Sign in
Sign in
Recover your password.
A password will be e-mailed to you.
ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ପରଲୋକ
ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ୯୨ ବର୍ଷରେ ଶ୍ରୀ ସିଂହ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀ!-->…
ବିଜୁଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳିତ
ଚିକିଟି : ଏହି ବ୍ଲକ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଚିକିଟି ପେଣ୍ଠ ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପ୍ରାଙ୍ଗଣରେ ଚିକିଟି ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେଡି ବିଧାୟକ!-->…
ଯୁବକଙ୍କ ଆତ୍ମହତ୍ୟା
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ପିତଳ କମାସାହିର ନଭ ଜେନା (୩୧) । ପ୍ରକାଶ ଯେ, ଯୁବକ ଜଣଙ୍କ ପ୍ରତିଦିନ ଭଳି ବୁଧବାର ଅପରାହ୍ନରେ ଘରକୁ ଫେରି ମଧ୍ୟାହ୍ନ ଭୋଜନ ସାରି ଘରର ୨ୟ!-->…
ମହର୍ଷି ବାଲ୍ମିକୀ ପ୍ଲେ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଗାୟତ୍ରୀ ମନ୍ଦିର ପରିସରରେ ଥିବା ମହର୍ଷି ବାଲ୍ମିକୀ ପ୍ଲେ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ମହା ଆଡମ୍ବର ସହକାରେ ବିଦ୍ୟାଳୟ ନିର୍ଦ୍ଦେଶକ ସନ୍ତୋଷ କୁମାର ସାହୁଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି l ଏହି!-->…
ଚିତ୍ରକୋଣ୍ଡା ଅଞ୍ଚଳରେ ଆଧାର କାର୍ଡ ସେଣ୍ଟର ବ୍ୟବସ୍ଥାକୁ ନେଇ ଲୋକ ହଟହଟା
ଚିତ୍ରକୋଣ୍ଡା : ଚିତ୍ରକୋଣ୍ଡା ଅଞ୍ଚଳରେ ଆଧାର କାର୍ଡ ସେଣ୍ଟର ବ୍ୟବସ୍ଥା କୁ ନେଇ ଲୋକ ହଟହଟା ହେବାକୁ ପଡୁଛି । ଏହିଭଳି ଅଭିଯୋଗ ଆଣିଛନ୍ତି କିଛି ସ୍ୱାଭିମାନ ଅଞ୍ଚଳବାସୀ । ଚିତ୍ରକୋଣ୍ଡା ସଦର ମହକୁମା ଠାରେ ଏକମାତ୍ର ଆଧାର କେନ୍ଦ୍ର କାର୍ଯ୍ୟକାରୀ ଥିବାବେଳେ ବହୁ ଲୋକ ବାରମ୍ବାର ଆସୁଥିଲେ!-->…
ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ : ଜୟନ୍ତୀ ଓ ସୁଶାସନ ଦିବସ ପାଳିତ
ଫୁଲବାଣୀ :ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୃତି ଭବନ ଠାରେ ପୂର୍ବତନ ପ୍ରଧାନ ମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହକୁ " ସୁଶାସନ ଦିବସ ଭାବେ ମହାସମାରୋହରେ ପାଳନ କରାଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ମନ୍ତ୍ରୀ, ସୂକ୍ଷ୍ମ, କ୍ଷୁଦ୍ର ଓ!-->…
ଆସିକାରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ
ଆସିକା : ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ 28 ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ପୂର୍ବତନ ବିଧାୟିକା ମଞ୍ଜୁଳା ସ୍ୱାଇଁ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ପୂର୍ବତନ ସାଂସଦ ପ୍ରମିଳା ବିଷୋୟୀ, ଗଞ୍ଜାମ ଜୋନ ବିଜେଡି ସଭାପତି!-->…
ଟିପିଏସ୍ଓଡିଏଲ୍ ପକ୍ଷରୁ କୋରାପୁଟରେ ମେଗା ସ୍ୱାସ୍ଥ୍ୟ ଶିବିର ଆୟୋଜିତ
କୋରାପୁଟ : ଜନସ୍ୱାସ୍ଥ୍ୟ ସହଭାଗିତା ଓ ସୁସ୍ଥ ସଂପ୍ରଦାୟ ଗଠନ କ୍ଷେତ୍ରରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ବ୍ଲକ୍ ଅନ୍ତର୍ଗତ ମାଝିଗୁଡ଼ା ଗାଁରେ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଛି । ଏହି ପଦକ୍ଷେପ!-->…
ଅଦିନିଆ ଲଘୁଚାପ ବର୍ଷାରେ ଧାନ ଓ ପନିପରିବା ଫସଲ ନଷ୍ଟ : କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ…
ହିଞ୍ଜିଳିକାଟୁ : ଚଳିତ ବର୍ଷ ଓଡିଶାକୁ ବିଳମ୍ବରେ ମୌସୁମୀ ପ୍ରବେଶ କରିଥିଲା । ଚାଷୀ ବହୁକଷ୍ଟରେ ଖରିଫ୍ ଧାନ ଅମଳ କରିଥିଲା । ଚଳିତ ବର୍ଷ ଧାନ ଫସଲ ବେଶ ଭଲ ହୋଇଛି । କ୍ଷେତରେ ସୁନେଲି ରଙ୍ଗର ଧାନକେଣ୍ଡାକୁ ଦେଖି ଚାଷୀର ମନ କୁଣ୍ଢେମୋଟ ହୋଇ ଯାଇଥିଲା । ହେଲେ ଅମଳ ବେଳକୁ ସତେଯେମିତି ଦଇବ!-->…
ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଦିବସ ପାଳିତ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌର ଓ ବ୍ଳକ ପକ୍ଷରୁ ଗୁରୁବାର ବିଜୁ ଜନତା ଦଳ ପକ୍ଷରୁ ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପୌରାଞ୍ଚଳ ବିଜେଡି ସଭାପତି ହୃଦୟାନନ୍ଦ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ବହୁ ଦଳୀୟ କର୍ମୀ ସ୍ଥାନୀୟ ପୈାର କାର୍ଯ୍ୟାଳୟ ପରିସରରୁ ଏକ ବିରାଟ ଶୋଭାଯାତ୍ରାରେ!-->…