Sign in
Sign in
Recover your password.
A password will be e-mailed to you.
ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ
ଫୁଲବାଣୀ //ବାଲିଗୁଡା :, ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ଯେପରି ଅଧିକ ରୁ ଅଧିକ ପର୍ଯ୍ୟଟକ ଆସିବେ ସେଥିପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କଫି ବଗିଚା ର ଆଧୁନିକିକରଣ କରାଯଇଥିଲା l ଏଥିରେ କାଫେ ନିର୍ମାଣ ଓ ଶିଶୁ ଉଦ୍ୟାନ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ!-->…
ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ମାଲକାନଗିରି : ଡିସେମ୍ବର ୧୩ରୁ ୧୫ ତିନିଦିନ ବ୍ୟାପୀ ସ୍ଥାନୀୟ ଡିଏନକେ ଖେଳ ପଡିଆ ଠାରେ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବ-୨୦୨୪ ଅନୁଷ୍ଠିତ ହେବ। ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ!-->!-->!-->…
ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି!-->…
ଆତଙ୍କବାଦୀ ପନ୍ନୁର ଚେତାବନୀ; ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରନି
ଲଗାତାର କିଛି ଦିନ ହେବ ଭାରତୀୟ ବିମାନକୁ ବୋମା ଧମକ ମିଳୁ ଥିବାବେଳେ ଖଲିସ୍ତାନୀ ଆତଙ୍କବାଦୀ ଗୁରପତୱନ୍ତ ସିଂହ ପନ୍ନୁ ଆଉ ଏକ ଚେତାବନୀ ଦେଇଛି। ନଭେମ୍ବର ୧-୧୯ ଯାଏ ଏୟାର ଇଣ୍ଡିଆ ବିମାନରେ ଯାତ୍ରା ନ କରିବାକୁ ଧମକ ଦେଇଛି ପନ୍ନୁ।
ଶିଖ୍ ହତ୍ୟାକାଣ୍ଡକୁ ୪୦ତମ!-->!-->!-->…
କିଟ୍ ଓ କିସ୍ ପରିଦର୍ଶନ କଲେ ସଂସଦୀୟ ଷ୍ଟାଣ୍ଡିଂ କମିଟି
ଭୁବନେଶ୍ୱର: ତଫସିଲଭୁକ୍ତ ଜାତି ଓ ଜନଜାତି କଲ୍ୟାଣ ସମ୍ବନ୍ଧୀୟ ସଂସଦୀୟ ଷ୍ଟାଣ୍ଡିଂ କମିଟି ରବିବାର କିଟ୍ ଓ କିସ୍ ଦର୍ଶନ କରିଛନ୍ତି।
ସାଂସଦ ଡ. ଫଗନ ସିଂହ କୁଲସ୍ତେଙ୍କ ଅଧ୍ୟକ୍ଷତାରେ ଏହି କମିଟି କିଟ୍ ଓ କିସ୍ ପରିଦର୍ଶନରେ ଆସି କିଟ୍ର ବିଭିନ୍ନ କ୍ୟାମ୍ପସ୍ ବୁଲି ଦେଖିବା ସହ!-->!-->!-->…
ପାରାଦୀପରୁ ଅପହୃତ ଛାତ୍ର କେନ୍ଦ୍ରାପଡ଼ାରୁ ଉଦ୍ଧାର
ଭୁବନେଶ୍ୱର // ପାରାଦ୍ୱୀପ : ସ୍କୁଲ ଯିବା ରାସ୍ତାରେ ଅପହୃତ ହେଲେ ଦଶମ ଶ୍ରେଣୀ ଛାତ୍ର। ଦୁର୍ବୃତ୍ତ ହାତ ବାନ୍ଧି ନିସ୍ତୁକ ପିଟିଥିବା ବେଳେ ସେମାନଙ୍କ କବଳରୁ ଖସି ଆସିବାକୁ ସଫଳ ହେଲେ ଛାତ୍ର। ଏହାପରେ ପୁଲିସ୍ ଓ ପରିବାର ଆଗରେ ସେ ବଖାଣିଛନ୍ତି ଛାତିଥରା ଘଟଣା। ଏପରି ଏକ ଅଭାବନୀୟ ଘଟଣା!-->…
ଏନ୍କାଉଣ୍ଟର୍ରେ ୪ ନକ୍ସଲ ସଫା
ପୁଲିସକୁ ମିଳିଲା ବଡ଼ ସଫଳତ। ମହାରାଷ୍ଟ୍ରର ଗଡ଼ଚିରୋଲିରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ପୁଲିସ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।
ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ C60 କମାଣ୍ଡୋ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏଥିରେ!-->!-->!-->…
ବାତ୍ୟା ‘ଦାନା’; ଏନଆରଟିଏସ୍ ଓ ସ୍କଲାରସିପ ପରୀକ୍ଷା ସ୍ଥଗିତ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ବାତ୍ଯା ‘ଦାନା’ କାରଣରୁ ଏନଆରଟିଏସ୍ ଏବଂ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି।
ସୋମବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ନ୍ୟାସନାଲ ରୁରାଲ୍ ଟାଲେଣ୍ଟ ସ୍କଲାରସିପ୍!-->!-->!-->…
ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଢ଼ାଇଲେ ସରକାର
ଭୁବନେଶ୍ୱର: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ!-->…