Sign in
Sign in
Recover your password.
A password will be e-mailed to you.
ପରକୀୟା ପ୍ରିତି: ମାଆ ଆଗରେ ପୁଅଝିଅଙ୍କୁ ଚେଙ୍କ ଦେଲା ପ୍ରେମିକ
ଭୁବନେଶ୍ବର: ରାଜଧାନୀର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ମହାବୀର ନଗର ବସ୍ତି ଅଞ୍ଚଳରୁ ନଜରକୁ ଆସିଛି ଛାତିଥରା ଘଟଣା। ବାପାର ଅନୁପସ୍ଥିତିରେ ମାଆ ପର ପୁରୁଷ ସହ ସମ୍ପର୍କ ରଖିଥିଲା। ଏମିତିକି ସବୁଦିନ ଘରକୁ କରୁଥିଲା ଯିବା ଆସିବା ଯୁବକଜଣକ। ହେଲେ ଏହି ସବୁକୁ ବରଦାସ୍ତ କରି ପାରିଲେନି ଭାଇ!-->…
ଦିଲ୍ଲୀରୁ ବିମାନ ଆସିବା ପରେ ଫେରିଲେ ପ୍ରଧାନମନ୍ତ୍ରୀ ମୋଦି
ଝାରଖଣ୍ଡର ଦେଓଘର ଏୟାରପୋର୍ଟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଅପେକ୍ଷା କରିବା ପରେ ଦିଲ୍ଲୀ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀରୁ ଗୋଟିଏ ସ୍ୱତନ୍ତ୍ର ବିମାନ ଦେଓଘର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦି ସେଥିରେ ଦିଲ୍ଲୀ ଫେରିଛନ୍ତି। ବାସ୍ତବରେ ମୋଦି ଯେଉଁ ବିମାରେ ଦେଓଘର!-->…
ମାସେ ଭିତରେ ୨ ଶହରୁ ଊର୍ଦ୍ଧ୍ବ ଚେନ୍ ଲୁଟେରା ଧରାପଡ଼ିଛନ୍ତି: ପିନାକ ମିଶ୍ର
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ହିଂସାର ମାତ୍ରା ବଢ଼ିବାରେ ଲାଗିଛି। ଚୋରି, ଠକେଇ, ଲୁଟ୍, ରାହାଜାନୀ ଆଦି ଘଟଣା ବଢ଼ିଚାଲିଛି। ସେହିପରି ଘରୋଇ କଳି ଓ ପାରିବାରିକ ହିଂସା ମଧ୍ୟ ସୀମା ଅତିକ୍ରମ କରିଛି। ବ୍ରାଉନ୍ସୁଗାର ବ୍ୟାପର, ମଦ-ଗଂଜେଇ କାରବାର ମଧ୍ୟ କିଛି କମ୍!-->…
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାକୁ ପ୍ରଚାର ପାଇଁ ଯାଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଓ ଏହା ମଧ୍ୟରେ ଥିବା ବ୍ୟାଗକୁ ଯାଞ୍ଚ କରାଯାଇଛି। ନିର୍ବାଚନ ବେଳେ ଟଙ୍କା କିମ୍ବା ଅନ୍ୟାନ୍ୟ ଜିନିଷ ଲୋକଙ୍କୁ ଦେବା ଭଳି କାମ ଉପରେ ରୋକ ଲଗାଇବା ପାଇଁ ନିୟୋଜିତ!-->…
ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର। ଭଦ୍ରକ କେନ୍ଦୁଆପଦା ରେଳ ଷ୍ଟେସନ ନିକଟସ୍ଥ ଧାରଣାରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସାବରଙ୍ଗ ଥାନା ଅଧିନ କେଦାରପୁର ପଞ୍ଚାୟତ ଶେରପୁର ଗ୍ରାମର ଲଲାଟେନ୍ଦୁ ବାରିକ। ତେବେ ତାଙ୍କ ଆତ୍ମହତ୍ୟାର କାରଣ!-->…
ଘର ଆଗରୁ ବାଇକ୍ ଚୋରି, ଥାନାରେ ଏତଲା…
ହିଞ୍ଜିଳିକାଟୁ :୧୫!୧୧ ହିଞ୍ଜିଳି ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଲୁଟେରାଙ୍କ ପ୍ରାଦୃଭାବ ବଢ଼ିବାରେ ଲାଗିଛି। କେତେ ବେଳେ କାହାରି ଏକ୍ସିଲ ଚୋରି ହେଉଚି ତ ଆଉ କେତେବେଳେ କାହାର ବାଇକ୍ । ଏହିଭଳି ଭାବେ ହିଞ୍ଜିଳି ଥାନା ଅନ୍ତର୍ଗତ ଶ୍ରୀରାମ ନଗର ୱାର୍ଡ ନଂ ୧୭ ବାସିନ୍ଦା ଶରଡ କୁମାର!-->…
ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ପେସା ଆଇନ୍
ଭୁବନେଶ୍ବର: ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ପେସା ଆଇନ୍ । ଏହି ପେସା ଆଇନ୍ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର । ଏହା ଲାଗୁ ପାଇଁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ସରକାର । ଆଜି ଜନତା ମଇଦାନରେ ଜନଜାତୀୟ ଗୌରବ ଦିବସରେ ଏଡି ଘୋଷଣା କରିଛନ୍ତି!-->…
ଜନ ଜାତୀୟ ଗୌରବ ଦିବସ ଅବସରରେଯୋଗ ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ…
ମାଲକାନଗିରି,: ୧୫ ନଭେମ୍ବର ୨୦୨୪ :ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଡିଏନକେ ଖେଳ ପଡିଆ ଠାରେ ଜିଲ୍ଲା ସ୍ତରୀୟ ଜନ ଜାତୀୟ ଗୌରବ ଦିବସ ଅନୁଷ୍ଠିତ ହୋଇଯାଇଛି । ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ!-->!-->!-->…
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ନ୍ୟୁଜିଲ୍ୟାଣ୍ଡ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି କାରିଆରିକି ମ୍ୟାପି-କ୍ଲାର୍କ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରି ପ୍ରତିବାଦ କରିଛନ୍ତି। ଏଥିସହ ସେ ଗୃହରେ ଏକ ବିଲକୁ ମଧ୍ୟ ଚିରି ଫିଙ୍ଗି ଦେଇଛନ୍ତି।
ଏହି!-->!-->!-->…
ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ମହାରାଷ୍ଟ୍ରର ବାଘୁଣୀ ଜିନ୍ନତ
ବାରିପଦା: ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ବାଘୁଣୀ ଜିନ୍ନତକୁ ଛଡ଼ାଯାଇଛି। ଏନକ୍ଲୋଜର ଭିତରେ ପ୍ରବେଶ ବେଳର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀର ବୟସ ୩ ବର୍ଷ ହୋଇଥିବା ବେଳେ ଏହାର ନାମ ଜିନତ ରଖାଯାଇଛି।
ବନ ବିଭାଗର ସ୍ବତନ୍ତ୍ର ଗାଡ଼ିରେ!-->!-->!-->…