Sign in
Sign in
Recover your password.
A password will be e-mailed to you.
ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରିବ ବିଜେପି: ମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ତାରିଖକୁ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ଦେଶବ୍ୟାପୀ ପାଳନ କରାଯିବ । ଏନେଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୁଚନା ଦେଇଛନ୍ତି ।
ସେ କହିଛନ୍ତି!-->!-->!-->…
ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ
ରାଞ୍ଚି: ଝାଡ଼ଖଣ୍ଡରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି। ଭୋଟରମାନେ ୬୮୩ ପ୍ରାର୍ଥୀଙ୍କର!-->…
ଏଥର ବାଲିଯାତ୍ରାରେ ସାମିଲ ହୋଇପାରନ୍ତି ୧୨ ଦେଶର ରାଷ୍ଟ୍ରଦୂତ
କଟକ: ଚଳିତ ଥର ବାଲି ଯାତ୍ରାରେ ଅତି କମରେ ୧୨ଟି ଦେଶର ରାଷ୍ଟ୍ରଦୂତ ଯୋଗଦେବାର ସମ୍ଭାବନା ରହିଛି।
କଟକ ସହରରେ ଆୟୋଜିତ ଏହି ଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହୋଇ ୨୨ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆଠ ଦିନ ଧରି ଚାଲିବ।
ଏଥିରେ ଅଂଶଗ୍ରହଣ କରିବାକୁ ୧୨ଟି ଦେଶର ରାଷ୍ଟ୍ରଦୂତମାନେ ନିଜର ଇଚ୍ଛା!-->!-->!-->!-->!-->…
ଝାଡ଼ଖଣ୍ଡରେ ପ୍ରଚାର ବେଳେ ଅଭିନେତା ମିଥୁନଙ୍କ ପକେଟମାର୍
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଯାଇଥିବା ବିଜେପି ନେତା ତଥା ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ପକେଟମାର୍ ହୋଇଛି। ମିଥୁନ ପ୍ରଚାର କରିବାକୁ ପହଞ୍ଚିଥିବା ମଞ୍ଚରୁ ତାଙ୍କ ପର୍ସ ଚୋରି ହେବା ନେଇ ଘୋଷଣା କରାଯାଉଥିବା ଏକ ଭିଡିଓ ସୋଶାଲ ମିଡିଆରେ ଖୁବ ଭାଇରାଲ ହେଉଛି। ତାଙ୍କ!-->…
ସରକାରୀ କାର୍ଯ୍ୟ ପାଇଁ ଏଥର ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ
ଭୁବନେଶ୍ୱର: ସରକାରୀ କାର୍ଯ୍ୟ ପାଇଁ ଏଣିକି ମନ୍ତ୍ରୀମାନେ ବିମାନରେ ଯାତ୍ରା କରିପାରିବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀ ବିମାନରେ ଯାତ୍ରା କରିପାରିବେ ।!-->!-->!-->…
ଶରଦ ପାୱାରଙ୍କ ଫଟୋ ବ୍ୟବହାର କରିପାରିବେନି ଅଜିତ ପାୱାର ଗୋଷ୍ଠୀ
ମହାରାଷ୍ଟ୍ରରେ ଆସନ୍ତା ସପ୍ତାହରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିକୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଚାର ସମୟରେ ପାର୍ଟି ପ୍ରତିଷ୍ଠାତା ଶରଦ ପାୱାରଙ୍କ ଫଟୋ କିମ୍ବା ଭିଡିଓ ବ୍ୟବହାର ନକରିବାକୁ!-->…
ମନୋଜଙ୍କ ଆରୋପର ଜବାବ ଦେଲେ ସବ୍ୟସାଚୀ ଓ ତାପସ
ପୁଣି ଥରେ ବିବାଦରେ ଓଡ଼ିଆ ଫିଲ୍ମ ଅଭିନେତା ମନୋଜ ମିଶ୍ର। ତାଙ୍କ ତୁଣ୍ଡ ପାଇଁ ଆଜି ସେ ବିବାଦରେ। ତାଙ୍କ ନାଁରେ କଟକ ସାଇବର ଥାନାରେ ଏଫ୍ଆଇଆର୍ ହୋଇଛି। ଏଫ୍ଆଇଆର୍ ପରେ ଆଜି ମନୋଜ ମିଶ୍ର ଚିହିଁକି ଉଠିଛନ୍ତି। ଆଉ ସାମ୍ୱାଦିକ ସମ୍ମିଳନୀ କରି ସବୁ ନିର୍ଦ୍ଦେଶକଙ୍କ ନାଁ ନେଇ!-->…
ବଦଳିଲା ନିୟମ, ୭ ବର୍ଷ ପରେ ଏସଆଇ ହୋଇପାରିବେ ଇନ୍ସପେକ୍ଟର
ଭୁବନେଶ୍ୱର: ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର । ୭ ବର୍ଷ ପରେ ଜଣେ ସବ୍-ଇନ୍ସପେକ୍ଟର (ଏସଆଇ) ହୋଇପାରିବେ ଇନ୍ସପେକ୍ଟର । ପୂର୍ବରୁ ଏହା ୧୦ ବର୍ଷ ଥିବାବେଳେ ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ!-->…
ପୁଣିଥରେ ପାଦ ଛୁଇଁବାକୁ ଗଲେ ନୀତୀଶ, ହାତ ଧରିପକାଇଲେ ମୋଦି
ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁବାକୁ ଗଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ଯାଇଥିଲେ ନୀତୀଶ କୁମାର। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ସମେତ ଜେଡିୟୁ ଓ ବିଜେପିର ଅନେକ!-->…
ଅବକାରୀ ବିଭାଗକୁ ବଡ ସଫଳତା: ୭୫ କେଜି ଗଞ୍ଜେଇ ଜବତ, ୨ ଗିରଫ
ଅନୁଗୋଳ: ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ଅନୁଗୋଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି।
ସୂଚନା ଅନୁସାରେ ଆଜି ସକାଳ ୮ ଟା ବେଳେ ବଉଦ ଅଞ୍ଚଳରୁ ଏକ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା!-->!-->!-->…