ଝାଡ଼ଖଣ୍ଡ ପାଇଁ ଇଣ୍ଡିଆ ମେଣ୍ଟର ୭ଟି ଗ୍ୟାରେଣ୍ଟି

ରାଞ୍ଚି: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଇଣ୍ଡିଆ ମେଣ୍ଟ ନିଜର ଇସ୍ତାହାର ଜାରି କରିଛି। ରାଜ୍ୟରେ କ୍ଷମତାରେ ଥିବା କଂଗ୍ରେସ ଓ ଜେଏମ୍ଏମ୍ ର ମେଣ୍ଟ ଜନସାଧାରଣଙ୍କୁ ୭ଟି ଗ୍ୟାରେଣ୍ଟି ଦେଇଛି। ରାହୁଲ ଗାନ୍ଧିଙ୍କ ଉପସ୍ଥିତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ଓ କଂଗ୍ରେସ ସରକାର

ଯିବା ପୂର୍ବରୁ ତୃତୀୟ ବିଶ୍ବଯଦ୍ଧ ଆରମ୍ଭ କରିବାକୁ ଚାହୁଁଛନ୍ତି ବାଇଡେନ୍ !

ମସ୍କୋ: ଲାଗୁଛି ଯିବା ପୂର୍ବରୁ ବିଶ୍ବକୁ ୩ୟ ବିଶ୍ବଯୁଦ୍ଧ ମଧ୍ୟକୁ ଠେଲିଦେବାକୁ ଚାହୁଁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଶକ୍ତିଶାଳୀ ଦୂରଗାମୀ ଆମେରିକୀୟ କ୍ଷେପଣାସ୍ତ୍ର ବ୍ୟବହାର କରି ରୁଷ ଭିତରେ ଆକ୍ରମଣ କରିବାକୁ ବାଇଡେନ ଅନୁମତି ଦେଇଛନ୍ତି। ରୁଷ୍ ଏହାକୁ ସମ୍ଭାବ୍ୟ ତୃତୀୟ

ସ୍ବାମୀଙ୍କ ବିରୋଧରେ ନିର୍ବାଚନ ଲଢୁଛନ୍ତି କେନ୍ଦ୍ରମନ୍ତ୍ରୀଙ୍କ ଝିଅ

ମୁମ୍ବାଇ : ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜାରି ରହିଛି। ପ୍ରଚାରରେ ଅନେକ ରୋଚକ ମାମଲା ଦେଖିବାକୁ ମିଳୁଛି। ରାଜନୈତିକ ବାକ୍‌ଯୁଦ୍ଧ ଏବଂ ଅଭିଯୋଗ ତଥା ପ୍ରତିବାଦ ମଧ୍ୟରେ କେତେକ ଆସନରେ ସ୍ଥାନରେ ଦାଦା ପୁତୁରାଙ୍କ ମଧ୍ୟରେ ନିର୍ବାଚନୀ

ବାହାଘର ବେଳେ ବାଣ ଫୁଟାଇବାରୁ ହେଲା ଯୁକ୍ତିତର୍କ, ୯ ଜଣଙ୍କ ଉପରେ ଗାଡ଼ି ମଡ଼ାଇ ଦେଲେ

ଜୟପୁର : ସାମ୍ନାକୁ ଆସିଛି ଗୋଟିଏ ଭୟଙ୍କର ଘଟଣା । ୯ ଜଣଙ୍କ ଉପରେ କାର ଚଢ଼ାଇ ଦେଇଛନ୍ତି ଜଣେ ବ୍ୟକ୍ତି। ବାହାଘର ବେଳେ ହୋଇଥିବା ଯୁକ୍ତିତର୍କ ଯୋଗୁ ବ୍ୟକ୍ତି ଜଣଙ୍କ ଏପରି କାଣ୍ଡ ଘଟାଇଛନ୍ତି। ରାଜସ୍ଥାନର ଦଉସା ଜିଲ୍ଲାରେ ରବିବାର ରାତିରେ ଏପରି ଘଟଣା ଘଟିଛି। ଜିଲ୍ଲାର ଲାଡପୁରା ଗାଁରେ

