Sign in
Sign in
Recover your password.
A password will be e-mailed to you.
ସ୍ବାମୀର ପରକୀୟା ପ୍ରୀତିକୁ ସନ୍ଦେହ କରି ସ୍ବାମୀ ସ୍ତ୍ରୀ ମଧ୍ୟରେ ଝଗଡ଼ା : ଫାର୍ମ ହାଉସରେ ସ୍ତ୍ରୀକୁ ହତ୍ୟା କରି…
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବାହାଡ଼ାଝୋଲା ଫାଣ୍ଡି ଅନ୍ତର୍ଗତ ବେରୁହାଁବାରୀ ପଞ୍ଚାୟତ ବେଲଦୁଆର ଫାର୍ମ ହାଉସରେ ଗୁରୁବାର ରାତିରେ ସ୍ତ୍ରୀ ତପସ୍ଵିନୀ ସାହୁ(୨୯) ଙ୍କୁ ଯୋଜନା ବଦ୍ଧ ଭାବରେ ହତ୍ୟା କରି ହାତ ଗୋଡ଼ ବାନ୍ଧି ନିଜ ଫାର୍ମ ହାଉସ ପୋଖରୀକୁ ଫିଙ୍ଗି ଦେବା ପରେ ଦମକଳ!-->!-->!-->…
ବିଶିଷ୍ଟ ସେବା ପାଇଁ IPS ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର : IPS ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ । ବିଶିଷ୍ଟ ସେବା ପାଇଁ ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ । ୧୯୯୪ ବ୍ୟାଚ୍ ର ବରିଷ୍ଠ IPS, ନକ୍ସଲ ବିରୋଧୀ ଅଭିଯାନରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା । ବିଶିଷ୍ଟ ସେବା ପାଇଁ ବରିଷ୍ଠ IPS ଅଧିକାରୀ ସଞ୍ଜୀବ ପଣ୍ଡାଙ୍କୁ!-->…
ମଧୁ ବାବୁ ପେନ୍ସନ୍ ଯୋଜନାରେ ପଡ଼ି ରହିଥିବା ଆବେଦନ ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ମଧୁ ବାବୁ ପେନ୍ସନ୍ ଯୋଜନାରେ ପଡ଼ି ରହିଥିବା ଆବେଦନଗୁଡ଼ିକର ଯାଞ୍ଚ ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗୀୟ ସଚିବ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆବେଦନଗୁଡ଼ିକର ତୁରନ୍ତ ଯାଞ୍ଚ କରିବାକୁ କହିଛନ୍ତି।
ସୂଚନା ଅନୁଯାୟୀ, ମଧୁ ବାବୁ ପେନ୍ସନ୍!-->!-->!-->…
ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ
ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ!-->…
ଓଡ଼ିଶାର ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର
ଭୁବନେଶ୍ୱର : ବିଶିଷ୍ଟ ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା । ଓଡ଼ିଶାର ମୋଟ୍ ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର । ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ । ୧୦ ଜଣଙ୍କୁ ମିଳିବ ପ୍ରଶଂସନୀୟ ସେବା ପଦକ । ADG ସଞ୍ଜୀବ ପଣ୍ଡା ଓ DSP ସ୍ମିତାରାଣୀ ମହାନ୍ତିଙ୍କୁ!-->…
ଉଡ଼ାଣ ବାତିଲ ପରେ ଭୁବନେଶ୍ୱର ଏୟାରପୋର୍ଟରେ କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଲେ ଯାତ୍ରୀ
ଭୁବନେଶ୍ବର: ଏୟାରପୋର୍ଟ ପରିସରରେ ହଙ୍ଗମା। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସରେ ଯାତ୍ରୀଙ୍କ ହାଇଡ୍ରାମା। ବିମାନ ବାତିଲ ହେଲା ବୋଲି ରଣକ୍ଷେତ୍ର ପାଲଟିଲା ଏୟାରପୋର୍ଟ। ଏପରିକି କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଦେଲେ। ଷ୍ଟାଫ୍ ଙ୍କୁ ଗାଳି ଦେବା ସହ CISFକୁ କଲେ!-->…
ହସ୍ପିଟାଲ ଛାତରୁ ଡେଇଁ ପ୍ରାଣ ହରାଇଲେ ରୋଗୀ
ରାଉରକେଲା: ସହରର ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଜଣେ ରୋଗୀ ଡେଇଁ ପ୍ରାଣ ହରାଇଛନ୍ତି। ମୄତକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ଉକ୍ତ ବ୍ୟକ୍ତି କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି।
ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା!-->!-->!-->…
ଲଗାଣ ବର୍ଷା ଯୋଗୁଁ ବଢୁଛି ସାଳନ୍ଦୀ ଓ ଜଳକା ନଦୀର ଜଳସ୍ତର : ଅନେକ ତଳିଆ ଅଞ୍ଚଳ ପ୍ରଭାବିତ
ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ଜିଲ୍ଲାରେ ହଠାତ୍ ‘ଆକସ୍ମିକ ବନ୍ୟା’ ଆସିବାର ଆଶଙ୍କା ଦେଖାଦେଇଛି। ବୃଦ୍ଧି ପାଉଛି ସାଳନ୍ଦୀ ନଦୀର ଜଳସ୍ତର। ସକାଳ ୭ଟା ସୁଦ୍ଧା ସାଳନ୍ଦୀ ନଦୀ ରାଜଘାଟଠାରେ ବିପଦ ସଂକେତ ୧୭ ଫୁଟ ଥିବା ବେଳେ ବର୍ତ୍ତମାନ ୧୬.୨୦ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି।!-->…
ବୈତରଣୀରେ ପୁଣି ବନ୍ୟା ଆଶଙ୍କା, ସତର୍କ ରହିବାକୁ ପରାମର୍ଶ
ଆଖୁଆପଦା: ରାଜ୍ୟରେ ଜାରି ରହିଛି ବର୍ଷା। ବୈତରଣୀରେ ପୁଣି ବନ୍ୟା ଆଶଙ୍କା। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି। ବୈତରଣୀରେ ନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି। ନଦୀର ଉପରମୁଣ୍ଡ ଚମ୍ପୁଆରେ ଗତ ୨୪ ଘଣ୍ଟାରେ ୧୯୨ ମିଲିମିଟର ବର୍ଷା ହୋଇଥିବା ବେଳେ ଆନନ୍ଦପୁର!-->…
ଚମୋଲିରେ ଭୁଶୁଡ଼ିଲା ସୁଡ଼ଙ୍ଗ : ୧୩ ଶ୍ରମିକ ଉଦ୍ଧାର, ଫସିରହିଛନ୍ତି ୨୦
ଚମୋଲି: ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାର ପିପଲକୋଟିସ୍ଥିତ ଟେହରି ହାଇଡ୍ରୋ ଡେଭଲପମେଣ୍ଟ କର୍ପୋରେସନ୍ ଲିମିଟେଡ୍ (ଟିଏଚ୍ଡିସି) ପ୍ରକଳ୍ପରେ ନିର୍ମାଣାଧୀନ ସୁଡ଼ଙ୍ଗର ଏକ ଅଂଶ ଗୁରୁବାର ଭୁଶୁଡ଼ି ପଡ଼ିଛି। ସୁଡ଼ଙ୍ଗ ଭିତରକୁ ମାଟି ଓ ପାଣି ପଶିଯିବାରୁ ସେଠାରେ କାମ କରୁଥିବା ଅନେକ ଶ୍ରମିକ!-->…