Sign in
Sign in
Recover your password.
A password will be e-mailed to you.
ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବୋଟ୍ ଆମ୍ବୁଲାନ୍ସ ଓ ବନବିଭାଗ ବୋଟ୍
ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନକୁ ଗୁପ୍ତିରୁ ଦୁଇଟି ଘରୋଇ ବୋଟ ଯୋଗେ ବୁଲିବାକୁ ଯାଇ ଫେରୁଥିବା ବେଳେ ନଦୀ ମଝିରେ ଗୋଟିଏ ପରେ ଗୋଟିଏ ବୋଟ ଅଚଳ ହୋଇ ପଡିଥିଲା । କଟକ ଓ ଯାଜପୁରରୁ ଆସିଥିବା ୨୮ଜଣ ପର୍ଯ୍ୟଟକ ଦୁଇଘଣ୍ଟାରୁ ଉର୍ଦ୍ଧ୍ବ କାଳ ବୋଟରେ ନଦୀରେ ଫସି ରହିଥିଲେ ।!-->…
ପ୍ରଜ୍ଞାପନ ମେଢ଼କୁ ନେଇ ବିଜେପି ଉପରେ ବର୍ଷିଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଜାନୁଆରୀ ୨୬ ରେ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ଅନ୍ତର୍ଭୂକ୍ତ ନକରିବା ନେଇ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ଦିଲ୍ଲୀର ଲୋକଙ୍କ ପାଇଁ ବିଜେପିର କୌଣସି!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ବେସାମରିକ ସମ୍ମାନ। ଦୁଇ ଦିନିଆ କୁଏତ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଜି ଏହାର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ପ୍ରଧାନମନ୍ତ୍ରୀ!-->…
ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ
ବାରିପଦା: ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ ବୋଲି ସୂଚନା ମିଳିଛି। ତାକୁ ଟ୍ରାଙ୍କୁଲାଇଜ୍ କରି ପୁଣି ଶିମିପାଳକୁ ଅଣାଯିବ ବୋଲି ବାରିପଦା ଆରସିସିଏଫ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଘୁଣୀ ଜିନତର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି। ତାର ଗତିବିଧି ଉପରେ ଓଡ଼ିଶା ଓ!-->…
ରୁବେନଙ୍କ କଲମରୁ ନବୀନଙ୍କ ଜୀବନୀ: ସମୀର କହିଲେ, ଦ୍ବିମତ ନାହିଁ
ଭୁବନେଶ୍ବର: ୨୦୨୪ରେ ୨୪ ବର୍ଷ ସରକାରର ପତନ ପରେ ଏହାରି ଉପରେ ଆଧାରିତ ଏକ ପୁସ୍ତକ ଲେଖିଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଆଉଟଲୁକ୍ ପତ୍ରିକାର ପୂର୍ବତନ ମୁଖ୍ୟ ସମ୍ପାଦକ ରୁବେନ ବାନାର୍ଜୀ । ଯେଉଁଥିରେ ୨୪ ବର୍ଷ ସରକାରର ପତନ ଆଉ ଏଥିରେ ଆଇଏଏସ୍ ଭିକେ ପାଣ୍ଡିଆନଙ୍କ ଭୂମିକା ବିଷୟରେ ଆଳୋଭପାତ!-->…
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ଡେବ୍ୟୁ ନିର୍ବାଚନକୁ କୋର୍ଟରେ ଚ୍ୟାଲେଞ୍ଜ। ୱାୟନାଡ ଆସନରେ ହୋଇଥିବା ଉପନିର୍ବାଚନରେ ପ୍ରିୟଙ୍କା ଗାନ୍ଧିଙ୍କଠାରୁ ବିପୁଳ ଭୋଟରେ ହାରିଥିବା ବିଜେପି ନେତ୍ରୀ ନବ୍ୟା ହରିଦାସ ଉପନିର୍ବାଚନକୁ ଚ୍ୟାଲେଞ୍ଜ କରି କେରଳ ହାଇକୋର୍ଟଙ୍କ!-->…
ଭିଜିଲାନ୍ସ ଜାଲରେ ରାଇଘର ପିଇଓ, କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ଗିରଫ
ଉମରକୋଟ : ଭିଜିଲାନ୍ସ ଜାଲରେ ପିଇଓ । ପ୍ରାୟ କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ରାଇଘର ପିଇଓ ସୁରେନ୍ଦ୍ର ଭତ୍ରା ଗିରଫ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ଭତ୍ରାଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି ଭିଜିଲାନ୍ସ । ପୂର୍ବରୁ ଏକ କୋଟି ଟଙ୍କା!-->…
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ଭୁବନେଶ୍ବର: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ସକାଳୁ ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା ।
ତେବେ ବିଜୟ ମହାନ୍ତି ଆଜି ସକାଳୁ ହଠାତ୍ ଅସୁସ୍ଥ ହୋଇଯିବାରୁ ତାଙ୍କ ସଂପର୍କୀୟ!-->!-->!-->…
ପାନାମା କେନାଲକୁ ନେଇ ଧମକ ଦେଲେ ଟ୍ରମ୍ପ
ବିଶ୍ୱରେ ଚୀନ୍ କ୍ରମାଗତ ଭାବରେ ନିଜର ପ୍ରଭାବ ବଢ଼ାଉଛି। ବର୍ତ୍ତମାନ ଚୀନର ପ୍ରଭାବ ଏତେ ବଢିଯାଇଛି ଯେ ଆମେରିକା ନିଜ ପ୍ରତି ବିପଦ ଅନୁଭବ କରିବା ଆରମ୍ଭ କରିଛି। ତାଇୱାନ ପରେ ଏବେ ପାନାମା କେନାଲ ମଧ୍ୟ ଏକ ପ୍ରସଙ୍ଗ ପାଲଟିଛି ଯେଉଁଠି ଚୀନ ଓ ଆମେରିକା ମୁହାଁମୁହିଁ ହୋଇପାରନ୍ତି। ଆମେରିକାର!-->…
ମହଙ୍ଗା ପଡ଼ିଲା ରସିକିଆ ପ୍ରାଧ୍ୟାପକଙ୍କ ପ୍ରେମ ନିବେଦନ, ଚାକିରିରୁ ନିଲମ୍ବିତ
ପଦ୍ମପୁର : ମହଙ୍ଗା ପଡ଼ିଲା ରସିକିଆ ପ୍ରାଧ୍ୟାପକଙ୍କ ପ୍ରେମ ନିବେଦନ । ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଚାକିରିରୁ ନିଲମ୍ବିତ ହେଲେ ପ୍ରାଧ୍ୟାପକ ଡ. ବିରଞ୍ଚି ସାହୁ । ଛାତ୍ରୀଙ୍କୁ ଗାର୍ଲଫ୍ରେଣ୍ଡ ଭାବେ ସମ୍ବୋଧନର ହ୍ବାଟସଅପ ଚାର୍ଟିଂ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି!-->…