ବିଜେପିରେ ଯୋଗଦେଲେ କୈଳାଶ ଗେହଲଟ, ଗତକାଲି ଆପରୁ ଇସ୍ତଫା ଦେଇଥିଲେ

ନୂଆଦିଲ୍ଲୀ : ବିଜେପିରେ ସାମିଲ ହୋଇଛନ୍ତି ଆପର ପୂର୍ବତନ ନେତା କୈଳାଶ ଗେହଲଟ। ସେ ଗତକାଲି ଆପରୁ ଇସ୍ତଫା ଦେବା ପରେ ଆଜି ବିଜେପିରେ ଯୋଗ ଦେଇଛନ୍ତି। ଆଜି ସକାଳେ ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଗେହଲଟ। ଆପରୁ ଇସ୍ତଫା ଦେବା ପରେ ଗେହଲଟ ବିଜେପିରେ ଯୋଗଦେବା ନେଇ ଚର୍ଚ୍ଚା

ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା : ପୁଣି ଅଶାନ୍ତ ପଶ୍ଚିମବଙ୍ଗ। ଏଠାକାର ମୁର୍ସିଦାବାଦ ଜିଲ୍ଲା ପୁଣି ଥରେ ସାମ୍ପ୍ରଦାୟିକ ହିଂସାକୁ ନେଇ ଚର୍ଚ୍ଚାକୁ ଆସିଛି। ମୁର୍ସିଦାବାଦର ବେଲଡାଙ୍ଗା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହା ପରେ କର୍ତ୍ତୃପକ୍ଷଙ୍କୁ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରିଛି। ଡିଜିଟାଲ

ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର

ଭବାନୀପାଟଣା : ଡାକ୍ତରଙ୍କୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା। ଗର୍ଭବତୀ ମହିଳାଙ୍କଠାରୁ ୬୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ। କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସଙ୍କୁ ଭିଜିଲାନ୍ସ ଗିରଫ କରିବା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା

ଆରପାରିରେ ପୂର୍ବତନ ମନ୍ତ୍ରୀ, ବିଜେପି ନେତା ସମୀର ଦେ

କଟକ : ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ’। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା

ଦୁର୍ନୀତି ରେ ଉବୁଟୁବୁ ଗଞ୍ଜାମ ଜିଲ୍ଲା ପୂର୍ତ୍ତ ବିଭାଗ : ପୂର୍ତ୍ତ ବିଭାଗ ଏବେ ଗର୍ତ୍ତ ବିଭାଗ ରେ ପରିଣତ ହେଲାଣି…!

ବାବୁ ମାନେ ସରକାର କା ମାଲରେ ଜଣେ ଜଣେ କୁବେର…… ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ଅଧିକାଂଶ ପୂର୍ତ୍ତ ବିଭାଗ ରାସ୍ତାରେ ବଡ଼ ବଡ଼ ଗର୍ତ୍ତ ସୃଷ୍ଟି ହୋଇ ଥିବା ଦେଖିବାକୁ ମିଳୁଛି। ଆସିକା ରୁ ଭଞ୍ଜନଗର ଯିବା ରାସ୍ତାରେ ଭୂତ ବି ଯିବାକୁ ଭୟ କରିବା ଭଳି ପରିସ୍ଥିତି ହୋଇଛି। ଆସିକା

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଟ୍ରକ ଚକା ତଳେ ପଡି ଜଣେ ମୃତ, ତିନି ଗୁରୁତର

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପଙ୍ଗା ପଞ୍ଚାୟତର ଇର୍ପିଗୁଡ଼ା ନିକଟରେ ଘଟିଛି ଏକ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ପଛରୁ ଆସୁଥିବା ଟ୍ରକ୍ ଚକା ତଳେ ପଡ଼ି ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣାରେ ଜଣେ