Sign in
Sign in
Recover your password.
A password will be e-mailed to you.
ଜାନୁଆରୀ ୧୮ରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା
ଭୁବନେଶ୍ଵର: ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା । ପ୍ରଥମେ ହୀରାକୁଦ ଡ୍ୟାମରୁ ଆରମ୍ଭ ହେବ ପକ୍ଷୀ ଗଣନା । ଚଳିତ ବର୍ଷ ଅକ୍ଟୋବର ମାସରୁ ବିଦେଶୀ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସୁଛନ୍ତି । ଯେଉଁମାନଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ । ଏନେଇ ସୂଚନା!-->…
କୁଏତ୍ରେ ଓଡ଼ିଆ ଶ୍ରମିକଙ୍କୁ ଭେଟିଲେ ମୋଦି, କହିଲେ- ଜୟ ଜଗନ୍ନାଥ
କୁଏତରେ ଓଡ଼ିଆ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ ହାତ ମିଳାଇଲେ ଆଉ କଥା ମଧ୍ୟ ହେଲେ। ଦୁଇ ଦିନିଆ କୁଏତ ଗସ୍ତରେ ଥିବା ମୋଦି ଗତକାଲି ଗଲଫ୍ ସ୍ପିକ୍ ଲେବର କ୍ୟାମ୍ପକୁ ଯାଇ ସେଠାରେ ଥିବା ଭାରତୀୟ ଶ୍ରମିକଙ୍କ ସହ କଥା ହୋଇଥିଲେ।
ଏହି ଅବସରରେ କୁଏତରେ କାମ!-->!-->!-->…
ଜାହାଜରୁ ୨୨୦ କୋଟି କୋକେନ ଜବତ ଘଟଣା, ପ୍ରାୟ ବର୍ଷେ ପରେ ସ୍ବଦେଶ ଫେରିବେ ଏମ୍ ଭି ଦେବୀ ସଦସ୍ୟ
ପାରାଦୀପ: ପ୍ରାୟ ବର୍ଷେ ପରେ ସ୍ବଦେଶ ଫେରିବେ ଏମ୍ ଭି ଦେବୀ ସଦସ୍ୟ । ପାରାଦୀପ ବନ୍ଦରର ପିଆଇସିଟି ବର୍ଥରୁ ୨୨୦ କୋଟି ଟଙ୍କାର କୋକେନ ଜବତ ଘଟଣାରେ ଭିଏତନାମା ଫେରିବେ ଗିରଫ ଜାହାଜ ଏମ୍ ଭି ଦେବୀର କ୍ରିଉ ମେମ୍ବର । ଜାହାଜରେ ଅଛନ୍ତି ୨୧ଜଣ ଭିଏତନାମା ନାଗରିକ । ପ୍ରଥମେ ୧୧ଜଣ ସଦ୍ୟ!-->…
ପହିଲାରୁ ଶ୍ରୀମନ୍ଦିରରେ ଧାଡିରେ ଜଗା ଦର୍ଶନ କରିବେ ଭକ୍ତ
ପୁରୀ: ସରିଲାଣି ପ୍ରାୟ ସମସ୍ତ ପ୍ରସ୍ତୁତି । ନୂଆବର୍ଷ ପହିଲାରୁ ଧାଡିରେ ଶୃଙ୍ଖଳିତ ଭାବେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ । ଆସନ୍ତା ୨୮ ତାରିଖ ଭିତରେ ସମସ୍ତ ପରିବର୍ତ୍ତନ ବ୍ୟବସ୍ଥା ସରିବା ବେଳେ ଏହାପରେ ଟ୍ରାଏଲ ଧାଡି ଦର୍ଶନ ହେବ । ପରେ ଜାନୁଆରୀ ୧ରୁ ଆରମ୍ଭ ହେବ ଧାଡି ଦର୍ଶନ । ଏନେଇ!-->…
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କଂଗ୍ରେସ ମୁଖିଆ ମଲ୍ଲିକାର୍ଜୁନ ଖଡଗେ ରବିବାର କେନ୍ଦ୍ର ସରକାରଙ୍କୁ ନିର୍ବାଚନ ନିୟମ ସଂଶୋଧନ ପ୍ରସଙ୍ଗରେ ତୀବ୍ର ସମାଲୋଚନା କରିଛନ୍ତି। ନିର୍ବାଚନ କମିଶନଙ୍କ ବିଶ୍ୱସନୀୟତାରେ ବୁଝାମଣା କରିବା ପାଇଁ କେନ୍ଦ୍ର ସରକାର ବ୍ୟବସ୍ଥିତ ଢଙ୍ଗରେ ଷଡ଼ଯନ୍ତ୍ର ଚଳାଇଥିବା ଖଡଗେ କହିଛନ୍ତି। କେନ୍ଦ୍ର!-->…
