ଜାନୁଆରୀ ୧୮ରେ ପକ୍ଷୀ ଗଣନା, ଏଥର ଫ୍ଲେମିଙ୍ଗୋର ଗୋଡରେ ଲଗାଯିବ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ

ଜାନୁଆରୀ ୧୮ରେ ପକ୍ଷୀ ଗଣନା । ୧୬ରୁ ଆରମ୍ଭ ହେବ ପକ୍ଷୀ ଗଣନା ପ୍ରକ୍ରିୟା । ଚଳିତ ବର୍ଷ ସାରା ରାଜ୍ୟରେ ଗୋଟିଏ ଦିନରେ ହିଁ ପକ୍ଷୀ ଗଣନା କରାଯିବ । ଏଥର ଗଣନାରେ ଫ୍ଲେମିଙ୍ଗୋର ଟ୍ରାକିଂ କରାଯିବ । ସେଥିପାଇଁ ୧୦ଟି ଫ୍ଲେମିଙ୍ଗୋର ଗୋଡରେ ଲଗାଯିବ ସାଟେଲାଇଟ…

ଜମିରେ ପଡିରହିଛି କଟାଧାନ : ଅଦିନିଆ ବର୍ଷାର ଭୟ, ଚାଷୀ ମୁଣ୍ଡରେ ଚଡ଼କ

ହିଞ୍ଜିଳିକାଟୁ : ପାଣିପାଗ ବିଭାଗର ପୂର୍ବାନୁମାନ ପ୍ରକାରେ ଗୁରୁବାର ଠାରୁ ୩ ଦିନ ଧରି ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ସମୟରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକର କିଛି ଅଞ୍ଚଳରେ ଏବେ ବି ଚାଷୀ ମାନେ ଅମଳ ଧାନକୁ କାଟି ବିଲରେ ପକାଇଛନ୍ତି। ଯଦି ବି ଏଭଳି ସମୟରେ…

ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ବିଜେପିର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଅହଂକାରୀ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ବିରୋଧୀଦଳର ନେତାଙ୍କ…

ବାଲିଗୁଡା : ଗ୍ୟାସହାଣ୍ଡି ଫାଟି ଚିକେନ ଦୋକାନୀ ଗୁରୁତର

ବାଲିଗୁଡା : ଚିକେନ ଦୋକାନ ଭିତରେ ଗ୍ୟାସ ହାଣ୍ଡି ଫାଟି ଜଣେ ଗୁରୁତର ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ, ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି ଆଜି ଗୁରୁବାର ଦିନ ମଧ୍ୟ ଚିକେନ୍ ଦୋକାନୀ ରତନ ଦିଗାଲ ଚିକେନ…

ରଘୁନାଥଜୀଉ ମନ୍ଦିର ରୂପାନ୍ତରୀକରଣରେ ଚରମ ଅବହେଳା

ନୟାଗଡ଼: ନୟାଗଡ଼ ଜିଲ୍ଲାର ପ୍ରମୁଖ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ରଘୁନାଥ ଜୀଉ ରୂପାନ୍ତରୀକରଣରେ ଚରମ ଅବହେଳା ର ଅଭିଯୋଗ ଆସିଛି । ମନ୍ଦିର ରୂପାନ୍ତରୀକରଣ ପାଇଁ ୩କୋଟି ୫୦ଲକ୍ଷ ବ୍ୟୟ ବରାଦ କରାଯାଇଥିଲା ହେଲେ କାର୍ଯ୍ୟାଦେଶ ପାଇଥିବା ଠିକାଦାରଙ୍କ ମାନମାନୀ ଯୋଗୁଁ ମନ୍ଦିର ତଥା ମନ୍ଦିର…

ରାଜ୍ୟସଭା ଅଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ହେଲେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ପୂର୍ବରୁ ୧୪ ଦିନିଆ ନୋଟିସ ଦିଆଯାଇନଥିବା ଓ…

ଓଏଭି ଚମାଖଣ୍ଡିରେ ବିଦ୍ୟାଳୟ ଉନ୍ନୟନ ଓ ପରିଚାଳନା ବୈଠକ ଅନୁଷ୍ଠିତ

ବ୍ରହ୍ମପୁର : ଗୁରୁବାର ଦିନ ଚମାଖଣ୍ଡି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ତଥା ବିଦ୍ୟାଳୟ ପରିଚାଳକ ସୁଧାଂଶୁ ଶେଖର ଭୋଇଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ପରିଚାଳନା ଉନ୍ନୟନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଅଧକ୍ଷ ପ୍ରମୋଦ କୁମାର ବେହେରା ଶ୍ରୀ ଭୋଇ…

ଶିମିଳିପାଳ ସୁରକ୍ଷା ଦାୟିତ୍ବରେ ୧୩୧ ଜଣିଆ ଆର୍ମଡ ପୋଲିସ ରିଜର୍ଭ ଫୋର୍ସ

ଶିମିଳିପାଳ : ସରକାରଙ୍କୁ ଶିମିଳିପାଳ ଚିନ୍ତା । ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷା ନେଇ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖିଲେ ଗୃହ ସଚିବ ସତ୍ୟବ୍ରତ ସାହୁ । ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପାଇଁ ଗଠନ ହେବ ନୂଆ ଫୋର୍ସ। ଗୋଟିଏ କମ୍ପାନୀ ଆର୍ମଡ ପୋଲିସ…

ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ୍ ଶାହ

ଭୁବନେଶ୍ବର: ପୁଣି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଆସିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ତେବେ କେବେ ଆସିବେ ସେନେଇ ସ୍ପଷ୍ଟ କରି କହିନାହାନ୍ତି । ଏନେଇ ମନମୋହନ କହିଛନ୍ତି, ଆସନ୍ତା ୨୮, ୨୯,…

ବିନାଶ କାଳେ ବିପରୀତ ବୁଦ୍ଧି: ରୁଦ୍ର ପାଣି

ନୂଆଦିଲ୍ଲୀ/ଭୁବନେଶ୍ବର: ଆମ୍ବେଦକର ପ୍ରସଙ୍ଗରେ ସଂସଦ ଅଚଳ ହୋଇପଡ଼ିଛି। ଏପରିସ୍ଥଳେ ଗୁରୁବାର ସଂସଦରେ କାର୍ଯ୍ୟକାଳ ଆରମ୍ଭ ହେବା ପୁର୍ବରୁ ସଂସଦ ପରିସରରେ ବିଜେପି ଏବଂ ବିରୋଧୀ ଦଳ ମଧ୍ୟରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଉଭୟ ଦଳର ସଦସ୍ୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଠେଲାପେଲାରେ…