ଶ୍ରୀମନ୍ଦିରରେ ଜେଟିପିଙ୍କ ମୁଣ୍ଡ ଫଟାଇ ଦେଲେ ବଙ୍ଗୀୟ ଭକ୍ତ

ପୁରୀ : ଶ୍ରୀମନ୍ଦିରରେ ଜେଟିପିଙ୍କ ମୁଣ୍ଡ ଫଟାଇଦେଲେ ବଙ୍ଗୀୟ ଭକ୍ତ। ଆଜି ସକାଳେ ଏପରି ଘଟଣା ଶ୍ରୀମନ୍ଦିର ଘଣ୍ଟି ଦ୍ୱାରରେ ଘଟିଛି। ଏନେଇ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ବଙ୍ଗୀୟ ପର୍ଯ୍ୟଟକଙ୍କ ପକ୍ଷରୁ ମଧ୍ୟ ପାଲଟା ଅଭିଯୋଗ ହୋଇଛି। ପୁଲିସ୍‌ ଜେଟିପି ଓ ବଙ୍ଗୀୟ

ନଭେମ୍ବର ୨୪ରେ ଏମାନଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନଭେମ୍ବର ୨୪ ତାରିଖରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇ କହିଛନ୍ତିି, ୨୪ ତାରିଖରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା । ସୁନ୍ଦରଗଡରେ ସ୍ୱତନ୍ତ୍ର

କୌଣସି ପରିସ୍ଥିତିରେ ବନ୍ଦ ହେବ ନାହିଁ ମଧ୍ୟାହ୍ନ ଭୋଜନ, ନିରାପଦ ଓ ସ୍ଵଚ୍ଛ ମଧ୍ୟାହ୍ନ ଭୋଜନକୁ ପ୍ରାଥମିକତା

ଭୁବନେଶ୍ୱର : ରାଜ୍ୟର ସମସ୍ତ ଜିଲ୍ଲାରେ ପୁଷ୍ଟିକର, ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧିକାରୀ ତଥା ରାଜ୍ୟ ସଂଯୋଜକ ଅଧିକାରୀ

ଶ୍ମଶାନରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଦର ପୋଡ଼ା ମୃତଦେହ ଉଠାଇ ଆଣିଲା ପୁଲିସ୍‌

ଭୁବନେଶ୍ବର : ପରିବାର ଓ ସମ୍ପର୍କୀୟ ଜଣାଇଲେ ନାହିଁ। ତରବରିଆ ଭାବେ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ମୃତଦେହକୁ ଶଶ୍ମାନରେ ପୋଡ଼ି ଦେଉଥିଲେ ତାଙ୍କ ବୋହୂ। ପରିବାର ଲୋକଙ୍କଠାରୁ ଅଭିଯୋଗ ପାଇ ପୁଲିସ୍‌ ଶ୍ମଶାନରେ ପହଞ୍ଚି ନିଆଁ ଲିଭାଇ ଦରପୋଡ଼ା ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ହୋମ୍‌ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ

ଭୁବନେଶ୍ବର : ରାଜ୍ୟରେ ହୋମ୍‌ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍ ପ୍ରତ୍ୟାହୃତ ହୋଇଛି। ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ୍‌ ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ

ପଦ୍ମ ବିଜେତାଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା

ଭୁବନେଶ୍ବର : ଆଜି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି।ରାଜ୍ୟରେ ବର୍ତ୍ତମାନ ୫୫ ଜଣ

ବିଜେଡି କାଉନ୍‌ସିଲରଙ୍କ ଘରୁ ଶିଶୁ ପୁତ୍ର ଉଦ୍ଧାର

ଭୁବନେଶ୍ବର : ବିଜେଡି କାଉନ୍‌ସିଲରଙ୍କ ଘରୁ ଶିଶୁ ପୁତ୍ର ଉଦ୍ଧାର। ବେଆଇନ୍‌ ଭାବେ ନିଜ ଘରେ ୪ ମାସର ଶିଶୁପୁତ୍ରକୁ ରଖିଥିଲେ। ଏପରି ଅଭିଯୋଗ ବାଲେଶ୍ୱର ଜିଲ୍ଲା ରେମୁଣା ଏନ୍‌ଏସିରୁ ଆସିଛି। CWC ଅଧିକାରୀ ଓ ପୁଲିସ୍‌ ବିଜେଡି କାଉନ୍‌ସିଲରଙ୍କ ଘରେ ଚଢ଼ଉ କରି ଶିଶୁ ପୁତ୍ରକୁ ଉଦ୍ଧାର

ରାମ ମନ୍ଦିର ନିର୍ମାଣ ପାଇଁ ମିଳୁନାହାନ୍ତି ଶ୍ରମିକ, ଦୁର୍ବଳ ହେଲାଣି ପଥର

ଅଯୋଧ୍ୟା : ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ବର୍ତ୍ତମାନ ପର୍ଯ୍ୟନ୍ତ ସଂପୂର୍ଣ୍ଣ ହୋଇନାହିଁ। ଜୁନ ୨୦୨୫ ସୁଦ୍ଧା ମନ୍ଦିର ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ବୋଲି ଧାର୍ଯ୍ୟ ହୋଇଥିଲା। ହେଲେ ଏହା ବର୍ତ୍ତମାନ ଆହୁରି ତିନି ମାସ ବିଳମ୍ବ ହୋଇପାରେ। ଅର୍ଥାତ ସେପ୍ଟେମ୍ବର ୨୦୨୫ ସୁଦ୍ଧା

ମଣିପୁରରେ ପୁଣି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା

ଇମ୍ଫାଲ : ପୁଣିଥରେ ଅଶାନ୍ତି ହୋଇ ଉଠିଛି ମଣିପୁର। ଏଠାରେ ପୁଣି ଜଣେ ମହିଳାଙ୍କୁ ଗୁଳି କରି ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରାଯାଇଛି। ଦିନକ ତଳେ ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ପୋଡ଼ି ହତ୍ୟା କରାଯାଇଥିଲା। ଆଜି ପୁଣି ଗୋଟିଏ ମହିଳା ବିରୋଧୀ ହିଂସାକୁ ନେଇ ଉତ୍ତେଜନା ଦେଖିବାକୁ

‘ଏକ୍ସ’ରେ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇ ଫସିଗଲେ ପାକ୍ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆମେରିକାର ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ନିର୍ବାଚିତ ହେବା ପରେ 'ଏକ୍ସ'ରେ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇ ଫସିଯାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ। କାରଣ ଚଳିତ ବର୍ଷ ହିଁ ପାକିସ୍ତାନରେ 'ଏକ୍ସ'କୁ ନିଷିଦ୍ଧ କରାଯାଇଛି। ଏହା ସତ୍ତ୍ୱେ ସେ ଭିପିଏନ୍