Sign in
Sign in
Recover your password.
A password will be e-mailed to you.
କେନ୍ଦ୍ରୀୟ ବିଦ୍ୟାଳୟ ମାଲକାନଗିରିରେ ଧୂମଧାମରେ ଶିଶୁ ଦିବସ ପାଳନ
ମାଲକାନଗିରି : କେନ୍ଦ୍ରୀୟ ବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ କୈଳାଶ ମୀନାଙ୍କ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଭାରତ ର ପ୍ରଥମ ପ୍ରଧାନମନ୍ତ୍ରୀ ଶ୍ରୀ ଜବାହରଲାଲ ନେହେରୁ ଙ୍କ ପ୍ରତିଛବି କୁ ପୁଷ୍ପ ଗୁଚ୍ଛ ଅର୍ପଣ କରି ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ବିଦ୍ୟାଳୟ!-->…
ବିପ୍ପଣୀ ନିରୀକ୍ଷକମାନେ ମଣ୍ଡିରେ ଧାନ ବିକ୍ରୟ କରିବାକୁ ଚାଷୀମାନଙ୍କୁ ସଚେତନ କରିବାକୁ ପରାମର୍ଶ : ଜିଲ୍ଲାପାଳ
ଫୁଲବାଣୀ : ଖରିଫ୍ ବର୍ଷ- ୨୦୨୪-୨୫ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ କନ୍ଧମାଳ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିପ୍ପଣୀ ନିରୀକ୍ଷକମାନେ ମଣ୍ଡିରେ ଧାନ ବିକ୍ରୟ କରିବାକୁ!-->…
ଆସିକା ଜବର ଦଖଲ ଉଛେଦ ଧୂଆଁବାଣ…..?
ବଢ଼ିବା ରେ ଲାଗିଛି ଟ୍ରାଫିକ ସମସ୍ୟା...ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦ୍ୱିତୀୟ ସର୍ବ ବୃହତ ଗମନା ଗମନର କେନ୍ଦ୍ର ସ୍ଥଳି ଆସିକା। ଆସିକା ସହର ରେ ଚଳ ପ୍ରଚଳ ପାଇଁ ଖମ୍ବେଶ୍ୱରୀ ପାଟଣା ଓ ଅଶୋକ ସିନେମା ହାଲର କେଵେଳ ଏହି ଦୁଇଟି ରାସ୍ତା ରହିଛି। ବସଷ୍ଟାଣ୍ଡ ଯିବା ପାଇଁ କେବଳ ବିନାୟକ ବଜାର!-->…
ଜିଲ୍ଲାରେ ପର୍ଯ୍ୟଟନସ୍ଥଳର ବିକାଶ ଲାଗି ପର୍ଯ୍ୟଟନ ବିଭାଗକୁ ପତ୍ର ଲେଖିଲେ ବିଧାୟକ ନରସିଂହ ମାଡକାମୀ
ମାଲକାନଗିରି : ମାଲକାନଗିରି ଦୀର୍ଘବର୍ଷ ଧରି ଜିଲ୍ଲାରେ ମାଓ ପ୍ରଭାବ ଯୋଗୁଁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଠପ ହୋଇ ପଡ଼ିଥିଲା । ଯାଦ୍ୱାରା ଜିଲ୍ଲା ର ସବୁଜିମା ଓ ବିଭିନ୍ନ ଦର୍ଶନୀୟ ସ୍ଥାନ,ଜଳ ପ୍ରପାତ ଓ ପାର୍କ ପାଇଁ ଅନୁକୂଳ ଜାଗାର ବିକାଶ ସମ୍ଭବ ହୋଇପାରୁ ନଥିଲା । ମାଓ ଉପ ଦ୍ରଵ କମିବା ପରେ!-->…
ଜିଲ୍ଲା ସ୍ତରୀୟ ବନାଗ୍ନି ନିରାକରଣ ଓ ପ୍ରତିରୋଧ ବୈଠକ
ଫୁଲବାଣୀ : ଜଙ୍ଗଲ ଏବଂ ବନ୍ୟଜନ୍ତୁଙ୍କୁ ଜଙ୍ଗଲ ନିଆଁରୁ ରକ୍ଷା କରିବା ପାଇଁ ସରକାର ଅଗ୍ନି ଅସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରିବା ପାଇଁ ବିଭିନ୍ନ ବିଭାଗ ସହିତ ସମନ୍ବୟ ରକ୍ଷା କରିବାକୁ ସ୍ଥିର କରିଛନ୍ତି ଏବଂ ଆଗକୁ ଆସୁଥିବା ଅଗ୍ନିକାଣ୍ଡ ଘଟଣାରେ ଜଙ୍ଗଲରେ ନିଆଁକୁ ରୋକିବା ପାଇଁ ଏକ!-->…
“ବୋଇତ ବନ୍ଦାଣ ମହୋତ୍ସବ” ପାଇଁ ଗୋପାଳପୁର ଠାରେ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର, ୧୪/୧୧ : ଉତ୍କଳୀୟ ପରମ୍ପରାର ଅନନ୍ୟ ପର୍ବ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ହେବାକୁ ଥିବା "ବୋଇତ ବନ୍ଦାଣ ମହୋତ୍ସବ" ପାଇଁ ଆଜି ଗୋପାଳପୁର ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ସରକାରଙ୍କ!-->…
ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପକ୍ଷରୁ ଶିଶୁ ମହୋତ୍ସବ ଓ ପୁରସ୍କାର ବିତରଣ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ନୃସିଂହ କଳା ମନ୍ଦିର ପକ୍ଷରୁ ଶିଶୁ ଦିବସ ପାଳନ ଅବସରରେ ଗୁରୁବାର ସନ୍ଧ୍ୟାରେ କଳାମନ୍ଦିର ପରିସରରେ ଶିଶୁ ମହୋତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକଙ୍କ!-->…
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ ନେଟୱର୍କ ସେବା
ମାଲକାନଗିରି : ମାଲକାନଗିରି ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଉର୍ଦ୍ଧ୍ଵ ଲୋକେ ଉପକୃତ ହୋଇଛନ୍ତି । ଉକ୍ତ ଗ୍ରାମ ଅଞ୍ଚଳଗୁଡିକୁ ବଣ, ପର୍ବତ!-->…
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ
ବାଲିଗୁଡା : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର!-->…
ତାରବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ!-->…