Sign in
Sign in
Recover your password.
A password will be e-mailed to you.
ସୁଇମିଂ ପୁଲ୍ରେ ବୁଡ଼ି ଯୁବତୀ ମୃତ, ହତ୍ୟା ଅଭିଯୋଗ ଆଣିଲା ପରିବାର
ପୁରୀ: ସୋମବାର ରାତିରେ ପୁରୀର ଏକ ହୋଟେଲରେ ଥିବା ସୁଇମିଂ ପୁଲରେ ଗାଧୋଇବା ବେଳେ ବୁଡ଼ି ଗଲେ ଜଣେ ୨୫ ବର୍ଷୀୟା ଯୁବତୀ। ମୃତକ ହେଲେ ସୁମିତ୍ରା ମହାପାତ୍ର ଓରଫ ମାମା। ସେ ଗୌଡାବାଡା ସାହିର ବାସିନ୍ଦା। ପୁଲିସ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଶବ ଜବତ କରି ବ୍ୟବଚ୍ଛେଦ ଲାଗି ସଂରକ୍ଷଣ ଗୃହରେ!-->…
ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ ଡାକ୍ତରଖାନାରେ ଆଖି ବୁଜିଲେ ବାପା
ଭୁବନେଶ୍ୱର: ଖଣ୍ଡଗିରି ହତ୍ୟାକାଣ୍ଡ ମାମଲା। AIIMSରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା। ପୂର୍ବରୁ ପୁଅ କୃଷ୍ଣ ପାଢ଼ୀର ମୃତ୍ୟୁ ହୋଇଥିବା ବେଳେ ବଞ୍ଚାଇବାକୁ ଯାଇ ବାପା ଗୁରୁତର ହୋଇ ଏମ୍ସରେ ଚିକିତ୍ସା ହେଉଥିଲେ। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ ପାଢ଼ୀଙ୍କର ବାପା ଆଖି!-->…
କାଳିପଲ୍ଲୀ ଚାଷୀଙ୍କୁ ନୂଆ ପରିଚୟ ଦେଉଛି କିଆଫୁଲ…
ଟାଟା ଷ୍ଟିଲ ଫାଉଣ୍ଡେସନ ସହଯୋଗରେ ସୁଦୃଢ ହେଉଛି ଜୀବିକା
ବନ୍ଦ ହେବ କି ୧୦,୨୦,୫୦,୧୦୦ ଟଙ୍କିଆ ନୋଟ୍ ?
ନୂଆଦିଲ୍ଲୀ : ବନ୍ଦ ହେବ କି ୧୦,୨୦,୫୦,୧୦୦? ସୋସିଆଲ ମିଡିଆରେ ଏକ ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଲୋଗୋ ଥିବା ଏକ ପୋଷ୍ଟର ରହିଛି। ପୋଷ୍ଟରରେ ଲେଖାଯାଇଛି ଯେ ୧୦, ୨୦, ୫୦ ଏବଂ ୧୦୦ ମୂଲ୍ୟର କାଗଜ ନୋଟ ୧ ଜୁଲାଇ, ୨୦୨୬ରୁ ବନ୍ଦ ହୋଇଯିବ। ସମସ୍ତ ନୋଟ ନୁହେଁ,!-->…
ରାମ ମନ୍ଦିର ଅର୍ଥ ଆତ୍ମସାତ୍ ଘଟଣାରେ ଅଭିଯୁକ୍ତ ଟିନ୍ନୁ ଯାଦବ ଘରୁ ଟଙ୍କା, ଅଳଙ୍କାର ଜବତ
ଅଯୋଧ୍ୟା : ଉତ୍ତରପ୍ରଦେଶ ଅଯୋଧ୍ୟା ଶ୍ରୀରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍ ଘଟଣାର ତଦନ୍ତ କ୍ରମରେ ପୁଲିସ ଅଭିଯୁକ୍ତ ରାମଶଙ୍କର ଯାଦବ ଓ ଟିନ୍ନୁ ଯାଦବଙ୍କ ଘରୁ ଟଙ୍କା, ଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ରବିବାର ପୁଲିସର ଏକାଧିକ ଟିମ୍ ଏହି ମାମଲାରେ ଗିରଫ ହୋଇଥିବା!-->…
ଦଳର ନାମ ଓ ଚିହ୍ନ ଜାଲିଆତି ; ଟିଏମ୍ସି ବିଦ୍ରୋହୀ ନେତାଙ୍କ ବିରୋଧରେ ମାମଲା
