Sign in
Sign in
Recover your password.
A password will be e-mailed to you.
୧୦ ଦଫା ଦାବି ନେଇ ଡାକ୍ତରଙ୍କ ଆନ୍ଦୋଳନ, କଳାବ୍ୟାଜ ପିନ୍ଧି କରୁଛନ୍ତି ରୋଗୀ ସେବା
ଭୁବନେଶ୍ବର: ଆଜିଠୁ ଡାକ୍ତରଙ୍କ ଆନ୍ଦୋଳନ । ଜାତୀୟ ଡାକ୍ତର ଦିବସରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର । ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ । କଟକ ଏସିବି ମେଡିକାଲ କଲେଜରେ କଳା ବ୍ୟାଜ ପିନ୍ଧି କାର୍ଯ୍ୟକୁ ଓହ୍ଲାଇଛନ୍ତି ଜୁନିୟର ଡାକ୍ତର ଓ RDA ଡାକ୍ତର ସଂଘ । ଗୋଟିଏ!-->…
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ସୁବର୍ଣ୍ଣପୁର : ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ଅଭାବନୀୟ ଘଟଣା ଘଟିଛି। ଗୁରୁତର ଯୁବକ ହେଲେ ବେରିହାପଡାର ଜୟ ବାଗ । ତାଙ୍କ ଗୋଡ଼, ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି ।!-->…
ମାଟିର ଝିଅ ତଥା ରାଜ୍ୟର ଗର୍ବ କିରଣ ଏକ୍କାଙ୍କୁ ସମ୍ବର୍ଦ୍ଧନା
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଲିମଡ଼ା ପଞ୍ଚାୟତର ପ୍ରତିଭାବାନ ହକି ଖେଳାଳି କିରଣ ଏକ୍କାଙ୍କୁ ବୀରମିତ୍ରପୁର ବିଧାୟକ ଶ୍ରୀ ରୋହିତ ଯୋସେଫ ତିର୍କୀ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ା କ୍ଷେତ୍ରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଖିଥିବା ସ୍ୱପ୍ନ ଏବେ ସାକାର!-->…
୩୦୦ ଫୁଟ ତଳକୁ ଖସିଲା କାର୍ : ଜଣେ ମୃତ, ४ ଆହତ
କୋରାପୁଟ : ତଳ ମିଟିଙ୍ଗ ପର୍ଯ୍ୟଟନ ସ୍ଥଳ ବୁଲିବା ହେଲା କାଳ । ତିନିଶହ ଫୁଟ ତକକୁ ଖସିଲା କାର ଜଣେ ମୃତ, ଚାରି ଆହତ । କୋରାପୁଟ ଜିଲ୍ଲା କାକିରିଗୁମା ଥାନା ଅନ୍ତର୍ଗତ ଲଛମଣି ଘାଟିରେ ତିନି ଶହ ଫୁଟ ତଳକୁ ଖସିଲା କାର । ତଳ ମିଟିଙ୍ଗ ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁ ଯାଉ ଥିବା ବେଳେ!-->…
ଅବସର କାଳୀନ ସମ୍ବର୍ଦ୍ଧନା ସଭା
ମାଲକାନଗିରି : ବୁଧବାର ଦିନ ମାଲକାନଗିରି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଗୋଷ୍ଠୀ ଶିକ୍ଷାଧିକାରୀଣି ଶ୍ରୀମତୀ ମମତା ସଏଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ମାଝୀଙ୍କର ଅବସର କାଳୀନ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା। ଉକ୍ତ ସଭାରେ!-->…
ବରଗଡ଼ରେ ୧,୭୫୦ କୋଟିର ମେଗା ଇଥାନଲ ପ୍ଲାଣ୍ଟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ
ବରଗଡ଼: ପଶ୍ଚିମ ଓଡ଼ିଶାର ଶିଳ୍ପ ଏବଂ କୃଷି କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୪ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବରଗଡ଼ଠାରେ ପ୍ରତିଷ୍ଠିତ ୧,୭୫୦ କୋଟି ଟଙ୍କାର ଏକ ବିଶାଳ ବାୟୋ-ଇଥାନଲ ପ୍ଲାଣ୍ଟର ଶୁଭାରମ୍ଭ କରିବେ। ଭାରତ!-->…
ରାଏବଗା ପୋଲିସ ପକ୍ଷରୁ ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନ ସଚେତନତା କାର୍ଯ୍ୟକ୍ରମ
ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ୍): ସୁନ୍ଦରଗଡ଼ ଜିଲ୍ଲା ରାଏବଗା ଥାନା ପରିସରରେ 'ନିଶାମୁକ୍ତ ଓଡ଼ିଶା' ଅଭିଯାନ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଶାମୁକ୍ତ ଓଡ଼ିଶା ଅଭିଯାନର ଅଂଶସ୍ୱରୂପ ରାଏବଗା ପୋଲିସ ପକ୍ଷରୁ 'ଆମ ପୋଲିସ ସମିତି' ବୈଠକ, ଏକ ନିଶାବିରୋଧୀ ଶପଥପାଠ!-->!-->!-->…
ଭୀମସାରର ୨ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ସମ୍ବଲପୁର: ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ବୁର୍ଲାର ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚ (VIMSAR)ର ଦୁଇ ଅଧିକାରୀଙ୍କୁ ଗିରଫ କରିଛି।
ସେମାନେ ହେଲେ ଏଷ୍ଟାବ୍ଲିସ୍ମେଣ୍ଟ୍ ଅଫିସର-କମ୍-ଅଫିସ୍ ସୁପରିଣ୍ଟେଣ୍ଡେଣ୍ଟ୍ ଧନୁର୍ଦ୍ଧର ବିଶ୍ୱାଳ!-->!-->!-->…
୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା, ଆଜିଠୁ ପ୍ରି ଟେଷ୍ଟ୍
ଭୁବନେଶ୍ୱର: ମେ’ ୧୫ ତାରିଖ ସୁଦ୍ଧା ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ ୧ ତାରିଖରୁ ଜନଗଣନା ପାଇଁ ସ୍ୱ-ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ତା ପରେ ମ୍ୟାପିଂ ସରିଛି। ୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବାକୁ ଯାଉଛି। ସେଥିପାଇଁ ପ୍ରସ୍ତୁତି ଆରମ୍ଭ!-->…
ଏଣିକି ଡ୍ରେନରେ ଲାଗିବ ସେନସର୍ : ବିଏମ୍ସି ବୈଠକରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର: ବର୍ଷା ଦିନ ଆସିଲେ ସହରର ସମସ୍ତ ଡ୍ରେନରେ ପାଣି ଭରିଯାଏ। ଏହାଛା ଡ୍ରେନରେ ପଙ୍କ ଭରିଗଲେ ମଧ୍ୟ ଡ୍ରେନ ପାଣି ଓଭର ପ୍ଲୋ ହୁଏ। ଏହାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ନୂଆ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ବିଏମ୍ସି ଅଧିନରେ ଥିବା ବଡ଼ ବଡ଼ ଡ୍ରେନରେ ସେନସର୍ ଲାଗିବ।!-->…