ଥରିବ ଓଡିଶା, ୬ ଜିଲ୍ଲାକୁ ଘନ କୁହୁଡି ଚେତାବନୀ
ଭୁବନେଶ୍ବର: ବେଶ୍ ଦୁଇ ଦିନର ଲଗାଣ ବର୍ଷା ପରେ ଆଜି କିଛି କିଛି ସ୍ଥାନରେ ପାଗ ସ୍ବାଭାବିକ ଦେଖିବାକୁ ମିଳିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆଜିଠୁ ବର୍ଷା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହିତ ରାଜ୍ୟରେ ଶୀତର ପ୍ରକୋପ ବଢିବ ।!-->…
ସ୍ୱତନ୍ତ୍ର କୋର୍ଟରେ ରାହୁଲଙ୍କୁ ଜାନୁଆରୀ ୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ
ବଢ଼ିଲା ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ସେ ନିକଟରେ ଜାତି ଜନଗଣନାକୁ ନେଇ ଦେଇଥିବା ଏକ ବିବାଦୀୟ ବୟାନକୁ ନେଇ ଫସିଛନ୍ତି। ତାଙ୍କ ବିରୋଧରେ ଜାରି ହୋଇଛି ସମନ। ବରେଲିର ଏକ ସ୍ୱତନ୍ତ୍ର କୋର୍ଟ ରାହୁଲଙ୍କୁ ଜାନୁଆରୀ ୭ ତାରିଖରେ ହାଜର ହେବାକୁ!-->…
ଦଳିଦେଲା ଦନ୍ତା, ରେଞ୍ଜରଙ୍କୁ ଛେଚିଲେ ଉତ୍ତ୍ୟକ୍ତ ଲୋକ
ବଣାଇ: ଦଳିଦେଲା ଦନ୍ତା । ରେଞ୍ଜରଙ୍କୁ ଛେଚିଲେ ଉତ୍ତ୍ୟକ୍ତ ଲୋକ । ବଣାଇ ସରକାରୀ ବାସଭବନକୁ ଘେରିଲେ ଲୋକେ । ସୁନ୍ଦରଗଡ ଜିଲ୍ଲା ବଣାଇ ରେଞ୍ଜର ଜକେଇକେଲା ଗାଁରେ ହାତୀ ଆକ୍ରମଣରେ ଜଣେ ମୃତ । ଶୌଚ ପାଇଁ ଯାଉଥିବା ବେଳେ ଦନ୍ତା ହାବୁଡ଼ାରେ ପଡିଯାଇଥିଲେ । ଦନ୍ତା ଘର ଦୁଆର ମୁହଁରେ!-->…
ମାରାଥନ ଚାଲିଥିବାବେଳେ ଯୁବକଙ୍କୁ ଗୁଳିମାଡ଼
ରାଉରକେଲା: ମାରାଥନ୍ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଗୁଳିମାଡ଼। ସେକ୍ଟର ୩ ଥାନା ସେକ୍ଟର ୨ ଛକରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଯୁବକଙ୍କ ପିଠିରେ ବାଜିଛି ଗୁଳି। କିଏ ଓ କାହିଁକି ଗୁଳି କଲେ ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଯୁବକଙ୍କୁ ଆଇଜିଏଚ୍ରେ ଭର୍ତ୍ତି କରାଯାଇଛି।
!-->!-->!-->…
ଆରବୀ ଭାଷାରେ ରାମାୟଣ ଓ ମହାଭାରତ: ଅନୁବାଦକାରୀ ଓ ପ୍ରକାଶକଙ୍କୁ ଭେଟିଲେ ମୋଦି
ରାମାୟଣ ଓ ମହାଭାରତର ଆରବୀ ଅନୁବାଦକ ଏବଂ ପ୍ରକାଶକଙ୍କୁ ଭେଟି ଖୁସି ହେଲେ ମୋଦି। କୁଏତର ପ୍ରତିଷ୍ଠିତ ଲେଖକ ଅବଦୁଲ୍ଲା ବୈରନ୍ ଏହି ଦୁଇ ଭାରତୀୟ ମହାକାବ୍ୟକୁ ଅନୁବାଦ କରିଥିବା ବେଳେ, ଏହାର ପ୍ରକାଶକ ହେଉଛନ୍ତି ଅବଦୁଲ୍ ଲତିଫ ଅଲ୍ ନସିଫ।
କୁଏତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…