Sign in
Sign in
Recover your password.
A password will be e-mailed to you.
ଯୋଗୀଙ୍କୁ ହତ୍ୟା ଧମକ ଦେବା ପଛରେ ୨୪ ବର୍ଷୀୟ ଯୁବତୀ, ବାନ୍ଧିଲା ପୁଲିସ୍
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ଦେବା ପଛରେ ଥିବା ୨୪ ବର୍ଷୀୟ ଯୁବତୀଙ୍କୁ ପୁଲିସ୍ ଗିରଫ କରିଛି। ଯଦି ୧୦ ଦିନ ଭିତରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବେ, ତା’ହେଲେ ତାଙ୍କୁ ମୁମ୍ବାଇର ରାଜନେତା ବାବା ସିଦ୍ଦିକିଙ୍କ ଭଳି ହତ୍ୟା!-->…
ଏଣିକି ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି
ଭୁବନେଶ୍ବର: ଏବେ ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି । ଉଭୟ ଖଳ ପ୍ରକୃତିର ଡିଲର ଓ ହିତାଧିକାରୀଙ୍କୁ କରିବ ସାବାଡ୍ । ତେବେ ଖାଉଟି ବଣ୍ଟନ ବ୍ୟବସ୍ଥାରେ ବ୍ୟାପକ ଅଭିଯୋଗ ଆସିବା ପରେ ଏବେ ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯାଉଛି । ପୂର୍ବରୁ ଅତ୍ୟାଧୁନିକ ଓଜନ!-->…
ଭୁବନେଶ୍ବରରେ ମୁମ୍ବାଇର ଏନସିବି ଟିମ୍, ଗଞ୍ଜାମର ଜଣେ ଗଞ୍ଜେଇ ମାଫିଆକୁ ଉଠାଇ ନେଲା
ଭୁବନେଶ୍ବର: ଭୁବନେଶ୍ବରରେ ମୁମ୍ବାଇର ଏନସିବି ଟିମ୍ । ଗଞ୍ଜାମର ଜଣେ ଗଞ୍ଜେଇ ମାଫିଆକୁ ଭୁବନେଶ୍ୱରରୁ ଉଠାଇ ନେଇଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ଗଞ୍ଜେଇ ଚୋରା ଚାଲାଣ ମାମଲାରେ ନିଲୁ ପ୍ରଧାନକୁ ଉଠାଇନେଲା ଟିମ୍ । ଅଭିଯୁକ୍ତ ନିଲୁର ଘର ଗଞ୍ଜାମ ଅଞ୍ଚଳରେ।
ଗତ ବିଳମ୍ବିତ ରାତିରେ!-->!-->!-->…
ଶ୍ରୀନଗରରେ ଗ୍ରେନେଡ ଆକ୍ରମଣ, ୧୦ରୁ ଅଧିକ ଲୋକ ଆହତ
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ 'ଲଶ୍କର-ଏ-ତୋଏବା' ପାକିସ୍ତାନୀ ଆତଙ୍କୀ ସଂଗଠନର ଏକ ଶୀର୍ଷ କମାଣ୍ଡର ଟଳିବା ପରେ ଆଜି (ରବିବାର) ଶ୍ରୀନଗରରେ ଏକ ବଡ଼ ଆକ୍ରମଣ ହୋଇଛି। ଗ୍ରେନେଡ!-->…
ପୁଣି ବଡ ମହାସ୍ନାନ କଲେ ମହାପ୍ରଭୁ
ପୁରୀ: ପୁଣି ଆଜି ସକାଳୁ ସକାଳୁ ବଡ ମହାସ୍ନାନ କଲେ ମହାପ୍ରଭୁ । ଶ୍ରୀମନ୍ଦିରରେ ଛେପ ପଡିବା ପରେ ତିନିଠାକୁରଙ୍କ ବଡ ମହାସ୍ନାନ ନରତି ଅନୁଷ୍ଠିତ ହୋଇଥିଲା । ଏଥିପାଇଁ କିଛି ସମୟ ପାଇଁ ବନ୍ଦ ରହିଥିଲା ସାଧାରଣ ଦର୍ଶନ ।
ତେବେ ଆଜି ଶ୍ରୀମନ୍ଦିର ଭିତରକାଠ ନିକଟରେ ଛେପ ପଡିଥିବା!-->!-->!-->…
ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହୋଇଗଲା ୨୦ରୁ ଅଧିକ ଦୋକାନ
ଅନୁଗୁଳୁ: ଜଳିଗଲା ମାର୍କେଟ । ଅନୁଗୁଳୁ ପୌରପାଳିକାର ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଜଳିପୋଡ଼ି ପାଉଁଶ ହୋଇଯାଇଛି ୨୦ରୁ ଅଧିକ ଦୋକାନ ଘର ସହ ଲକ୍ଷାଧିକ ଟଙ୍କାର ପନିପରିବା , ଦୁଇଟି ବାଇକ ସହ ଇଲେଟ୍ରୋନିକ ସରଞ୍ଜାମ । ସଂଜୀବନୀ ମାର୍କେଟ ନିକଟରେ ଥିବା ଅନୁଗୋଳ ପୌରପାଳିକାର!-->…
ବନ୍ଦ ହେଲା କେଦାରନାଥ ପୀଠ କପାଟ, ୬ ମାସ ପରେ ଖୋଲିବ
ବନ୍ଦ ହେଲା ପ୍ରସିଦ୍ଧ କେଦାରନାଥ ପୀଠ କପାଟ । ଶୀତ ଋତୁ ପାଇଁ ବିଧିବିଧାନ ଅନୁସାରେ ପୂଜାର୍ଚ୍ଚନା ପରେ ଆଜି ବାବା କେଦାରନାଥ ପୀଠ କପାଟକୁ ବନ୍ଦ କରାଯାଇଛି । ତୁଷାରପାତ ଆରମ୍ଭରୁ ଏହାକୁ ବନ୍ଦ କରାଯାଇଥିବାବେଳେ ୬ ମାସ ପରେ ଏହା ଖୋଲିବ ବୋଲି ଜଣାପଡିଛି ।
୧୧ ଜ୍ୟୋର୍ତିଲିଙ୍ଗ ମଧ୍ୟରୁ!-->!-->!-->…
ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ୧୮ ତାରିଖ ଯାଏଁ ଚାଲିବ ପ୍ରକ୍ରିୟା
ଭୁବନେଶ୍ୱର: ୨୦୨୫ ମସିହା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଲାଗି ଆଜିଠୁ ଆରମ୍ଭ ହେଉଛି ଫର୍ମ ପୂରଣ । ଆସନ୍ତା ୧୮ ତାରିଖ ଯାଏ ଚାଲିବ ଏହି ପ୍ରକ୍ରିୟା। ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍ଲାଇନ୍ରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ହେବ!-->…
ଆନ୍ତଃ ବିଶ୍ଵବିଦ୍ୟାଳୟ ବ୍ୟାଡ଼ମିଣ୍ଟନ ପୁରୁଷ ଦଳର ମଣିପୁର ଗସ୍ତରେ ଆସିକାର ଅବିନାଶ
ଆସିକା : ମଣିପୁର ସ୍ଥିତ ନ୍ୟାସନାଲ ସ୍ପଟର୍ସ ୟୁନିଭରସିଟି, ଇମ୍ପାଲଠାରେ ପୂର୍ବାଞ୍ଚଳ ଆନ୍ତଃବିଶ୍ଵବିଦ୍ୟାଳୟ ପ୍ରତିଯୋଗିତାରେ ଆସିକାର ଅବିନାଶ ମୁନି ପାଞ୍ଚ ଜଣିଆ ଟିମ ରେ ସ୍ଥାନ ପାଇଛନ୍ତି l ରବିବାର ଦିନ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବା ନିମନ୍ତେ ବାହାରିଛନ୍ତି l ଅବିନାଶ ଧରାକୋଟ!-->…
୧୦ରୁ ଟ୍ରକ ଚଳାଚଳ ବନ୍ଦ ! ଲଘୁ ଖଣିଜ ପରିବହନ ଟ୍ରକ୍ ମାଲିକ ସଂଘର ଚେତାବନୀ
ଭୁବନେଶ୍ବର: ଲଘୁ ଖଣିଜ ପରିବହନ କରୁଥିବା ଟ୍ରକ ମାଲିକ ସଂଘର ଚେତାବନୀ । ୯ ତାରିଖ ସୁଦ୍ଧା ବାଲି ପରିବହନ ସମସ୍ୟା ସମେତ ଲଘୁ ଖଣିଜ ପରିବହନ ନେଇ ଥିବା ୧୧ ଦଫା ଦାବି ପୂରଣ କର । ନଚେତ ୧୦ ତାରିଖରୁ ୫ ହଜାରରୁ ଅଧିକ ଟ୍ରକ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଚକ ବନ୍ଦ ଆନ୍ଦୋଳନ କରିବେ । ଖୋର୍ଦ୍ଧା!-->…