Sign in
Sign in
Recover your password.
A password will be e-mailed to you.
ବାତିଲ ହେଲା ଇସ୍କନର ଅଦିନିଆ ରଥଯାତ୍ରା
ଆମେରିକା ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ । ହଷ୍ଟନରେ ଇସ୍କନ ପକ୍ଷରୁ ନଭେମ୍ବର ୩ରେ ସ୍ନାନଯାତ୍ରା ଓ ନଭେମ୍ବର ୯ରେ ହେବାକୁ ଥିବା ରଥଯାତ୍ରାକୁ ନେଇ ବିବାଦ ବଢ଼ିଥିଲା । ଜଗନ୍ନାଥ ପ୍ରେମୀ ଓ ପୁରୀ ସେବାୟତଙ୍କ ପକ୍ଷରୁ ତୀବ୍ର ବିରୋଧ ହୋଇଥିଲା । ଏହାକୁ!-->…
ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା; ସ୍ୱାସ୍ଥ୍ୟ ବିଭାଗୀୟ ତଦନ୍ତ ଆରମ୍ଭ
କନ୍ଧମାଳ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣା । ଆରମ୍ଭ ହେଲା ସ୍ୱାସ୍ଥ୍ୟ ବିଭାଗୀୟ ତଦନ୍ତ । ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ତଦନ୍ତ ଆରମ୍ଭ!-->…
ଇସ୍ରାଏଲ ଉପରେ ପାଲଟା ଆକ୍ରମଣ ପାଇଁ ସେନାକୁ ସବୁଜ ସଙ୍କେତ ଦେଲେ ଖାମେନି
ତେହେରାନ : ଇରାନ ପକ୍ଷରୁ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ହୋଇପାରେ ବୋଲି ବିଭିନ୍ନ ସୁରକ୍ଷା ଏଜେନ୍ସି ଦ୍ବାରା ରିପୋର୍ଟ ପ୍ରକାଶ ପାଇଛି। ଇରାନର ସର୍ବୋଚ୍ଚ ନେତା ଆୟୋତୋଲ୍ଲା ଅଲି ଖାମେନି ଦେଶର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦକୁ ଇସ୍ରାଏଲ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ରହିବାକୁ!-->…
ଭରତପୁରରେ ପତ୍ନୀଙ୍କୁ ବିଷ ଇଞ୍ଜେକ୍ସନ ଦବା ମାମଲା: ଫରେନସିକକୁ ଗଲା ବ୍ୟବହୃତ ସିରିଞ୍ଜ ଓ ଆନାସ୍ଥେସିଆ
ଭୁବନେଶ୍ବର: ଭୁବନେଶ୍ବର ଭରତପୁରରେ ପତ୍ନୀଙ୍କୁ ଓଭରଡୋଜ ଆନେସ୍ଥେସିଆ ଇଞ୍ଜେକ୍ସନ ଦେଇ ଫାର୍ମାସିଷ୍ଟ ସ୍ବାମୀ ମାରିଦେବା ଘଟଣାରେ ପୋଲିସର ଖୋଳତାଡ଼ ଜାରି । ରାଜ୍ୟ ଫରେନସିକ ଲାବକୁ ଗଲା ଜବତ ସିରିଞ୍ଜ ଓ ଆନେସ୍ଥେସିଆ । ଅଭିଯୁକ୍ତଙ୍କ ମୋବାଇଲ ଫୋନ ବି ଯାଞ୍ଚ ପାଇଁ ପଠାଯାଇଛି । ନିଶ୍ଚେତକରେ!-->…
ମୋଦିଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା ବିବେକ ଦେବରାୟଙ୍କ ଦେହାନ୍ତ
ନୂଆଦିଲ୍ଲୀ : ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ସେ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ!-->…
ନିର୍ମାଣଧିନ କେନାଲରୁ ମାଟି ଅତଡା ଧସି ୮ ବର୍ଷର ଝିଅ ମୃତୃ, ବାପା ଗୁରୁତର
ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ନଡିଆଭଙ୍ଗା ପଞ୍ଚାୟତ ବାଉଁଶନଳୀ ଗାଁରେ ଅଘଟଣ । ଶୌଚ ହେବା ପାଇଁ କେନାଲ ବନ୍ଧକୁ ଯାଇଥିବାବେଳେ ବାପା ଓ ଝିଅଙ୍କ ଉପରେ ଖସିପଡିଲା ମାଟି ଅତଡ଼ା । ଯେଉଁଥିରେ ଚାପି ହୋଇ ଘଟଣାସ୍ଥଳରେ ହିଁ ୮ ବର୍ଷ ଝିଅର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ଆହତ!-->…
ସତ୍ୟପାଠରେ ସାଂଘାତିକ ତଥ୍ୟ; ୫ ବର୍ଷରେ ହେମନ୍ତଙ୍କ ବୟସ ବଢ଼ିଛି ୭ ବର୍ଷ
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବାରହେତ ଆସନରୁ ନାମାଙ୍କନ ଦାଖଲ କରିଥିବା ବେଳେ ତାଙ୍କ ସତ୍ୟପାଠରୁ ମିଳିଛି ଚାଞ୍ଚଲ୍ୟକର ତଥ୍ୟ। ଗତ ୫ ବର୍ଷରେ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ।
ଅର୍ଥାତ ୫ ବର୍ଷ ପୂର୍ବେ ତାଙ୍କୁ ୪୨ ବର୍ଷ ହୋଇଥିବା ଉଲ୍ଲେଖ ହୋଇଥିବା ବେଳେ ଏବେ ବୟସ ୪୯!-->!-->!-->…
ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନାହିଁ: ପୃଥ୍ବୀରାଜ ହରିଚନ୍ଦନ
ପୁରୀ : ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ନୂଆବର୍ଷରୁ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି। ସେ ଆହୁରି କହିଛନ୍ତି ଯେ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ନାହିଁ । ପ୍ରାଥମିକ!-->…
ମାର୍କେଟ ବିଲ୍ଡିଂ ଅଣ୍ଡର ଗ୍ରାଉଣ୍ଡରେ ନିଆଁ
ଭୁବନେଶ୍ଵର: ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ମାର୍କେଟ ବିଲ୍ଡିଂ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ୪ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡରେ ଏକାଧିକ କପଡା ଦୋକାନ ଜଳିଯାଇଥିବା ନେଇ ସୂଚନା ମିଳିଛି । ତେବେ!-->…
ନଭେମ୍ବର ୨୫ରୁ ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ସମ୍ବନ୍ଧରେ ସର୍ବଶେଷ ଅପଡେଟ୍ ଆସିଛି । ସୂଚନା ଅନୁସାରେ ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହୋଇ ଡିସେମ୍ବର ୨୩ପର୍ଯ୍ୟନ୍ତ ଚାଲିବ। ନଭେମ୍ବର ୨୬ ରେ, ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ସଂସଦର ଏକ ମିଳିତ ଅଧିବେଶନ ସମ୍ବିଧାନ ଗୃହ (ପୁରୁଣା ସଂସଦ!-->…