୀ ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ବିକ୍ରମ ସାମଲଙ୍କ ଦ୍ୱାରା ଆୟୋଜିତ ଆନ୍ତର୍ଜାତିକ ଶ୍ରୀ କୃଷ୍ଣ ରାସ ଉତ୍ସବ,ପୁରୀ ଅନୁଷ୍ଠିତ ହୋଇଯାଇଛି। ଏହି!-->…
ଜାତୀୟ ଶିକ୍ଷା ନୀତିର ଆଦ୍ୟ ଶୈଶବ ଯତ୍ନ ଓ ଶିକ୍ଷା (ECCE)ଆଲୋଚନା ଚକ୍ର ଅନୁଷ୍ଠିତ
ଛତ୍ରପୁର : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜାତୀୟ ଶିକ୍ଷାନୀତି ୨୦୨୦ର ଆଦ୍ୟ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥି ପରିଚୟ ସହ ସ୍ଵାଗତ ଭାଷଣ ଦେଇଥିବାବେଳେ । ମୁଖ୍ୟ ଅତିଥି ଭାବରେ!-->…
ବାଲିଯାତ୍ରାକୁ ନେଇ କିଛି ତଥ୍ୟ
ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର)!-->…
ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି: ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ବର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ପ୍ରସ୍ତୁତି!-->…
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ବାଲିଯାତ୍ରାରେ ଅଘଟଣ ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ମୃତକ ହେଲେ ବିଶ୍ୱ ପ୍ରକାଶ ମନ୍ଥନ। ଘର ଜଗତସିଂହପୁର ଅଞ୍ଚଳରେ। କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ସେ ପଢୁଥିଲେ।
ବିଶ୍ୱ ପ୍ରକାଶ ବାଲିଯାତ୍ରା!-->!-->!-->…
ବାଘ ଛାଲ ଜବତ, ୩ ବେପାରୀ ଅଟକ
ବାଙ୍ଗିରିପୋଷି : ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ କଲରାପତରିଆ ବାଘ ଚମଡ଼ା ଜବତ ସହ ୩ ଅଟକ , ଅନ୍ୟ ଜଣେ ଫେରାର। ବନ ବିଭାଗ କୌଣସି ସୂତ୍ରରୁ ବାଘ ଛାଲ ବିକ୍ରି ହେଉଥିବାର ଖବର ପାଇ ବାଲିଖଣି ଗାଁ ରେ ଚଢ଼ାଉ କରିଥିଲେ। ୪ ଜଣ ବ୍ୟବସାୟୀ ଦୁଇଟି ବାଇକରେ ଜଙ୍ଗଲରୁ ବାଘଛାଲ!-->…
୨୦ରୁ ବରଗଡ଼, ୨୨ରୁ ସମ୍ବଲପୁରରେ ଧାନକିଣା
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ବରଗଡ଼ ଓ ୨୨ରୁ ସମ୍ବଲପୁରରେ ଖରିଫ ଧାନ କିଣା ଆରମ୍ଭ କରାଯିବ। ଧାନ ସଂଗ୍ରହ ସମୟରେ ଶସ୍ୟର ମାନ ପରୀକ୍ଷଣ ଲାଗି ପ୍ରଥମ ଥର ପାଇଁ ୨୦୦ଟି ମଣ୍ଡିଆରେ ସ୍ବୟଂକ୍ରିୟ ଶସ୍ୟ ମାନ ପରୀକ୍ଷଣ ଯନ୍ତ୍ର (ଅଟୋମେଟିକ୍ ଗ୍ରେନ୍ ଆନାଲାଇଜର) ଲଗାଯିବ। ୪୦୦୦ ମେଟ୍ରିକ!-->…