ଅସାଧୁ ବ୍ୟବସାୟୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି । ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବ୍ୟବସାୟୀ ସଂଘର

ବାତ୍ୟା ମୁକାବିଲା: ବିଧାୟକମାନଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମସ୍ତ ବିଧାୟକମାନଙ୍କର ସହଯୋଗ ଲୋଡ଼ିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ସହ ‘ଜିରୋ କାଜୁଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନିକସ୍ତରରେ ଆଗୁଆ

ବାତ୍ୟା ମୁକାବିଲା: ୧୦ ଲକ୍ଷ ଲୋକଙ୍କୁ କରାଯିବ ସ୍ଥାନାନ୍ତର, ଭଟିଣ୍ଡାରୁ ଆସିଲେ ୫ଟି ଏନଡିଆରଏଫ ଟିମ୍‌

ଭୁବନେଶ୍ବର : ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ଜିରୋ କାଜିଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ

୨୪ ଘଣ୍ଟା ଭିତରେ କଟକ ସହରରୁ ହୋଡିଂ ଓ ବାଉଁଶ ଗେଟ୍‌ ହଟାଅ

କଟକ : ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ସହର ସମସ୍ୟା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସହରରୁ ହୋଡିଂ ଓ ବାଉଁଶ ଗେଟ ୨୪ ଘଣ୍ଟା ଭିତରେ ହଟାଇବାକୁ କଟକ ଡିସିପି, ଜିଲ୍ଲାପାଳ ଓ CMC କମିଶନରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ପୂଜା ମଣ୍ଡପରୁ ଗେଟ

କଟକ ଏସସିବି ମେଡିକାଲରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ

କଟକ : କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି। ଅସ୍ତ୍ରୋପଚାର ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମେଡିକାଲ ଅଧିକ୍ଷକ ଲୁସି ଦାସ। ନୟାଗଡର ମାନସ ମୁଦୁଲୀଙ୍କୁ ଦେଲେ ତାଙ୍କ ପତ୍ନୀ ଛବି

ଜିଲାରୁ ବ୍ଲକସ୍ତର ପର୍ଯ୍ୟନ୍ତ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ କରିବା, ତୃଣମୂଳ ସ୍ତରରେ କ୍ରୀଡ଼ାବିତ୍‌ ମାନଙ୍କର…

ଭୁବନେଶ୍ୱର : କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଟେନିସ୍‌ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଓଡ଼ିଶା କ୍ରୀଡାନୀତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଓଡ଼ିଶାରେ

ବଡ଼ ଅଫର୍‌, ଗ୍ୟାଙ୍ଗଷ୍ଟର୍‌ ଲରେନ୍ସଙ୍କୁ ଗୁଳି କଲେ ମିଳିବ ୧ କୋଟି

ମୁମ୍ବାଇ : ବଡ଼ ଅଫର୍‌। ଯିଏ ଜେଲ୍‌ରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଏନ୍‌କାଉଣ୍ଟର କରିବ ତାକୁ ମିଳିବ କୋଟିଏ ଟଙ୍କା। ଏଭଳି କିଛି ପୁରସ୍କାର ରାଶି ଘୋଷଣା କରିଛନ୍ତି ଗୁଜରାଟ କ୍ଷେତ୍ରୀୟ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ।ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଏବଂ

ସ୍ପଷ୍ଟ କଲା ଚୀନ, ସୀମା ବିବାଦର ସମାଧାନ ପାଇଁ ଭାରତ ସହ ଚୁକ୍ତି ହୋଇଛି

ନୂଆଦିଲ୍ଲୀ : ପୂର୍ବ ଲଦାଖରେ ଦୁଇ ଦେଶର ସୈନ୍ୟବାହିନୀ ମଧ୍ୟରେ ବିବାଦକୁ ଶେଷ କରିବା ପାଇଁ ଭାରତ ସହ ଚୁକ୍ତି ହୋଇଛି। ଏପରି କହିଛନ୍ତି ଚୀନ ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଲିନ୍ ଜିଆନ। ସେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସ୍ପଷ୍ଟ କରିଛନ୍ତି।ଗତକାଲି ଭାରତ ସରକାରଙ୍କ ପକ୍ଷରୁ ଚୀନ

ଲଣ୍ଡନ ସ୍କୁଲରେ ସଂସ୍କୃତ ପାଠ୍ୟକ୍ରମ ହେଲା ବାଧ୍ୟତାମୂଳକ

ନୂଆଦିଲ୍ଲୀ : ସଂସ୍କୃତ ଶିକ୍ଷା ପ୍ରତି ଭାରତରେ ଅନାଗ୍ରହ ରହିଥିବା ବେଳେ ପଶ୍ଚିମ ଦେଶ ସମୁହରେ ସଂସ୍କୃତ ଶିକ୍ଷା ପ୍ରତି ଆଦର ବଢିବାରେ ଲାଗିଛି। ପଶ୍ଚିମ ଲଣ୍ଡନରେ ଥିବା ଘରୋଇ ସେଣ୍ଟ ଜେମ୍ସ ଇଣ୍ଡିପେଣ୍ଡେଣ୍ଟ ସ୍କୁଲ ସମୁହରେ ଏହାର ଜୁନିୟର ବିଦ୍ୟାର୍ଥୀମାନଙ୍କ ପାଇଁ ସଂସ୍କୃତ ଶିକ୍ଷା

ବୁଲଡୋଜର କାର୍ଯ୍ୟାନୁଷ୍ଠାନ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଆସନ୍ତାକାଲି (ଗୁରୁବାର) ପର୍ଯ୍ୟନ୍ତ ବହରାଇଚରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ କେଏମ୍ ନଟରାଜ ଆଜି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠରେ