Sign in
Sign in
Recover your password.
A password will be e-mailed to you.
ନୀତୀଶ କୁମାର ଓ ନବୀନ ପଟ୍ଟନାୟକଙ୍କୁ ମିଳୁ ଭରତ ରତ୍ନ : କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ
ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଓଡ଼ିଶା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି ହୋଇଛି। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଏହି ଦାବି କରିବା ସହ ଦୁଇ ପୁରୁଖା ନେତାଙ୍କୁ ବେଶ ପ୍ରସଂଶା ମଧ୍ୟ କରିଛନ୍ତି। ବୁଧବାର!-->…
ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି
ଭୁବନେଶ୍ୱର: ୨୦୨୫ ମସିହା ମାର୍ଚ୍ଚ ମାସରେ ଓଡ଼ିଶା ସରକାର ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।
ରାଜ୍ୟରେ ଏକ କୋଟିରୁ ଅଧିକ ମହିଳା ହିତାଧିକାରୀ ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ!-->!-->!-->…
ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ
ଭୁବନେଶ୍ବର: ଖୁବ୍ ଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା। ଏନେଇ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ। ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହାସହ କମିଶନର ରିପୋର୍ଟ ସାର୍ବଜନୀନ ନେଇ ସରକାର!-->…
ୟୁକ୍ରେନ ଉପରେ ୭୦ ମିସାଇଲ, ୧୦୦ ଡ୍ରୋନ ମାଡ଼ କଲା ରୁଷ
ପୂରା ବିଶ୍ୱ ଆନନ୍ଦ ଉଲ୍ଲାସର ସହ ବଡ଼ ଦିନ ବା ଖ୍ରୀଷ୍ଟମାସ ଉତ୍ସବ ପାଳନ କରୁଛି। ହେଲେ ରୁଷ ପକ୍ଷରୁ ୟୁକ୍ରେନ ଆଜି ସବୁଠାରୁ ବଡ଼ ଓ ଭୟଙ୍କର ହମଲା କରାଯାଇଛି। ୟୁକ୍ରେନ ଉପରେ ଆଜି ରୁଷ ପକ୍ଷରୁ ୭୦ରୁ ଅଧିକ ମିସାଇଲ ଓ ୧୦୦ରୁ ଅଧିକ ଡ୍ରୋନ ମାଡ଼ ହୋଇଛି।
ଏହାଦ୍ୱାରା ୟୁକ୍ରେନର!-->!-->!-->…
‘ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ରାଜ୍ୟପାଳ ଦାୟିତ୍ବ ନେଇଥିଲି, ଓଡ଼ିଶାବାସୀଙ୍କ ସମ୍ପର୍କ ଅଭୁଲା ସ୍ମୃତି ହୋଇ ରହିବ’
ପୁରୀ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ କମ୍ଭମପତି ହରିବାବୁ ଦାୟିତ୍ବ ନେବା ପରେ ରଘୁବର ଦାସ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ଏନେଇ ଆଜି ପୁରୀ ଗସ୍ତ କରି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପୂର୍ବତନ ରାଜ୍ୟପାଳ ରଘୁବର ଦାସ ।
ପୂର୍ବତନ ରାଜ୍ୟପାଳ ରଘୁବର ଦାସ!-->!-->!-->…
ସ୍ତ୍ରୀଙ୍କର ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର, ସ୍ବାମୀଙ୍କର ଅବସ୍ଥା ଗୁରୁତର
କଟକ: କମିସନରେଟ୍ ପୁଲିସ ଅଧୀନ ଲାଲବାଗ୍ ଥାନା ଅଧିନ ସିଦ୍ଧେଶ୍ବରସାହିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ମହିଳାଙ୍କର ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କର ସ୍ବାମୀଙ୍କୁ ପୁଲିସ ଗୁରୁତର ଭାବେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ!-->…
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସିଧାସଳଖ ପୂର୍ବରୁ କ୍ଷମତାରେ ଥିବା କଂଗ୍ରେସ ନେତୃତ୍ୱାଧୀନ ସରକାରକୁ ଟାର୍ଗେଟ କରିଛନ୍ତି। କଂଗ୍ରେସ କ୍ଷମତାରେ ଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକୁ ବିଳମ୍ବିତ କରୁଥିବା ଓ ପ୍ରଭାବୀ ନୀତିକୁ କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିଲା ବୋଲି!-->…
୯୯୯ କିଲୋ ଗଞ୍ଜେଇ ଚୋରା ଚାଲାଣ ମାମଲା, ଜମାନତରେ ଆସିବା ପରେ କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରି ପୁଣି ଗିରଫ ହେଲେ…
ମାଲକାନଗିରି, ୨୫।୧୨ : ମାନ୍ୟବର କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲ୍ଲା ଓର୍କେଲ ପୋଲିସ ଆଜି ବାଲିମେଳା ସହରର ଦୈନିକ ବଜାରରେ ରହୁଥିବା ଅସୀମ ମାଲିକ ନାମକ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିବା ପରେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଏନେଇ ଓର୍କେଲ ପୋଲିସ ପକ୍ଷରୁ!-->…
ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା
ଭୁବନେଶ୍ଵର: ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା। ଆଜି ସୁନ୍ଦରଗଡ଼ ସମେତ ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ସାରା ରାଜ୍ୟରେ କୋହଲା ପାଗ ଲାଗିରହିଛି।!-->…
ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଜିଲାସ୍ତରୀୟ ସୁଶାସନ ଦିବସ
ମାଲକାନଗିରି : ମହାନ ଜନନାୟକ ତଥା ଯଶସ୍ୱୀ କବି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ ଅବସରରେ ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ତତ୍ତ୍ଵାବଧାନରେ ରେ!-->…