ଲାହୋରରେ ସାଂଘାତିକ ବାୟୁ ପ୍ରଦୂଷଣ, ଭାରତକୁ ଦାୟୀ କଲା ପାକିସ୍ତାନ

ପାକିସ୍ତାନର ଅନ୍ୟତମ ପ୍ରମୁଖ ସହର ଲାହୋରରେ ବାୟୁ ପ୍ରଦୂଷଣ ଚରମ ସୀମାରେ ପହଞ୍ଚିଛି। ଘନ ଧୂମ କୁହୁଡ଼ି (ସ୍ମଗ) ବଳୟରେ ପୂରା ସହର ଆଚ୍ଛାଦିତ ହେଲାଣି। ସହରର ବାୟୁ ସୂଚକାଙ୍କ ସାଂଘାତିକ ଭାବେ ହ୍ରାସ ପାଇ ୧୦୬୭ରେ ପହଞ୍ଚିଛି। ତେବେ ଲାହୋର ବାୟୁର ଏପରି ଅବସ୍ଥା ପାଇଁ ପାକିସ୍ତାନର ମନ୍ତ୍ରୀ

ଚିକିତ୍ସାଧୀନ ଅବସ୍ଥାରେ ହାତୀ ‘ଯଶୋଦା’ର ମୃତ୍ୟୁ

ବାରିପଦା: ଚନ୍ଦକା ଅଞ୍ଚଳରୁ ସ୍ଥାନାନ୍ତରିତ ହେବାର ପ୍ରାୟ ୬ ମାସ ପରେ ସୋମବାର ଦିନ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ଚିକିତ୍ସାଧୀନ ଅବସ୍ଥାରେ ହାତୀ ‘ଯଶୋଦା’ର ମୃତ୍ୟୁ ଘଟିଛି। ପ୍ରାୟ ୬୦ ବର୍ଷ ବୟସର ଏହି କୁମକି ହାତୀଟି ସ୍ଥାନାନ୍ତରିତ ପରେ ଅସୁସ୍ଥ ହୋଇପଡିଥିଲା। ବନ ବିଭାଗର

ମାନୁନାହିଁ ଇସ୍କନ, ଆମେରିକା ହଷ୍ଟନରେ ରଥଯାତ୍ରା ପାଇଁ ପ୍ରସ୍ତୁତି

ଆମେରିକା ହଷ୍ଟନରେ ରଥଯାତ୍ରା ପାଇଁ ଇସ୍କନର ପ୍ରସ୍ତୁତି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଚିଠି ପରେ ବି ମାନୁନି ଇସ୍କନ । ଅଦିନିଆ ରଥଯାତ୍ରା ପରମ୍ପରା ବିରୋଧୀ କହିଥିଲେ ଗଜପତି । ଏନେଇ ହଷ୍ଟନ ଇସ୍କନ ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିଲେ ଗଜପତି । ଅଦିନିଆ ରଥଯାତ୍ରା ବନ୍ଦ କରିବାକୁ ଚିଠି

ଅଭିଯୋଗ ପରେ ହଟିଲେ ମହାରାଷ୍ଟ୍ର DGP

ମହାରାଷ୍ଟ୍ର ନିର୍ବାଚନ ପୂର୍ବର ବଡ଼ ନିଷ୍ପତ୍ତି ନେଲେ ନିର୍ବାଚନ କମିଶନର। ବିରୋଧୀଙ୍କ ଅଭିଯୋଗ ପରେ ଆକ୍ସନ ମୁଡ୍‌କୁ ଆସିଲେ ଇସି। ହଟିଲେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା। ତାଙ୍କ ଟ୍ରାନ୍ସଫର ହୋଇଛି। ପ୍ରକୃତରେ କଂଗ୍ରେସ ସମେତ ଅନ୍ୟାନ୍ୟ ରାଜନୈତିକ ଦଳ ଡିଜିପି ରଶ୍ମୀ ଶୁକ୍ଲାଙ୍କ

ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର

ରାଉରକେଲା: ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର l ମୃତ୍ୟୁର କାରଣ ଅସ୍ପଷ୍ଟ l ମୃତକ ହେଲେ ଡାକ୍ତର ସନ୍ତୋଷ ହୁଗାର (୩୦)। ଘଟଣାସ୍ଥଳରେ ସେକ୍ଟର ୩ ପୁଲିସ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି l ସେ ଏନଆଇଟିରେ ମେଡିକାଲ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ।

କାଳୀ ମେଢ଼ ଭଷାଣରେ ଗଣ୍ଡଗୋଳ, ୬ ଆହତ

କଟକ: କାଳୀ ମେଢ଼ ଭଷାଣରେ ଗଣ୍ଡଗୋଳ, ୬ ଆହତ। କଟକରେ କାଳୀ ମେଢ଼ ଭଷାଣ ବେଳେ ଦୁଇଗୋଷ୍ଠୀ ମୁଁହାମୁହିଁ। ଚାନ୍ଦିନୀଚୌକ ରୟାଲ ଗାର୍ଡେନ ନିକଟରେ ଦୁଇଗୋଷ୍ଠୀ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଢେଲା ପଥର ସହ କାଚ ବୋତଲ ମାଡ ହୋଇଛି। ସୂଚନା ମୁତାବକ, କଟକ ଚାନ୍ଦିନୀଚୌକ ରୟାଲ

ହିନ୍ଦୁ ମନ୍ଦିରରେ ପଶିଲେ ଖଲିସ୍ତାନୀ, ଶ୍ରଦ୍ଧାଳୁଙ୍କୁ ପିଟିଲେ

କାନାଡାରେ ପୁଣି ହିନ୍ଦୁ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି ଖଲିସ୍ତାନୀ। ମନ୍ଦିର ଭିତରେ ପଶି ଶ୍ରଦ୍ଧାଳୁଙ୍କ ଖଲିସ୍ତାନୀମାନେ ଆକ୍ରମଣ କରିଛନ୍ତି। ତାଙ୍କ ସହ ମାର୍‌ପିଟ୍‌ ମଧ୍ୟ କରାଯାଇଛି। କାନାଡାର ବ୍ରମ୍ପଟନରେ ଥିବା ହିନ୍ଦୁ ସଭା ମନ୍ଦିରରେ ଭକ୍ତଙ୍କ ଉପରେ ଆକ୍ରମଣ ହୋଇଛି। ଏହି ପୂରା

ରାଉରକେଲାରେ ଯୁବକଙ୍କ ଉପରେ ଗୁଳିମାଡ଼

ରାଉରକେଲା : ଆଜି ସକାଳେ ରାଉରକେଲା ଟ୍ରାଫିକ ଗେଟ୍ ଅଞ୍ଚଳରେ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକ ଅଭେଶ ରାୟ ରିଙ୍ଗ ରୋଡ୍ ପାରି ହେଉଥିବା ବେଳେ ଦୁଇ ଜଣ ଯୁବକ ବାଇକ୍ ରେ ଆସି ଗୁଳି ମାଡ଼ କରିଥିଲେ । ଘଟଣା ସ୍ଥଲରୁ ୨ ରାଉଣ୍ଡ ଗୁଳି ଖୋକା

ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ: ମା’ ଭଦ୍ରକାଳୀଙ୍କ ଆଜି ହେଉଛି ସପ୍ତମାତୃକା ବେଶର ପଞ୍ଚମ ଦିନ । ପଞ୍ଚମ ଦିନରେ ମା’ ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି । ମା’ ଭଦ୍ରକାଳୀ ଜଗଦ୍ଧାତ୍ରୀ ବେଶରେ ବାଘ ବାହନ ଥିବା ବେଳେ ମୁଖ ମଣ୍ଡଳ କୃଷ୍ଣ ବର୍ଣ୍ଣ । ମା’ ନାଲି ପାଟ ବସ୍ତ୍ର ପରିଧାନ କରି ସ୍ୱର୍ଣ୍ଣ ରୌପ୍ୟ

ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର

ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ବଳଭଦ୍ର। ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ।