Sign in
Sign in
Recover your password.
A password will be e-mailed to you.
ସୋମବାର ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
କଟକ: ଆଜି ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ସମୀର ଦେ’ଙ୍କ ଦେହାନ୍ତରେ ଆଜି ଦିନକ ପାଇଁ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖାଯିବ । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ୬୮ ବର୍ଷ ବୟସରେ କଟକର!-->…
ଡେପୁଟି ଜେନେରାଲ୍ ମ୍ୟାନେଜରଙ୍କ ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ଭୁବନେଶ୍ବର : ମହାଧୂର୍ତ୍ତ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍(OPHWC) ବ୍ରହ୍ମପୁର ଡିଭିଜନ୍ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ଭିଜିଲାନ୍ସ ଟିମ୍କୁ ସକାଳୁ ସକାଳୁ ନିଜ ଘର ସମ୍ମୁଖରେ ଦେଖି ପଡ଼ୋଶୀର ଛାତକୁ ପିଙ୍ଗିଦେଲେ ବିଡ଼ା ବିଡ଼ା ନୋଟ। ପଡ଼ୋଶୀଙ୍କ ଛାତରୁ!-->…
ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ିଲା
କଟକ : ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ (BSE)। ପ୍ରେସ୍ ରିଲିଜ୍ ମାଧ୍ୟମରେ ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି SOSC ପରୀକ୍ଷା ୨୦୨୫!-->…
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଭୁବନେଶ୍ବର : କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କା ଆମ୍ବ ଟାକୁଆ ଟ୍ରାଜେଡିରେ ପୁଣି ଜଣଙ୍କ ଜୀବନ ଗଲା। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କର ଆଜି ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାଁ ଜିତା ମାଝୀ। ଏହା ସହିତ ଆମ୍ବ ଟାକୁଆ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୩କୁ!-->…
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
ଭୁବନେଶ୍ବର : ବିଜେଡି ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି। ରାୟଗଡାର ପୂର୍ବତନ ବିଜେଡି କାଉନସିଲର ଭାଗିରଥୀ ମଣ୍ଡାଙ୍ଗି ହତ୍ୟା ମାମଲାରେ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ଡିସେମ୍ବର ୯ ତାରିଖରେ ମାମଲାର!-->…
‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ମନ୍ତବ୍ୟ: କ୍ଷମାପ୍ରାର୍ଥନା କଲେ ମନୋଜ ମିଶ୍ର
ଭୁବନେଶ୍ବର: ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ବ୍ରିଭାନ୍ତିକର ମନ୍ତବ୍ୟ ଦେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା!-->…
ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଶୋକୀନଙ୍କୁ ତରବରିଆ ଭାବେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କ୍ୟାବିନେଟରେ ସାମିଲ…
ନୂଆଦିଲ୍ଲୀ : ଦିଲ୍ଲୀର କ୍ଷମତାସୀନ ଆପ୍ ସରକାର ସୋମବାର ଜାଟ୍ ନେତା ରଘୁଭିନ୍ଦରୀ ଶୋକୀନଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତ କରିଛି। କୈଳାଶ ଗେହଲଟ ମନ୍ତ୍ରୀ ପଦ ସହ ଆପ୍ ଛାଡ଼ିବାର ୨୪ ଘଣ୍ଟା ନ ପୁରୁଣୁ ଆପ୍ ତରିବରିଆ ଭାବେ ଶୋକୀନଙ୍କୁ ମନ୍ତ୍ରୀ କରିବା ପଛର କାରଣ ସ୍ପଷ୍ଟ ଭାବେ ଅନୁମେୟ!-->…
ଇରାନ୍ର ପରବର୍ତ୍ତୀ ଉତ୍ତରାଧିକାରୀ ବାଛିଲେ ଖାମେନେଇ
ତେହେରାନ : ନିଜ ଉତ୍ତରାଧିକାରୀ ବାଛି ନେଇଛନ୍ତି ଇରାନାର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲ୍ଲି ଖାମେନେଇ। ବେଶ୍ ସିକ୍ରେଟ୍ ରୂପେ ମୋଜତାବା ଖାମେନେଇକୁ ଇରାନ ସୁପ୍ରିମ ଲିଡରର ଗାଦିରେ ବାସାଇଥିବା ଦାବି କରାଯାଉଛି। ମୋଜତାବା ହେଉଛନ୍ତି ଖାମେନେଇଙ୍କ ସାନ ପୁଅ। ତେବେ ସେ ଏଭଳି କାହିଁକି!-->…
ପ୍ରିୟଙ୍କା ଗାନ୍ଧି ଭଦ୍ରା ରୋଡ ଶୋ’ କରୁଥିବା ବେଳେ ବିଜେପି ସମର୍ଥକ ଦଳର ପତାକା ଉଡ଼ାଇ ନାରାବାଜୀ କଲେ
ମୁମ୍ବାଇ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତ୍ରୀ ପ୍ରିୟଙ୍କ ଗାନ୍ଧି ଭଦ୍ରା ରବିବାର ନାଗପୁରରେ ବିଶାଳ ରୋଡ ଶୋ’ କରିଛନ୍ତି। ସେ ରୋଡ ଶୋ’ କରୁଥିବା ବେଳେ କିଛି ବିଜେପି ସମର୍ଥକ ତାଙ୍କୁ ଦେଖି ଗୋଟିଏ ବିଲଡିଂ ଉପରେ ରହି ଦଳର ପତାକା ଉଡ଼ାଇ ନାରାବାଜୀ କରିଥିଲେ।ହେଲେ!-->…
ସ୍ଥିତି ସାଂଘାତିକ: ସର୍ବୋଚ୍ଚ ସ୍ତରରେ ଦିଲ୍ଲୀ ପ୍ରଦୂଷଣ
ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀରେ ବାୟୁର ମାନ ସୋମବାର ଆହୁରି ଖରାପ ହୋଇଛି। ସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡ଼ିଛି। କାରଣ ସୋମବାର ଦିଲ୍ଲୀରେ ବାୟୁର ଗୁଣବତ୍ତା ସୂଚକାଙ୍କ(AQI) ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏଠାରେ ଆଜି ଏକ୍ୟୁଆଇ ୪୯୩ ରହିଛି। ଚଳିତ ଋତୁରେ ଏହା ସର୍ବାଧିକ ବୋଲି!-->…