ଫୁଲବାଣୀ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ କୁଶ ପୁତ୍ତଳିକା ଦାହ

ଫୁଲବାଣୀ: ରାଜ୍ୟସଭା ଗୃହ ଚାଲିଥିବା ବେଳେ ଗୃହ ମନ୍ତ୍ରୀ ଅମିତ୍ ଶାହା ଆମ୍ବେଦକର ଆମ୍ବେଦକର ଆମ୍ବେଦକରଙ୍କ ନାମ ବୋଲି ତିନି ଥର ଉଚ୍ଚାରଣ କରି ସମ୍ବିଧାନ ବିରୋଧୀ ଭଳି ଏକ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ l ତାହାର ପ୍ରତିବାଦରେ ଆଜି ଫୁଲବାଣୀ କଂଗ୍ରେସ ପକ୍ଷରୁ ମଧ୍ୟ ଫୁଲବାଣୀ ବିଜୁ ପଟ୍ଟନାୟକ…

ବିଜେପି ଯୁବମୋର୍ଚ୍ଚା ତରଫରୁ ରାହୁଲ ଗାନ୍ଧୀଙ୍କୁ ଗିରଫ ଦାବୀ : ଫୁଲବାଣୀ ଠାରେ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ମୁକ୍ତିକାନ୍ତ ମହାନ୍ତି ନେତୃତ୍ବରେ ଆଜି ସନ୍ଧ୍ୟାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଗିରଫ ଦାବୀ କରିବା ସହ ରାହୁଲଙ୍କ କୁଶପୁତ୍ତଳିକା ଦାହ କରାଯାଇଛି l ଯାହା ସୂଚନା ରହିଚିପବିତ୍ର ସାଂସଦ ଗୃହରେ, ବରିଷ୍ଠ ସାଂସଦ…

ପଡିଆବ୍ଲକରେ ଡିଜିଟାଲ ପେମେଣ୍ଟ ସଚେତନତା ଶିବିର ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକରେ ମହକୁମାରେ ଆଜି ଡିଜିଟାଲ ପେମେଣ୍ଟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ଆଜି ବ୍ଲକ ସମ୍ମିଳନୀ କକ୍ଷରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇ ବିଭିନ୍ନ ୟୁପିଆଇ ପେମେଣ୍ଟ ଜରିଆରେ ପେମେଣ୍ଟ ଓ ଅନଲାଇନ୍ ବ୍ୟାଙ୍କିଙ୍ଗ…

ରାଏବଗା ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଅନ୍ନଦାତା ମହୋତ୍ସବ ପାଳନ

ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବଗା ସ୍ଵାସ୍ଥ କେନ୍ଦ୍ର ପ୍ରଗଣାରେ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଅନ୍ନଦାତା ମହୋତ୍ସବ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମ କୁ ବ୍ୟାଙ୍କ ଅଧିକାରୀ ଶ୍ରୀ ସବ୍ୟସାଚୀ ମେହରଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା ।…

ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାରେ

ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଦେଶର ରାଜଧାନୀ ନୂଆଦିଲ୍ଲୀରେ ହୋଇଛି ହଙ୍ଗାମା। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି ସାଂସଦ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ନାଁରେ ଥାନାରେ ହୋଇଛି ଏତଲା। ଦେଶର ରାଜଧାନୀରେ ହୋଇଥିବା ହଙ୍ଗାମାକୁ…

ଟ୍ୟାଙ୍କ ଫିଲ୍ଡ ଫାଇରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ୍

କୋରାପୁଟ: ଟ୍ୟାଙ୍କ ଫିଲ୍ଡ ଫାଇରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଜଣେ ଓଡ଼ିଆ ଯବାନ ସହିଦ୍ ହୋଇଛନ୍ତି। ଯବାନ ଜଣକ ହେଲେ କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ଅନ୍ତର୍ଗତ ବଡାଗୁଡା ଗ୍ରାମର ଈଶ୍ଵର ତଲିଆ। ସେ ୨୦୧୧ ମସିହାରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ସମ୍ପ୍ରତି ଯବାନ ଈଶ୍ୱର ଜମ୍ମୁରେ…

ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,…

ରାହୁଲଙ୍କ ଦାୟିତ୍ବହୀନ ଆଚରଣ ନିନ୍ଦନୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଆପତ୍ତିଜନକ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ରାହୁଲଙ୍କର ଏଭଳି ଆଚରଣ ଯୋଗୁ ଆମ ଦଳର…

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ବ୍ୟବସ୍ଥା, ଆନନ୍ଦବଜାରରେ ନୂଆ ଡ୍ରେସକୋର୍ଡ

ପୁରୀ: ନୂଆବର୍ଷ ଠାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହେବ ନୂଆ ବ୍ୟବସ୍ଥା । ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି, ସ୍ବତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜିଉଙ୍କ…

ପରସ୍ପର ବିରୋଧରେ ଥାନାରେ ପହଞ୍ଚିଲେ କଂଗ୍ରେସ ଓ ବିଜେପି

ସଂସଦ ବାହାରେ ବିଜେପି ଓ କଂଗ୍ରେସ ସାଂସଦଙ୍କ ମୁହାଁମୁହିଁ ସ୍ଥିତିକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ଦଳର ସାଂସଦଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଆରୋପ ପ୍ରତ୍ୟାରୋପ ଏବେ ଥାନାରେ ପହଞ୍ଚିଛି। ଉଭୟ ବିଜେପି ଓ କଂଗ୍ରେସ ଦଳର ସାଂସଦ ପରସ୍ପର ବିରୋଧରେ ଆକ୍ରମଣ ଓ ଦୁର୍ବ୍ୟବହାର…