ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା

ବାଲେଶ୍ବର : ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍‌ ପ୍ରବଳ ହଟହଟା ହୋଇଛି। ମିଛ କେସ୍‌ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍‌ ଗାଡ଼ି ଚାବି ଅଟକ ରଖିଛନ୍ତି। ଏଥିସହ ରାସ୍ତାରୋକ କରିଛନ୍ତି ପରିବାର ଲୋକେ। ଏପରି ଏକ…

୩ ଦିନ ମଧ୍ୟରେ ବର୍ଷା କ୍ଷତି ଆକଳନ, ଗଞ୍ଜାମ ଅଧିକ ପ୍ରଭାବିତ : ମନ୍ତ୍ରୀ

ଭୁବନେଶ୍ଵର : ଗତ ୩ ଦିନ ମଧ୍ୟରେ ଅଦିନିଆ ବର୍ଷା ଚାଷୀକୂଳକୁ ହତାସ କରିଛି। ବ୍ୟାପକ ପରିମାଣର ଧାନ ଫସଲ ନଷ୍ଟ ହୋଇଛି, ଯାହା ଚାଷୀ ମାନଙ୍କ ଚିନ୍ତାକୁ ଦ୍ଵିଗୁଣିତ କରିଛି। ତେବେ ତିନି ଦିନ ଭିତରେ ସରିବ ବର୍ଷା କ୍ଷୟକ୍ଷତି ଆକଳନ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ବିପର୍ଯ୍ୟୟ ପରିଚାଳନା…

ବିକଶିତ ଓଡ଼ିଶା ପାଇଁ ନିରାପଦ ଯାତ୍ରା ଓ ସଡ଼କ ଡକ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ଵ

ଭୁବନେଶ୍ୱର : ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ ଦିଗରେ ସରକାର ପ୍ରତିବଦ୍ଧ ଥିବାବେଳେ ସବୁପ୍ରକାର ପ୍ରତିରୋଧୀ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା ଉଲ୍ଲେଖ କରିଛନ୍ତି । ଆଜି ରାଜ୍ୟ ପରିବହନ ପ୍ରାଧୂକରଣ ଓ ଆଇଆଇଟି ମାଡ୍ରାସ…

ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ

କୋରାପୁଟ : 'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଏପରି…

ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ

ଭୁବନେଶ୍ବର : ପାଖେଇ ଆସୁଛି ନୂଆ ବର୍ଷ। ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ରାସନ ମିଳିବାରେ ଆଉ ହେବନି ଅନିୟମିତତା। ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ…

ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି

ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ଉପରେ ରୁବେନ୍ ବାନାର୍ଜୀଙ୍କ ଲିଖିତ ବହିକୁ ନେଇ ବିଜେଡିରେ କମ୍ପନ। ପ୍ରଥମେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ରୁବେନଙ୍କ ତଥ୍ୟକୁ ପରୋକ୍ଷରେ ସମର୍ଥନ କରିଥିବାବେଳେ ଏବେ ଏହି ତଥ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। କେବଳ ଚା…

ଅପହୃତା ଯୁବତୀଙ୍କୁ ଉଦ୍ଧାର କଲା କମିଶନରେଟ୍ ପୁଲିସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ମୈତ୍ରୀ ବିହାର ଥାନା ଅଞ୍ଚଳରୁ ଅପହୃତ ଯୁବତୀଙ୍କୁ ଅବଶେଷରେ ପୁଲିସ ଉଦ୍ଧାର କରିବାରେ ସଫଳ ହୋଇଛି। ଉକ୍ତ ଯୁବତୀଙ୍କୁ ବରମୁଣ୍ଡା ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍ଧାର ଯୁବତୀଙ୍କୁ ଏବେ ମୈତ୍ରୀ ବିହାର…

କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗ: ୨ୟ ତାଲିକା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗରେ ସୋମବାର ଓଡ଼ିଶା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରିଛନ୍ତି। ନୂଆ କଟ୍‌ ଅଫ୍‌ ମାର୍କ ସ୍ଥିର କରି ୨ୟ ମେରିଟ୍‌ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ…

ସାଧାରଣ ନିର୍ବାଚନରେ ଅନିୟମିତତା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ୍

ନୂଆଦିଲ୍ଲୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ଅନିୟମିତତା ନେଇ ବିଜୁ ଜନତା ଦଳ (ବିଜେଡି) ଅଭିଯୋଗ ଆଣିଛି। ନୂଆଦିଲ୍ଲୀରେ ଭାରତୀୟ ନିର୍ବାଚନ କମିସନଙ୍କୁ ଭେଟି ସ୍ମାରକପତ୍ର ଦେଲା ପରେ ବିଜେଡି ସଂସଦୀୟ ଟିମ୍ ସୋମବାର ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏହି ସୂଚନା ଦେଇଛି।…

୨୪ ଓ ୨୫ରେ ପୁଣି ଓଡ଼ିଶାରେ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ବର : ଅଦିନିଆ ବର୍ଷାକୁ ନେଇ ସତର୍କ କରିଛନ୍ତି ଆଇ ଏମ ଡି ଡ଼ିଜି। ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ। ବଙ୍ଗୋପସାଗରରେ ଥିବା ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷା ହେବ। ତେଣେ ୨୪ ଓ ୨୫ ରେ ବର୍ଷା ନେଇ ଚାଷୀଙ୍କୁ ସତର୍କ କରାଇଛି ପାଣିପାଗ ବିଭାଗ।…