କଲକାତା : ମମତା ବାନାର୍ଜୀଙ୍କ ନେତୃତ୍ବାଧୀନ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମସି)ରେ ଲାଗି ରହିଥିବା ବିଦ୍ରୋହ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଦଳରେ ବିଦ୍ରୋହ ପ୍ରକାଶ ପୂର୍ବକ ଅଲଗା ଗୋଷ୍ଠୀ ଗଠନ କରିଥିବା କିଛି ନେତାଙ୍କ ବିରୋଧରେ ଟିଏମସି ପୁଲିସରେ ମାମଲା ରୁଜୁ କରିଛି। ଏହି!-->…
ରେଳ ଦୁର୍ଘଟଣାରେ ୨ ଶ୍ରମିକ ମୃତ ଓ ଦୁଇ ଗୁରୁତର
ନୂଆଦିଲ୍ଲୀ: ଆସାମର ଜୋଗୀଘୋପାସ୍ଥିତ ନରନାରାୟଣ ସେତୁ ଉପରେ ହୃଦୟବିଦାରକ ରେଳ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ରେଳବାଇର ନିର୍ମାଣ ଓ ରକ୍ଷଣାବେକ୍ଷଣ କାର୍ଯ୍ୟରେ ନିୟୋଜିତ ଦୁଇ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।!-->…
ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଲାଗି ଭାରତ ସରକାର ପଠାଇବେ ଦୁଇ ପ୍ରତିନିଧି…
ନୂଆଦିଲ୍ଲୀ : ଇରାନର ର୍ବୋଚ୍ଚ ନେତା ଆୟାତୁଲ୍ଳା ଅଲ୍ଳୀ ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବ ଭାରତ । ଖାମେନେଇଙ୍କ ପାଇଁ ଆୟୋଜିତ କାର୍ଯ୍ୟକ୍ରମ ଆରମ୍ଭ ୪ ଜୁଲାଇରୁ ହେବ । ଏଥିରେ ସାମିଲ ହେବାକୁ ଭାରତ ପକ୍ଷରୁ ବିହାରର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟୈଦ ଅତା ହସନେନ୍ ଓ!-->…
ଆସାମରେ ବନ୍ୟା ବିତ୍ପାତ: ୨୨ ହଜାର ପ୍ରଭାବିତ, ସହାୟତା ପ୍ରତିଶ୍ରୁତି ଦେଲେ ଅମିତ ଶାହ
ଗୌହ୍ବାଟୀ : ଆସାମରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ହାହାକାର ସ୍ଥିତି ଦେଖାଦେଇଛି । ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢିବାରେ ଲାଗିଛି । ଏକ ରେଳ ବ୍ରିଜ କ୍ଷତିଗ୍ରସ୍ତ ଯୋଗୁଁ ଏକ ଅଞ୍ଚଳକୁ ରେଳ ସଂଯୋଗ ଶେଷ ହୋଇଛି । ବନ୍ୟା ଯୋଗୁଁ ୬ଟି ଜିଲ୍ଲାରେ ପ୍ରାୟ ୨୨ ହଜାର ଲୋକେ ପ୍ରଭାବିତ!-->…
ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୩ ଶ୍ରମିକ ମୃତ, ୩ ଗୁରୁତର
ରାଜସ୍ଥାନ : ରାଜସ୍ଥାନ ଆମେରରେ ବଡ଼ ଅଘଟଣ । ଅରାବଳୀ ପ୍ୟାଲେସ ହୋଟେଲ ପରିସରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ପଡିଛି । ଏହି ଘଟଣାରେ ଧ୍ବଂସାବଶେଷ ତଳେ ଅଧା ଡଜନରୁ ଅଧିକ ଶ୍ରମିକ ଦବିଥିବା ଜଣାପଡିଛି । ଘଟଣାରେ ୩ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୩ ଜଣ ଆହତ!-->…