Sign in
Sign in
Recover your password.
A password will be e-mailed to you.
ଟ୍ରେନରୁ ଖସିପଡ଼ି ଦୁଇ ପାଚିକା ସହୟିକାଙ୍କ ମୃତ୍ୟୁ
ଚିକିଟୀ : ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତୋଳି ଗ୍ରାମ ପଞ୍ଚାୟତର ଜଗନ୍ନାଥପୁର ଗ୍ରାମର ଦୁଇଜଣ ମହିଳା ସୁରଳ ଷ୍ଟେସନ୍ ଠାରେ ଟ୍ରେନ ଧକ୍କାରେ ମୃତୁ ବରଣ କରିଛନ୍ତି l ସୂଚନା ପ୍ରକାରେ ଉକ୍ତ ଗ୍ରାମର ଝୁନୁ ଗୌଡ଼,ପାର୍ବତୀ ଗୌଡ଼ ଦୀର୍ଘ ଦିନ ହେଲା ନିଜ ଗ୍ରାମର ପ୍ରାଥମିକ ବିଦ୍ୟାଳୟ ରେ!-->…
ସରକାରୀ ହାଇସ୍କୁଲ ବରଗଡ଼ରେ ନବନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସଂକଳ୍ପ ପ୍ରଶିକ୍ଷଣ କର୍ମଶାଳା ଉଦଯାପିତ
ବରଗଡ଼ : ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲ ବରଗଡ଼ରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ "ସଂକଳ୍ପ "ଉଦଯାପିତ!-->…
ଆସିକାରେ ବାଲି ମାଫିଆଙ୍କ ଆତଙ୍କରାଜ ! ଅତିଷ୍ଠ ଓ ଭୟରେ ଗ୍ରାମ ବାସୀ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ….
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳରେ ଏବେ ବାଲି ମାଫିଆମାନଙ୍କ ଆତଙ୍କ ରାଜ ଦେଖିବାକୁ ମିଳିଛି । ଆସିକା ବ୍ଲକ ଅନ୍ତର୍ଗତ ବାଲିଛାଇ ଓ ଆଲିପୁର ପଞ୍ଚଯାତ ର ଋଷି ପୁର, ନିରାଳ, ଗବନଳା ଓ ପଥରା ଗ୍ରାମ ନିକଟ ଦେଇ ଯାଇଥିବା ବଡ଼ ନଦୀରୁ ମାଫିଆ ଗୋଷ୍ଟି ବେଆଇନ ଭାବେ ଚୋରା ବାଲି ଚାଲାଣ!-->…
ବ୍ରହ୍ମପୁର ମହୋତ୍ସବ – ୨୫, ଜାତୀୟ ସ୍ତରରେ ସୁନାମ ଅର୍ଜନ କରିବାପରି ପ୍ରଚେଷ୍ଟା କରାଯିବ : ଶ୍ରୀ ସୁଶାନ୍ତ ସାବତ
ବ୍ରହ୍ମପୁର : ବହୁ ପ୍ରତିକ୍ଷିତ ରାଜ୍ୟର ଅନ୍ୟତମ ଆକର୍ଷଣୀୟ ସାଂସ୍କୃତିକ ମହୋତ୍ସବ ଜନସାଧାରଣଙ୍କ ଅନୁରୋଧ କ୍ରମେ ଆସନ୍ତା ନୂତନ ବର୍ଷରେ ଜାତୀୟ ଯୁବ ସପ୍ତାହ ଅବସରରେ ୧୧ ଜାନୁୟାରୀ ରୁ ୧୬ ଜାନୁୟାରୀ ପର୍ଯ୍ୟନ୍ତ ଖଲିକୋଟ ବିଶ୍ଵବିଦ୍ୟାଳୟ ଖେଳ ପଡି ରେ ମହା ସମାହାରରେ ଆୟୋଜନ କରାଯିବ।!-->!-->!-->…
ଦୀପ ଜାଳିବା ବେଳେ ଅଘଟଣ: ଘଟଗାଁ ତାରିଣୀ ମନ୍ଦିରରେ ନିଆଁ ଲାଗି ମହିଳା ଗୁରୁତର
କେନ୍ଦୁଝର: ଦୀପ ନିଆଁରେ ଜଣେ ମହିଳା ଶ୍ରଦ୍ଧାଳୁ ଜଳି ଯାଇଛନ୍ତି। ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିରରେ ଆଜି ଅପରାହ୍ଣରେ ଏହି ଅଘଟଣ ଘଟିଛି। ଗୁରୁତର ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ହେଲେ ମୀନାକ୍ଷୀ ବରାଳ।
ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା କୁରୁଣ୍ଟି ଗାଁର!-->!-->!-->…
ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଆଗରେ କେବେ ହେବେ ହାଜର !
ଭୁବନେଶ୍ୱର : ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଆଗରେ କେବେ ହାଜର ହେବେ । ତାଙ୍କୁ କାହିଁକି ସିବିଆଇ ସମନ କରିଛି। ଏହାକୁ ନେଇ ଲାଗି ରହିଛି ଚର୍ଚ୍ଚା । ଡିସେମ୍ବର ୭ ତାରିଖରେ ସିବିଆଇ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ କେସ୍ ରୁଜୁ କରିଥିଲା । କେନ୍ଦ୍ରୀୟ ପିଏସୟୁ ବ୍ରିଜ୍ ଆଣ୍ଡ ରୁଫ୍!-->…
କାଳକାଜିରୁ ଆତିଶୀ ଓ ନୂଆ ଦିଲ୍ଲୀରୁ ଭାଗ୍ୟ ପରୀକ୍ଷା କରିବେ କେଜ୍ରିଓ୍ୱାଲ୍
ନୂଆ ଦିଲ୍ଲୀରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ସେ ପୁଣି ଥରେ ଏଠୁ କରିବେ ନିଜ ଭାଗ୍ୟ ପରୀକ୍ଷା। ସେହିପରି କାଳକାଜିରୁ ମୈଦାନକୁ ଓହ୍ଲାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ସେ ମଧ୍ୟ ପୁଣି ଏଠୁ ହିଁ!-->…
ନକ୍ସଲ ଦମ୍ପତିଙ୍କ ସହ ୫ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ, ୯ ମାଓବାଦୀ ଗିରଫ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ ସୁକମା ପୁଲିସକୁ ମିଳିଛି ପୁଣି ଏକ ବଡ ସଫଳତା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନ ପୂର୍ବରୁ ୫ ଜଣ ଦୁର୍ଦାନ୍ତ ନକ୍ସଲଙ୍କ ଆତ୍ମସମର୍ପଣ ଏକ ବଡ଼ ସଫଳତା ବୋଲି ପୁଲିସ କହିଛି। ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର!-->…
ଅଟୋ ଚାଳକଙ୍କ ଗଳାକାଟି ହତ୍ୟା କଲେ ଦୁର୍ବତ୍ତ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି ଏକ ଅଘଟଣ । ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ ଦୁର୍ବୁତ୍ତ । ମୃତକ ହେଲେ ବଳରାମ ଖରା । ତାଙ୍କ ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡ଼ି ଗାଁରେ । ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।
!-->!-->…
ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର,ଚାଉଳିଆଗଞ୍ଜ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ
କଟକ : ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ । କଟକ ଚାଉଳିଆଗଞ୍ଜ ଥାନା ଅଂଚଳରେ ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ହେଲେ ସୁଭଦ୍ରା ସାହୁ । ଚାଉଳିଆଗଞ୍ଜ ଥାନାରେ ଗତ ୧୪ ତାରିଖରେ ଲିଖିତ ହତ୍ୟା ଅଭିଯୋଗ!-->…